ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା ପରେ ସେଠାରୁ ସିଧାସଳଖ ଧନୁଯାତ୍ରା ପଡ଼ିଆକୁ ଯାଇଥିଲେ। ମୁଖ୍ୟମନ୍ତ୍ରୀ ଏକ ସୁସଜ୍ଜିତ ହାତୀ ପିଠିରେ ବସି ମଥୁରା ନଗରୀ ପରିକ୍ରମା କରିଥିଲେ। ହାତୀ ଉପରେ ବସି ମୁଖ୍ୟମନ୍ତ୍ରୀ ମହାରାଜା କଂସଙ୍କ ଦରବାରକୁ ଯାଇଥିଲେ, ଯାହା ସେଠାରେ ଉପସ୍ଥିତ ଦର୍ଶକଙ୍କ ପାଇଁ ଏକ ମୁଖ୍ୟ ଆକର୍ଷଣ ସାଜିଥିଲା।

ସୂଚନାନୁସାରେ, ସନ୍ଧ୍ୟା ୬ଟାରୁ ୭ଟା ୨୫ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ରଙ୍ଗମହଲରେ ଉପସ୍ଥିତ ରହି ଧନୁଯାତ୍ରାର ବିଭିନ୍ନ କାର୍ଯ୍ୟକ୍ରମ ଉପଭୋଗ କରିବେ। ରାତି ୮ଟାରେ ସେ ସ୍ଥାନୀୟ ସର୍କିଟ ହାଉସରେ ପହଞ୍ଚି ସେଠାରେ ରାତ୍ରି ରହଣୀ କରିବାର କାର୍ଯ୍ୟକ୍ରମ ରହିଛି। ବୁଧବାର ମୁଖ୍ୟମନ୍ତ୍ରୀ ବରଗଡ଼ ଜିଲା ସୋହେଲା ବ୍ଲକର ଘେଁସ ଠାରେ ଆୟୋଜିତ ‘ବୀରତା ଦିବସ’ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri