Posted inଜାତୀୟ

ମାନ ସରକାରଙ୍କ ଦୀପାବଳି ଭେଟି

ଚଣ୍ଡିଗଡ଼,୮ ।୧୦: ପଞ୍ଜାବର ଭଗୱତ ମାନ ସରକାର ଲଗାତାର ଜନ ହିତୈସି କାର୍ଯ୍ୟ କରି ଆସୁଛନ୍ତି ଚର୍ଚ୍ଚାକୁ । ନିର୍ବାଚନ ପୂର୍ବରୁ ସମସ୍ତ ରାଜନୈତିକ ଦଳ ଠିକା କର୍ମଚାରୀଙ୍କୁ ସ୍ଥାୟୀ କରିବା କଥା କହିଥାଆନ୍ତି । ହେଲେ ପଞ୍ଜାବର ଆମ ଆଦମୀ ପାର୍ଟି(ଏଏପି) ସରକାର ହେବା ପରେ ମୁଖ୍ୟମନ୍ତ୍ରୀ ଭଗୱତ ମାନ ନିଷ୍ପତ୍ତି ନେଇଥିଲେ ପ୍ରଥମେ ୩୬୦୦୦ ଅସ୍ଥାୟୀ କର୍ମଚାରୀଙ୍କୁ ସ୍ଥାୟୀ କରିବେ । ଏହି ଅଧାରରେ ଅଧ୍ୟାପକ ଦିବସରେ ପ୍ରାୟ ୯୦୦୦ ଅଧ୍ୟାପକଙ୍କୁ ସ୍ଥାୟୀ କରିବାକୁ ଘୋଷଣା କରିଛନ୍ତି । ଶୁକ୍ରବାର ଏହାକୁ ନେଇ ଏକ ନୋଟିଫିକେଶନ ଜାରି କରାଯାଇଛି । ଯେଉଁଥିରେ ଅସ୍ଥାୟୀ ଅଧ୍ୟାପକଙ୍କୁ ସ୍ଥାୟୀ କରିବାର ନୀତିର ବିସ୍ତାର ଭାବେ ବର୍ଣ୍ଣନା କରାଯାଇଛି । ନୋଟିଫିକେଶନ ଜାରି ହେବା ପରେ ଅସ୍ଥାୟୀ ଅଧ୍ୟାପକଙ୍କ ପ୍ରତିନିଧିମଣ୍ଡଳ ମୁଖ୍ୟମନ୍ତ୍ରୀ ମାନଙ୍କୁ ଭେଟି ଧନ୍ୟବାଦ ହେବା ସହ ସେମାନଙ୍କ ୧୪ ବର୍ଷର ସଂଘର୍ଷର କାହାଣୀ ବଖାଣିଥିଲେ । ଏହାସହ ମାନ ସରକାର ଜନ ହିତୈସି ବୋଲି କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri