ମା’ ବିରଜା ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ସାରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୨୫।୧୧: ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତି ପୀଠ। ଓଡିଶାର ଜନସାଧାରଣଙ୍କ  ଧାର୍ମିକ ଓ ଆଧ୍ୟାତ୍ମିକ ଚେତନାରେ ଏହା ଏକ ପ୍ରମୁଖ ତୀର୍ଥ କ୍ଷେତ୍ର । ମହାଭାରତ, ଆଦି ଶଙ୍କରାଚାର୍ଯ୍ୟଙ୍କ ଶକ୍ତି ପୀଠ ସ୍ତବ ଏବଂ ବାମନ ପୁରାଣରେ ମଧ୍ୟ ମା’ ବିରଜାଙ୍କ ସମ୍ପର୍କରେ ବର୍ଣ୍ଣନା ରହିଛି। ନାଭି ଗୟା ଭାବରେ ବିରଜା ପୀଠର ପ୍ରସିଦ୍ଧି ରହିଛି। ମା’ ବିରଜାଙ୍କ ପ୍ରତି ସାରା ଓଡିଶାର ଜନସାଧାରଣଙ୍କ ପ୍ରଗାଢ ଭକ୍ତି ଓ ନିଷ୍ଠା ରହିଛି।
ଏହି ପ୍ରାଚୀନ ପ୍ରସିଦ୍ଧ ଶକ୍ତି ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ। ଏଥିପାଇଁ ମଞ୍ଜୁର କରାଯାଇଥିବା ପ୍ରକଳ୍ପ ଗୁଡିକ ଜାରି ରହିଛି। ଏହା ସହିତ ମନ୍ଦିରର ସର୍ବାଙ୍ଗୀନ ବିକାଶ ପାଇଁ ଆବଶ୍ୟକ ପଡିଲେ ନୂତନ ପ୍ରକଳ୍ପ ମଧ୍ୟ କାର୍ଯ୍ୟକାରୀ କରାଯିବ।
ବିରଜା ମନ୍ଦିର ଓ ପାରିପାର୍ଶ୍ୱିକ ଉନ୍ନୟନ ପାଇଁ ଯେଉଁ ସବୁ ପ୍ରକଳ୍ପ ହାତକୁ ନିଆ ଯାଇଛି, ସେ ସବୁ ପ୍ରକଳ୍ପ ଠିକ୍ ସମୟରେ ସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri