କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୭ା୧୧: ଓଡ଼ିଶାର ସୁନାମଧନ୍ୟ ତଥା ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କର ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସ (AIIMS) ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି।

ହ୍ୟୁମାନ ସାଗରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, “ତାଙ୍କର ବିୟୋଗ ଆମ ସଙ୍ଗୀତ ଓ ସିନେମା ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛି। ଓଁ ଶାନ୍ତି।”

କିଛିଦିନ ହେବ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା। ସେ ମୁଖ୍ୟତଃ ଲିଭର୍ ଓ କିଡନୀ ଜନିତ ଗୁରୁତର ରୋଗ ସମେତ ଶ୍ୱାସକ୍ରିୟା ଜନିତ ଅସୁବିଧା, ନିମୋନିଆ ଆଦି ରୋଗରେ ପୀଡ଼ିତ ଥିଲେ ଏବଂ ଭେଣ୍ଟିଲେଟରରେ ଥିଲେ।

ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ କଟକର ଏକ ଘରୋଇ ହସ୍ପିଟାଲରୁ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଥିଲା। ତାଙ୍କୁ ରାଜ୍ୟ ବାହାରକୁ ଚିକିତ୍ସା ପାଇଁ ନେବାକୁ ଯୋଜନା ହେବା ପରେ ମୁଖ୍ୟମନ୍ତ୍ରୀ ମଧ୍ୟ ଡାକ୍ତରଙ୍କ ସହ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ଆଲୋଚନା କରିଥିଲେ।

ଓଡ଼ିଆ ଚଳଚ୍ଚିତ୍ର ଓ ଆଲବମ୍‌ରେ ଅନେକ ରୋମାଣ୍ଟିକ୍ ଗୀତ ଗାଇଥିବା ହ୍ୟୁମାନ ସାଗରଙ୍କ ବିୟୋଗରେ ସଙ୍ଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଟୋକୁ ଧକ୍କା ଦେଲା ଅକ୍ଷୟ କୁମାରଙ୍କ ଗାଡି: ମୋଟାଅଙ୍କର କ୍ଷତିପୂରଣ ଦାବି କଲେ ଅଟୋ ଡ୍ରାଇଭରଙ୍କ ଭାଇ!

ମୁମ୍ବାଇ,୨୦।୧: ମୁମ୍ବାଇର ଜୁହୁ ଅଞ୍ଚଳରେ ସୋମବାର ରାତିରେ ବଲିଉଡ ସୁପରଷ୍ଟାର ଅକ୍ଷୟ କୁମାରଙ୍କ ସୁରକ୍ଷା ଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣା ପରେ...

ବଢିଲା ଅଡୁଆ: ଜେଲର, ଅଧୀକ୍ଷକଙ୍କୁ ଏକ୍ସପ୍ଲାନେଶନ ଚିଠି

କଟକ,୨୦।୧: ଚୌଦ୍ୱାର ଜେଲ ପୂର୍ବତନ ଜେଲର ଏବଂ ଅଧୀକ୍ଷକଙ୍କ କଳି ଏବେ ପଦାରେ ପଡିଛି। ଘଟଣାକୁ ନେଇ କ୍ୟାମେରା ଆଗରେ ଉତ୍ତର ରଖିଛନ୍ତି DIG ବୀରେନ...

ଏହି କ୍ରିକେଟର୍‌ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ

ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ...

ଚା’ ବଦଳରେ ସକାଳୁ ଏଥିରୁ ପିଅନ୍ତୁ ଗୋଟିଏ ଗ୍ଲାସ, ଉପକାରିତା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ: ଅଧିକାଂଶ ଭାରତୀୟଙ୍କ ସକାଳ ଗରମ ଚା’ ସହିତ ଆରମ୍ଭ ହୁଏ। ତଥାପି, ଖାଲି ପେଟରେ ଚା ପିଇବା ସ୍ବାସ୍ଥ୍ୟକର ନୁହେଁ। ଯଦି ଆପଣ ଏକ...

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର...

ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହେଲା ନମ୍ବର ବିହୀନ ସ୍କର୍ପିଓ ଗାଡ଼ି, ଘଟଣାସ୍ଥଳରେ ନଥିଲେ କେହି…

ମୋହନା, ୨୦।୧( ମନ୍ମଥ ମିଶ୍ର ): ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହେଲା ନମ୍ବର ବିହୀନ ସ୍କର୍ପିଓ ଗାଡ଼ି। ଗଜପତି ଜିଲା ମୋହନା ଥାନା ଚନ୍ଦ୍ରଗିରି ନିକଟ...

US Tariff:‘ପଦ ଛାଡିବେ ଫ୍ରାନ୍ସ ରାଷ୍ଟ୍ରପତି’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୨୦।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫରାସୀ ମଦ ଏବଂ ସାମ୍ପେନ ଉପରେ ୨୦୦ ପ୍ରତିଶତ ଶୁଳ୍କ ଲାଗୁ କରିବାକୁ ଧମକ ଦେଇଛନ୍ତି। ଫ୍ରାନ୍ସ ରାଷ୍ଟ୍ରପତି...

ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି: ସାମିଲ ହେଲେ ଏସବୁ ନେତା…

ଭୁବନେଶ୍ୱର,୨୦।୧: ବିଜେଡିରେ ହେବ କି ବଡ଼ ପରିବର୍ତ୍ତନ? ବୈଠକ ପରେ ବୈଠକ ବସୁଛି। ଇତି ମଧ୍ୟରେ ମଙ୍ଗଳବାର ପ୍ରମିଳା ମଲ୍ଲିକଙ୍କ ଭୁବନେଶ୍ବର ବାସଭବନରେ ଯାଜପୁର ନେତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri