ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଷ୍ଟାଡିୟମ୍‌ରେ ଉପସ୍ଥିତ ରହି ଘଣ୍ଟି ବଜାଇ ମ୍ୟାଚ୍‌କୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି। ସୂଚନା ମୁତାବକ, ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ମ୍ୟାଚ୍ ଉପଭୋଗ କରିବେ।

Image

ମ୍ୟାଚ୍‌ରେ ଟସ୍ ଜିତି ଦକ୍ଷିଣ ଆଫ୍ରିକା ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବାରୁ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିଥିଲା।

Image

ଭାରତୀୟ ଦଳ: ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ଭାରତୀୟ ଦଳ ପଡ଼ିଆକୁ ଓହ୍ଲାଇଛି। ଦଳରେ ଶୁଭମନ ଗିଲ୍ ଫିଟ୍ ହୋଇ ପ୍ଲେଇଂ ଇଲେଭେନକୁ ଫେରିଛନ୍ତି। ତେବେ ସଞ୍ଜୁ ସାମସନ, ହର୍ଷିତ ରାଣା, ୱାଶିଂଟନ ସୁନ୍ଦର ଏବଂ କୁଲଦୀପ ଯାଦବଙ୍କୁ ବାଦ୍ ଦିଆଯାଇଛି।

Image

ଭାରତର ପ୍ଲେଇଂ ଇଲେଭେନ: ଅଭିଷେକ ଶର୍ମା, ଶୁଭମନ ଗିଲ୍, ସୂର୍ଯ୍ୟକୁମାର ଯାଦବ (ଅଧିନାୟକ), ତିଲକ ବର୍ମା, ହାର୍ଦ୍ଦିକ ପାଣ୍ଡ୍ୟା, ଜିତେଶ ଶର୍ମା, ଶିବମ ଦୁବେ, ଅକ୍ଷରପଟେଲ, ଅର୍ଶଦୀପ ସିଂହ, ଜସପ୍ରୀତ ବୁମ୍ରାହ ଓ ବରୁଣ ଚକ୍ରବର୍ତ୍ତୀ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଏସିଆନ ଫୁଟବଲ କନଫେଡେରେଶନର ବଡ଼ ଘୋଷଣା: ଇରାନ ଫିଫା ବିଶ୍ୱକପ୍‌ ଖେଳିବ

କୁଆଲାଲୁମ୍ପୁର,୧୬ା୩: ଆସନ୍ତା ଜୁନରେ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ରେ ଇରାନ ଖେଳିବ। ଏ ନେଇ ଏସିଆନ ଫୁଟବଲ କନଫେଡେରେଶନ (ଏଏଫ୍‌ସି) ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri