Posted inରାଜ୍ୟ

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ଦଳରେ ସାମିଲ ହୋଇଛନ୍ତି । ପ୍ରଭାତ ଦଳରେ ସାମିଲ ହେବା ପରେ ବିଜେଡିକୁ କଡା କାଉଣ୍ଟର କଲେ ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ପ୍ରଭାତ ବିଶ୍ବାଳ ଭାଜପାରେ ମିଶିବା ବିଜେଡିରେ ଭୂକମ୍ପ ସୃଷ୍ଟି କରିଛି । ୬ ଦିନ ହେଲା ବିଜେଡି ନେତା କଟକରେ ଡେରା ପକାଇଛନ୍ତି । କେହି ଯେମିତି ନ ଯିବେ ସେନେଇ ଚେଷ୍ଟା କରୁଛନ୍ତି । ଯେତେ ବନ୍ଧ ବାନ୍ଧିଲେ ବି କାଠଯୋଡ଼ି ଦେଇ ପାଣି ଭାଜପା କାର୍ଯ୍ୟାଳୟରେ ପଶିଛି । ଲୋକେ ଆଉ ବିଜେଡିକୁ ଚାଁହୁ ନାହାନ୍ତି, ଆମ ସରକାର ଲୋକଙ୍କ ସରକାର । ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟାର ରହସ୍ୟ ଉପରୁ ହଟିଲା ପରଦା, ଭୂକମ୍ପ ନୁହେଁ ଏହି କାରଣ….

କାଠମାଣ୍ଡୁ,୨୮।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଥମେ ଏହାର କାରଣ ଭୂକମ୍ପ ବୋଲି ଆଶଙ୍କା କରାଯାଇଥିଲା। କିନ୍ତୁ ଉପଲବ୍ଧ ବୈଜ୍ଞାନିକ ତଥ୍ୟ ଅନୁସାରେ, ବନ୍ୟାର ତତ୍କାଳୀନ କାରଣ…

ବର୍ଷାରେ ଧସିଲା ପିଡବ୍ଲ୍ୟୁଡି ରାସ୍ତା: ନିମ୍ନମାନର କାମ, ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ

ଭବାନୀପାଟଣା,୨8ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ପୂର୍ତ୍ତ ବିଭାଗ (ପିଡବ୍ଲ୍ୟୁଡି) ବିଭାଗ ରାସ୍ତା କାମରେ ବିଭିନ୍ନ ସମୟରେ ଦୁର୍ନୀତି ହେଉଥିବା ଅଭିଯୋଗ ଆସୁଥିଲେ ମଧ୍ୟ ଏଥିପ୍ରତି ଜିଲା ପ୍ରଶାସନ…

ଘୂର୍ଣ୍ଣିବଳୟ ସକ୍ରିୟ, ୨୯ରେ ଲଘୁଚାପ: ଏହିସବୁ ଜିଲାରେ ବିଜୁଳି-ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୮ା୮(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏବେ ଉପର ବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୯ ତାରିଖ…

ନେପାଳ ବନ୍ୟା; ମୃତ୍ୟୁସଂଖ୍ୟା ୩୯୨କୁ ବୃଦ୍ଧି, ୨୯୦ ଭାରତୀୟ ନିଖୋଜ

ନୂଆଦିଲ୍ଲୀ/କାଠମାଣ୍ଡୁ,୨୮।୮(ପି.ଟି.): ନେପାଳ-ତିବ୍ବତ ସୀମାନ୍ତରେ ସୃଷ୍ଟ ଆକସ୍ମିକ ବନ୍ୟାରେ ସ୍ଥିତି ଅତ୍ୟନ୍ତ ସଙ୍କଟଜନକ ହୋଇପଡ଼ିଛି। ନୂତନ ତଥ୍ୟ ଅନୁଯାୟୀ ମୋଟ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୩୯୨ରେ ପହଞ୍ଚିଛି, ଯେଉଁଥିରୁ…

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri