Posted inରାଜ୍ୟ

Video: ନିର୍ବାଚନ ପୂର୍ବରୁ ନୂଆ ରୂପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଲୋକଙ୍କୁ କଲ୍ କରି ବିଭିନ୍ନ କାର୍ଯ୍ୟର କରୁଛନ୍ତି ସମୀକ୍ଷା

ଭୁବନେଶ୍ୱର, ୫।୪: ଆସନ୍ତା ସାଧାରଣ ନିର୍ବାଚନ ପୂର୍ବରୁ ନୂଆ ରୂପରେ ନଜର ଆସିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକଙ୍କୁ ସିଧାସଳଖ କଲ୍ କରି ବିଭିନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରୁଛନ୍ତି। ନିର୍ବାଚନ ତାରିଖ ଘୋଷଣା ହେବାର ପ୍ରାୟ ଏକ ବର୍ଷ ପୂର୍ବରୁ ରାଜ୍ୟ ସରକାର ସମସ୍ତ ଜିଲାର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ପାଇଁ ପାଣ୍ଠି ଘୋଷଣା କରିବା ସହ ସ୍ଥାନୀୟ କାମ ପାଇଁ ମଧ୍ୟ ଟଙ୍କା ଆବଣ୍ଟନ କରିଛନ୍ତି। ଯେଉଁ କାର୍ଯ୍ୟର ଅଗ୍ରଗତି ଏବେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରୁଛନ୍ତି।

କରୋନା ମହାମାରୀ ସମୟରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିଥିଲା। ଯାହା ଦ୍ୱାରା ଲୋକମାନଙ୍କର ଅଭିଯୋଗ ଶୁଣାଣି ହୋଇ ପରି ନ ଥିଲା। ଏହାପରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ବର୍ତ୍ତମାନ ନବୀନ ଓଡ଼ିଶା ଏବଂ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସମସ୍ତ ଜିଲା ଗସ୍ତ କରି ଲୋକ ମାନଙ୍କର ଅଭିଯୋଗ ପତ୍ର ଆଣି ପରେ ପାଣ୍ଠି ଘୋଷଣା କରିଥିଲେ।

ଏବେ ମୁଖ୍ୟମନ୍ତ୍ରୀ ଏହି ସବୁ କାର୍ଯ୍ୟର ସମୀକ୍ଷା କରୁଛନ୍ତି। ତେବେ ଲୋକମାନଙ୍କୁ ସିଧାସଳଖ ଫୋନ୍ କଲ୍ କରି ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିବା ପ୍ରଥମ ଥର ଦେଖିବାକୁ ମିଳୁଛି। ଯାହା ସାଧାରଣ ଲୋକମାନଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍‌ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ…

ନବରଙ୍ଗପୁର ଜିଲାପାଳଙ୍କ ବଡ଼ ଘୋଷଣା: ସରକାରୀ ଅଧିକାରୀଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ…

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

୩୮୦ କୋଟିର ଗଡ଼ବଡ଼ ଅଭିଯୋଗ ଆଣିଲା CJP , ତଦନ୍ତ ଦାବି: ଓଡ଼ିଶା ସରକାର ଛାନିଆ!

ଭୁବନେଶ୍ୱର,୨୨।୯: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ତ୍ରୁଟି ଓ ଛପା-ବଣ୍ଟନକୁ ନେଇ ବିବାଦ ମଧ୍ୟରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କକରୋଚ ଜନତା ପାର୍ଟି (CJP)। ଦଳର ସହ-ସଂଯୋଜକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?