ପ୍ରମୋଦ ଭଗତଙ୍କୁ ୨କୋଟି ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର ,୨୭।୧୦ : ଏସୀୟ ପାରା କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ପ୍ରମୋଦ ଭଗତ। ରାଜ୍ୟ ପାଇଁ ଗର୍ବ ଆଣିଥିବା ପ୍ରମୋଦଙ୍କୁ ୨ କୋଟି ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବ୍ୟାଡମିଣ୍ଟନ ସିଙ୍ଗଲ୍ସରେଲ୍ସ ନୀତେଶ କୁମାରଙ୍କୁ ପରାସ୍ତ କରି ଗୋଲ୍ଡ ମେଡାଲ ଜିତିଛନ୍ତି ପ୍ରମୋଦ । ଏଥିସହିତ ଏହି ଏସୀୟ କ୍ରୀଡାରେ ଭାରତ ଆଜି ସୁଦ୍ଧା ୨୫ଟି ସ୍ବର୍ଣ୍ଣ, ୨୯ଟି ରୌପ୍ୟ ଏବଂ ୪୪ଟି ବ୍ରୋଞ୍ଜ ପଦକ ଜିତି ରେକର୍ଡ ସଂଖ୍ୟକ ୯୯ଟି ପଦକ ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

ଘରେ ତାଲା ଭାଙ୍ଗି ଗହଣା ଲୁଟ୍‌

ଡେରାବିଶ, ୨୬।୯ (ବାର୍ତ୍ତାଦାତା ଅଜୟ ଦାସ): ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଛୋଟୀ ପଞ୍ଚାୟତର ଛୋଟୀ ଗ୍ରାମରେ ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶୁକ୍ରବାର ବିଳମ୍ବିତ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

କବାଡ଼ିରେ ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣ

ନାଗୋୟା,୨୬।୯: ମହିଳା ପରେ ଭାରତୀୟ ପୁରୁଷ କବାଡ଼ି ଦଳ ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ଇରାନକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ଏକ କଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?