କ୍ୟାପିଟାଲ ହସ୍ପିଟାଲରେ ଆରମ୍ଭ ହେଲା ପ୍ଲାଜମା ବ୍ୟାଙ୍କ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ପ୍ଲାଜମା ଚିକିତ୍ସା ନୂଆ ଆଶା ସଞ୍ଚାର କରିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଦ୍ୱିତୀୟ ପ୍ଲାଜମା ବ୍ୟାଙ୍କର ଶୁଭାରମ୍ଭ କରିଛନ୍ତି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଭିଡିଓ କନ୍‌ଫରେନ୍ସିଂରେ ଉଦ୍‌ଘାଟନ କରିଛନ୍ତି। ପୂର୍ବରୁ ଜୁଲାଇ ୧୫ ତାରିଖରେ କଟକ ଏସ୍‌ସିବିରେ ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟିତ ହୋଇସାରିଛି। ତେବେ ବୁଧବାର ରାଉରକେଲା ଆଇଜିଏଚ୍‌ରେ ଏବଂ ପରେ ବ୍ରହ୍ମପୁର ଓ ବୁର୍ଲାରେ ମଧ୍ୟ ପ୍ଲାଜମା ବ୍ୟାଙ୍କର ଉଦ୍‌ଘାଟନ ହେବ ବୋଲି ଜଣାପଡ଼ିଛି। ଏହି କାର୍ଯ୍ୟକ୍ରମରେ ଅବସରରେ ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ସଚିବ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ରାମଚଣ୍ଡୀଙ୍କ ସାମ୍ନାରେ ରଡ଼ ନିଆଁରେ ଚାଲିଲେ ସେବକ: ୭ଥର ପରେ ଘଟିଲା…

ମହାକାଳପଡ଼ା,୧୫ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ପୀଠରେ ଝାମୁଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୋର ସାଢ଼େ ଚାରିଟାରୁ ମନ୍ଦିର…

ଧର୍ମ ପରିବର୍ତ୍ତନ କରିଥିବାରୁ ସତ୍କାର ପାଇଁ ଶ୍ମଶାନରେ ମିଳିଲାନି ଜାଗା: ଶେଷରେ…

ରାଇଘର/ଉମରକୋଟ, ୧୫।୪ (କିରଣ ପଟ୍ଟନାୟକ/ ସନ୍ତୋଷ ଶତପଥୀ): ମୂଳ ଧର୍ମ ଛାଡ଼ି ଅନ୍ୟ ଧର୍ମ ଗ୍ରହଣ କରିଥିବାରୁ ଗାଁ ଶ୍ମଶାନରେ ସତ୍କାର ପାଇଁ ଶବକୁ ମିଳୁନାହିଁ ସ୍ଥାନ…

ସମୁଦ୍ରରେ ମାଛ ଧରିବା ନିଷେଧ: ଏତିକି ଦିନ ଯାଏ କଟକଣା ଲାଗୁ କଲେ ସରକାର

ଛତ୍ରପୁର,୧୫।୪(ଦିଲ୍ଲୀପ ସାମଲ ): ଆଜିଠୁ ଜୁନ ୧୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରରେ ମାଛ ଧରିବା ନିଷେଧ। ଏନେଇ ମତ୍ସ୍ୟ ବିଭାଗ ପକ୍ଷରୁ କଟକଣା ଜାରି ହୋଇଛି…

ଡବେରୀ ଜଳ ସମସ୍ୟାର ହେବ ସମାଧାନ: ପଦକ୍ଷେପ ନେଲା ପ୍ରଶାସନ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଡବେରୀରେ ଜଳ ସମସ୍ୟାର ସମାଧାନ ପାଇଁ ବ୍ଲକ ପ୍ରଶାସନ ପଦକ୍ଷେପ ନେଇଛି। ପ୍ରଥମ ପର୍ଯ୍ୟାୟରେ ଜଳ ଅଭାବ ସ୍ଥାନରେ…

ଶିଶୁପୁତ୍ର ଜନ୍ମଦେଲେ ୧୪ ବର୍ଷୀୟ ବାଳିକା: ବାପା-ମା’ଙ୍କୁ ନେଇ ପୀଡ଼ିତା ଯାହା କହିଲେ, ଗୋଡ଼ ତଳୁ ଖସିଯିବ ମାଟି

ଡେରାଡୁନ,୧୫।୪: ଉତ୍ତରାଖଣ୍ଡର ପିଥୋରାଗଡ଼ର ଜିଲା ହସ୍ପିଟାଲରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୧୪ ବର୍ଷୀୟା ଝିଅ ଶିଶୁକୁ ଜନ୍ମ ଦେଇଛନ୍ତି। ଏହାପରେ ନବଜାତ ଶିଶୁର…

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…

ହଙ୍ଗେରୀ: ସମ୍ମାନ ଓ ସ୍ବାଧୀନତା

କେନ୍ଦ୍ରୀୟ ୟୁରୋପୀୟ ରାଷ୍ଟ୍ର ହଙ୍ଗେରୀ ଦୀର୍ଘ ୧୬ ବର୍ଷ ପରେ ନୂଆ ଶାସକ ଦେଖିବାକୁ ଯାଉଛି। ଉଗ୍ର ଦକ୍ଷିଣପନ୍ଥୀ ରାଜନୀତି ଚଳାଇ ଆସିଥିବା ଭିକ୍ଟର ଓର୍ବାନ୍‌ଙ୍କୁ ଦେଶବାସୀ…

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri