ପିପିଲିର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ଭେଟି, ଘୋଷଣା କଲେ ୬୭.୬୮ କୋଟିର ପ୍ୟାକେଜ

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନଫରେନ୍ସିଂ ଜରିଆରେ ପିପିଲି ଓ ଡେଲାଙ୍ଗ ଅଞ୍ଚଳର ଲୋକଙ୍କ ସହ ଆଲୋଚନା କରିଛନ୍ତି। ସେମାନଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହେବା ସହ ସୁଖଦୁଃଖ ପଚାରି ବୁଝିଛନ୍ତି ।
ମୁଖ୍ୟମନ୍ତ୍ରୀ ଉକ୍ତ ୨ ଅଞ୍ଚଳ ପାଇଁ ୬୭.୬୮ କୋଟି ଟଙ୍କାର ପ୍ୟାକେଜ୍‌ ମଧ୍ୟ ଘୋଷଣା କରିଛନ୍ତି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗରିବ ଲୋକଙ୍କ ମୁହଁର ହସ ମୋତେ ସବୁଠୁ ବେଶୀ ସନ୍ତୋଷ ଦିଏ । ଲକ୍‌ଡାଉନରେ କରୋନାକୁ ନ ଡରି ଚାଷୀ ଭାଇମାନେ ଚାଷ କରୁଥିଲେ । ସେମାନଙ୍କ ପରିଶ୍ରମ ଦେଶର ଅର୍ଥନୀତିକୁ ବଞ୍ଚାଇ ରଖିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କ ଅବଦାନକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି । କରୋନାର ଭୟ ଏବେ ବି ରହିଥିବା ନେଇ ସେ ସତର୍କ କରିଛନ୍ତି। କରୋନା ନିୟମ ମାନି ଚଳିବାକୁ ମୁଖ୍ୟମନ୍ତ୍ରୀ ଲୋକଙ୍କୁ ନିବେଦନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା: ଖସାଇଲା ଡ୍ରୋନ୍‌

ଓ୍ବାଶିଂଟନ୍‌,୨୮।୫: ଆମେରିକୀୟ ସେନା ପୁଣି ଥରେ ଇରାନରେ ବଡ଼ ଧରଣର ସାମରିକ ଆକ୍ରମଣ କରିଛି। ଆମେରିକୀୟ ଅଧିକାରୀଙ୍କ ଅନୁଯାୟୀ, ଏହି ରାତାରାତି ଆକ୍ରମଣ ସେହି ସାମରିକ ଘାଟିଗୁଡ଼ିକୁ…

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ…

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri