ଦିଲ୍ଲୀରେ ରାଜନାଥଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଦିଲ୍ଲୀରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜନାଥ ସିଂଙ୍କୁ ମହାପ୍ରଭୁ ଜଗନ୍ନାଥଙ୍କ ଏକ ପ୍ରତିମୂର୍ତ୍ତି ଉପହାର ଦେଇଛନ୍ତି। ଦେଶ ଓ ରାଜ୍ୟର ସୁରକ୍ଷା ଏବଂ ବିକାଶ ସମ୍ପର୍କିତ ବିଭିନ୍ନ ଦିଗ ଉପରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି।

ଅନ୍ୟପକ୍ଷେ ମୁଖ୍ୟମନ୍ତ୍ରୀ ଆସନ୍ତା ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପୁରୀ ଆସିବାକୁ ନିମନ୍ତ୍ରଣ କରିଛନ୍ତି। ଏପରିକି ସମସ୍ତ କେନ୍ଦ୍ରମନ୍ତ୍ରୀ, NDA ଶାସିତ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri