କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଗାଁରେ ପରିବାର ଲୋକଙ୍କ ସହ ପାଳିବେ ଦୀପାବଳି

କେନ୍ଦୁଝର,୩୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ କେନ୍ଦୁଝର ଜିଲା ଗସ୍ତରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନରେ ଆସି ରାଇସୁଆଁ ଏୟାର ଷ୍ଟ୍ରିପ୍‌ରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ। ସେଠାରେ ପ୍ରଶାସନ ପକ୍ଷରୁ ତାଙ୍କୁ ଗାର୍ଡ ଅଫ୍‌ ଅନର ଦିଆଯାଇ ସ୍ବାଗତ କରାଯାଇଛି।

ଏହି ଅବସରରେ ଭାଜପା ଜିଲା ସଂଗଠନ ପକ୍ଷରୁ ମଧ୍ୟ ଭବ୍ୟ ସ୍ବାଗତ ପ୍ରଦାନ କରାଯାଇଛି। ସେ ଦୁଇ ଦିନ ଜନ୍ମଗ୍ରାମ ରାଇକଳା ଯାଇ ଆଦିବାସୀଙ୍କ ସ୍ବତନ୍ତ୍ର ସଂସ୍କୃତି ଓ ପରମ୍ପରା ଅନୁଯାୟୀ ଦୀପାବଳି ପାଳିବେ। ଦୀପାବଳିରେ ସୋହରାଇ ପୂଜା କରିଥାନ୍ତି ଆଦିବାସୀ।

ସେହିପରି କୁଡ଼ୁମୀ ସମ୍ପ୍ରଦାୟର ହାତୀ ଲେଖେନ ପର୍ବରେ ସାମିଲ ହେବେ ବୋଲି ତାଙ୍କ ସହିତ ଯାଇଥିବା ଏମ୍‌ପି ଅନନ୍ତ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡିରୁ ଉଠୁନି ଧାନ: ରାସ୍ତାରେ ବସିଲେ ଚାଷୀ

ଲାଞ୍ଜିଗଡ଼,୨୦ା୧(ରମେଶ ଚନ୍ଦ୍ର ନାୟକ):ବାରମ୍ବାର ଅଭିଯୋଗ ସତ୍ତ୍ୱେ ମିଲର୍ସଙ୍କ ମନମାନି ଯୋଗୁ ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ସମବାୟ ସମିତି ମଣ୍ଡିରୁ ଧାନ ଉଠୁନାହିଁ। ଏହାର ପ୍ରତିବାଦରେ ସୋମବାର...

ଏଇ ଭାରତରେ

ଏବେ ବିବାହ ଉତ୍ସବରେ ପରିବେଶ ପ୍ରଦୂଷଣକାରୀ କାର୍ଯ୍ୟ ଦେଖିବାକୁ ମିଳୁଛି। ଖାଦ୍ୟ ନଷ୍ଟ ସହ ଏକକ ବ୍ୟବହାରଯୋଗ୍ୟ ପ୍ଲାଷ୍ଟିକ୍‌ର ବ୍ୟାପକ ବ୍ୟବହାର କରାଯାଉଛି। ହେଲେ ମଧ୍ୟପ୍ରଦେଶରେ...

ବୁଦ୍ଧି ବିସ୍ଫୋଟ

ବିଜ୍ଞାନ ଦୃଷ୍ଟିରେ ୨୦୨୬କୁ ଏକ ଗୁରୁତ୍ୱପୂର୍ଣ୍ଣ ଦୃଷ୍ଟିକୋଣରେ ଦଣ୍ଡାୟମାନ ଥିବାର ଦେଖିବାକୁ ମିଳିଛି। ଏଆଇ ନାମରେ କୃତ୍ରିମ ବୁଦ୍ଧିମତ୍ତା ସମଗ୍ର ବିଶ୍ୱକୁ ବଦଳାଇ ଦେବାର ସାମର୍ଥ୍ୟ...

ଜଳବାୟୁ ବିପଦ ସୂଚକାଙ୍କ ଚେତାବନୀ

ସମ୍ପ୍ରତି ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ବିପଦପୂର୍ଣ୍ଣ ସ୍ତରରେ ପହଞ୍ଚିଛି। ଏହାଦ୍ବାରା ଅନେକ ଅଞ୍ଚଳରେ ଜନସାଧାରଣ ନିଃଶ୍ବାସ ନେବାରେ କଷ୍ଟ ଅନୁଭବ କରୁଛନ୍ତି। ଏହାର...

ବିଡିଓଙ୍କୁ ଶକ୍ତ ଚାପୁଡା ମାରିଥିଲେ ହେମନାଥ, ବାନ୍ଧିଲା ପୋଲିସ

ନୂଆପଡ଼ା,୨୦ା୧ (ମକାରୁ ବେମାଲ):ନୂଆପଡ଼ା ଜିଲା ସଦର ବ୍ଲକ ବିଡିଓ ରୋହିତ ଭୋଇଙ୍କୁ ସୋମବାର ଜଣେ ଯୁବକ ମାଡ଼ ମାରିଥିବା ସଦର ଥାନାରେ ଅଭିଯୋଗ ହୋଇଛି। ଏ...

କୁଲି, ମୂଲିଆଙ୍କ ଦେଶ

ପାଖାପାଖି ୧୫୦ କୋଟି ଲୋକସଂଖ୍ୟା ବିଶିଷ୍ଟ ଭାରତରେ ଯୁବଶକ୍ତିର କେତେ ବେରୋଜଗାର ଅଛନ୍ତି ତାହାର ବାସ୍ତବ ସଂଖ୍ୟା ଜାଣିବା ଅସମ୍ଭବ। ଏଇଥିପାଇଁ ଅସମ୍ଭବ କୁହାଯାଉଛି ଯେ,...

ଶନିଙ୍କ ଗୋଚର ପରେ ଖୋଲିବ ୩ ରାଶିର ଭାଗ୍ୟ, ମିଳିପାରେ ଚାକିରି

ଆଜି ମଙ୍ଗଳବାର, ମାଘ ମାସର ଶୁକ୍ଳ ପକ୍ଷର ଦ୍ୱିତୀୟ ଦିନ। ଦ୍ୱିତୀୟ ତିଥି  ସକାଳ ୨ଟା୪୩ ପର୍ଯ୍ୟନ୍ତ ରହିବ। ସିଦ୍ଧି ଯୋଗ ରାତି ୮ଟା୦୧ ପର୍ଯ୍ୟନ୍ତ...

ବାବୁଙ୍କ ଦକ୍ଷତା ମାପିବେ ସରକାର: ତହସିଲଦାରଙ୍କ ପାଇଁ ଆସିବ ର଼୍ୟାଙ୍କିଙ୍ଗ ବ୍ୟବସ୍ଥା

ଭୁବନେଶ୍ୱର,୨୦।୧ (ରବିନାରାୟଣ ଜେନା):ରାଜ୍ୟବାସୀଙ୍କୁ କିଭଳି ହାତ ପାଆନ୍ତାରେ ରାଜସ୍ବ ସେବା ମିଳିବ ତାକୁ ନେଇ ଗତ ୧୮ମାସ ମଧ୍ୟରେ ରାଜସ୍ବ ବିଭାଗ ପକ୍ଷରୁ ନିର୍ଦ୍ଦିଷ୍ଟ ସମୟସୀମା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri