Posted inଜାତୀୟ

ମମତାଙ୍କ ଉପରେ ଆକ୍ରମଣ ଘଟଣାକୁ ନେଇ ମୁହଁ ଖୋଲିଲେ ଅଭିଶେକ

କୋଲକାତା,୧୧ ।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଲାଗି ଦିନ ପାଖେଇ ଆସୁଛି । ବୁଧବାର ପ୍ରଚାର ଅଭିଯାନ ସମୟରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ହୋଇଥିବା ଆକ୍ରମଣରେ ତାଙ୍କ ଗୋଡ଼ରେ ଗଭିର ଆଘାତ ଲାଗିଥିବା ଜଣାପଡିଛି । ବୁଧବାର ମମତାଙ୍କର ଏସ୍‌ଏସ୍‌କେଏମ୍ ହସ୍ପିଟାଲରେ ଏକ୍ସରେ କରାଯାଇଛି । ଜଣେ ବରିଷ୍ଠ ଡାକ୍ତରଙ୍କ ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀଙ୍କୁ ସେଠାରୁ ବଙ୍ଗର ଇନଷ୍ଟଚ୍ୟୁଟ ଅଫ୍ ନ୍ୟୁରୋସାଇନସେସ୍‌କୁ ଏମଆର୍‌ଆଇ ପାଇଁ ନିଆଯିବ । ତେବେ ମମତାଙ୍କ ଡାହାଣ କାନ୍ଧ, ଗଳା ଓ ହାତରେ ଆଘାତ ଲାଗିଥିବା ଡାକ୍ତର କହିଛନ୍ତି । ଆକ୍ରମଣ ଘଟଣା ପରେ ତାଙ୍କର ଛାତିରେ ଯନ୍ତ୍ରଣା ହେବା ଓ ମୁଣ୍ଡ ବୁଲାଇବା ଭଳି ଲାଗୁଥିବା ମମତା ଡାକ୍ତରଙ୍କୁ କହିଛନ୍ତି । ତେଣୁ ଏମ୍‌ଆର୍‌ଆଇ କରିବା ପରେ ତାଙ୍କୁ ପୁଣିଥରେ ବିଶେଷ ୱାର୍ଡକୁ ନିଆଯିବ ବୋଲି ସୂଚନା ରହିଛି । ଏହି ଘଟଣା ପରେ ମମତାଙ୍କ ଭଣଜା ଅଭିଶେକ ବାନାର୍ଜୀ ମମତା ବାନାର୍ଜୀଙ୍କ ଫଟୋ ଟୁଇଟ୍ କରି କହିଛନ୍ତି , ଭାଜପା ଏବେ , ୨ ମେ’ରେ ପଶ୍ଚିମବଙ୍ଗ ଜନତାଙ୍କ ଶକ୍ତି ଦେଖିବାକୁ ପ୍ରସ୍ତୁତ ରହୁ ।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍‌ପିଙ୍କ ବଡ଼ ବୟାନ, କହିଲେ…

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା…

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri