ବାସଭବନରେ ଦିବ୍ୟାଙ୍ଗ ମାନଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ସମାଧାନର ଦେଲେ ଆଶ୍ବାସନା

ଭୁବନେଶ୍ୱର,୩।୧୨: ମଙ୍ଗଳବାର ସକାଳେ କିଛି ଲୋକ ସେମାନଙ୍କ ଅଭିଯୋଗ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ବାସଭବନକୁ ଆସିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ଅଭିଯୋଗ ଶୁଣିଥିଲେ। ଅଭିଯୋଗକାରୀଙ୍କ ମଧ୍ୟରେ କେତେ ଜଣ ଦିବ୍ୟାଙ୍ଗ ମଧ୍ୟ ଆସିଥିଲେ।

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଅବସରରେ ଦିବ୍ୟାଙ୍ଗମାନେ ତାଙ୍କ ଘରକୁ ଆସିଥିବାରୁ ସେମାନଙ୍କୁ ମୁଖ୍ୟମନ୍ତ୍ରୀ ପ୍ରଥମେ ସମ୍ବର୍ଦ୍ଧିତ କରିଥିଲେ ଓ ପରେ ସେମାନଙ୍କ ସମସ୍ୟା ଶୁଣିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଏଭଳି ସହୃଦୟତାପୂର୍ଣ୍ଣ ବ୍ୟବହାରରେ ଭାବପ୍ରବଣ ହୋଇଯାଇଥିଲେ ସମସ୍ତେ ।

ସେମାନଙ୍କ ମଧ୍ୟରେ ଥିଲେ କଟକ ବାଉଁଶଗଳିର ଦିବ୍ୟାଙ୍ଗ ଶେଖ୍ ରେହେମାନ। ସେ ଭୁବନେଶ୍ବରରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ଏକ ତିନି-ଚକିଆ ସାଇକେଲରେ ଯାତ୍ରା ଆରମ୍ଭ କରୁଛନ୍ତି। ସେ ଆସିଥିଲେ ମୁଖ୍ୟମନ୍ତ୍ରୀଙ୍କ ପାଖରୁ ଶୁଭେଚ୍ଛା ପାଇ ତାଙ୍କର ଯାତ୍ରା ଆରମ୍ଭ କରିବାକୁ। ମୁଖ୍ୟମନ୍ତ୍ରୀ ତାଙ୍କର ଯାତ୍ରା ପାଇଁ ଶୁଭକାମନା ଜଣାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri