Posted inଜାତୀୟ

ରୋଡ଼ ସାଇଡ୍‌ ଢାବାରେ ରୋଷେଇ କଲେ ମୁଖ୍ୟମନ୍ତ୍ରୀ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଚଳାଇଛନ୍ତି। ନିକଟରେ ବୀରଭୂମ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଭିନ୍ନ ଶୈଳୀରେ ଦେଖିବାକୁ ମିଳିଥିଲା। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ଢାବାରେ ରୋଷେଇ କରିଥିଲେ। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
କିଛି ଦିନ ପୂର୍ବେ ଗୃହମନ୍ତ୍ରୀ ଅମିତ ଶାହା ବୀରଭୂମ ଗସ୍ତ କରିଥିଲେ। ଉକ୍ତ ସମୟରେ ଶାହା ଜଣେ ବାଉଲ କଳାକାରଙ୍କ ଘରେ ଖାଇଥିବା ନେଇ ଚର୍ଚ୍ଚା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୋନମ ୱାଙ୍ଗଚୁକଙ୍କୁ ଏହି ଆଶ୍ୱାସନା ଦେଲେ ମୋଦି ସରକାର, ଅନଶନ ଭାଙ୍ଗି ୨୬ ଦିନ ପରେ ଖାଦ୍ୟ ଖାଇ ଏମିତି କହିଲେ…

ନୂଆଦିଲ୍ଲୀ,୨୪।୭: ପ୍ରସିଦ୍ଧ ଶିକ୍ଷାବିତ୍‌ ଏବଂ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ୨୬ ଦିନ ପରେ ନିଜର ଅନଶନ ପ୍ରତ୍ୟାହାର କରିଛନ୍ତି। ସେ କହିଛନ୍ତି ଯେ ଭୋକ ହରତାଳ…

ଏହି ସର୍ତ୍ତରେ ଅନଶନ ଭାଙ୍ଗିଲେ ସୋନମ ୱାଙ୍ଗଚୁକ: ମାନିବାକୁ ସରକାର ଦେଲେ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୨୪।୭: ପରିବେଶବିତ୍‌ ସୋନମ ୱାଙ୍ଗଚୁକ ଜନ୍ତର ମନ୍ତରରେ ଅନଶନ ମାଧ୍ୟମରେ ଶିକ୍ଷା ବ୍ୟବସ୍ଥା ସଂସ୍କାର ପାଇଁ ଏକ ଅଭିଯାନ ଆରମ୍ଭ କରିଥିଲେ। ସେ ୨୩ ଜୁଲାଇରେ ତାଙ୍କର…

ହୋଇଯାନ୍ତୁ ସତର୍କ…ଅନଶନ ଭାଙ୍ଗିବା ପରେ କାହିଁକି ଏମିତି ଅପିଲ୍‌ କଲେ ଓ୍ବାଙ୍ଗଚୁକ୍‌

ନୂଆଦିଲ୍ଲୀ,୨୪।୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକ ଗତ ୨୬ ଦିନ ଧରି ପେପର ଲିକ ପ୍ରସଙ୍ଗରେ ଅନଶନରେ ବସିଥିଲେ। କିନ୍ତୁ ଏବେ ଏହାକୁ ସମାପ୍ତ କରିଛନ୍ତି। ଗୁରୁବାର…

ଗଣତନ୍ତ୍ର ବିରୋଧୀ ଭାବନା

ବିଂଶ ଶତାବ୍ଦୀର ରାଜନୈତିକ ବିପର୍ଯ୍ୟୟଗୁଡ଼ିକରୁ ମିଳିଥିବା ଏକ ପ୍ରମୁଖ ଶିକ୍ଷା ଆପାତତଃ ବିରୋଧାଭାସପୂର୍ଣ୍ଣ ମନେହୁଏ। ତାହା ହେଉଛି, ଯେଉଁମାନେ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ଚତୁରତାର ସହ ବ୍ୟବହାର କରି…

ଏହି ପ୍ରସଙ୍ଗରେ ଜବାବ ରଖିଲେ ନବୀନ-ପାଣ୍ଡିଆନ୍‌: ରାଜନୈତିକ ଉଦ୍ଦେଶ୍ୟ…

ଭୁବନେଶ୍ୱର,୨୪।୭(ତ୍ରିନାଥ ମହାନ୍ତି):ତତ୍କାଳୀନ ୫ଟି ସଚିବ ଥିବା ଭିକେ ପାଣ୍ଡିଆନଙ୍କ ହେଲିକପ୍ଟରରେ ବୁଲିବା ଖର୍ଚ୍ଚ ମାମଲାରେ କୋର୍ଟରେ ଜବାବ ରଖିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପାଣ୍ଡିଆନ।…

ପୂର୍ବତନ ଆଇଏଏସ୍‌ ଅଫିସର ଉପେନ୍ଦ୍ରଙ୍କୁ ହାଜିରା ନୋଟିସ

ଭୁବନେଶ୍ୱର,୨୪।୭ (ସୁନିତ୍‌ ମିଶ୍ର):: ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାକାଣ୍ଡ ଏବଂ ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ସମ୍ପର୍କିତ ତଦନ୍ତ ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଚୋରି ଘଟଣାକୁ ନେଇ ଜଣକ…

ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଆଜି ବାହୁଡ଼ିବେ ଦାରୁବିଗ୍ରହ

ପୁରୀ,୨୪ା୭(ଅଜିତ୍‌ କୁମାର ମହାନ୍ତି): ଦାରୁବିଗ୍ରହମାନେ ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶୁକ୍ରବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ। ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ତିନିରଥ ପ୍ରସ୍ତୁତ…

ସପ୍ତାହେ ଯାଏ ଛେଚିବ: ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୪ା୭ (ବନ୍ଦନା ସେଠୀ):ସମୁଦ୍ର ପତ୍ତନରେ ଜାରି ରହିଥିବା ଟ୍ରଫ୍‌ ଲାଇନ୍‌ ପ୍ରଭାବରେ ରାଜ୍ୟରେ ଆହୁରି ସପ୍ତାହେ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ସମ୍ଭାବନା ରହିଛି। ସେହିପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri