ସ୍ଥିତି ନିୟନ୍ତ୍ରଣାଧୀନ, ଭୟଭୀତ ନ ହେବାକୁ ପରାମର୍ଶ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍ଫରେନ୍ସିଂ ଜରିଆରେ କୋଭିଡ-୧୯ ସ୍ଥିତିର ସମୀକ୍ଷା କରିଛନ୍ତି। ରାଜ୍ୟରେ ବର୍ତ୍ତମାନ ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ରହିଛି। ତେଣୁ ଭୟଭୀତ ନ ହୋଇ କୋଭିଡର ସମସ୍ତ କଟକଣାକୁ ପାଳନ କରିବା ପାଇଁ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ।

ଜନସାଧାରଣଙ୍କ ଜୀବନ ଜୀବିକାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କୋଭିଡ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେଇଛନ୍ତି। ଜନସାଧାରଣଙ୍କ ସହଯୋଗ ମିଳିଲେ, ଜୀବନ ଜୀବିକାକୁ ପ୍ରଭାବିତ ନ କରି ଆମେ ପରିସ୍ଥିତିର ମୁକାବିଲା କରିପାରିବା।

ତୃତୀୟ ଲହରରେ ବର୍ତ୍ତମାନ ପର୍ଯ୍ୟନ୍ତ କୋଭିଡ୍‌ ପରିଚାଳନା ଠିକ ରହିଛି । ଗତ କିଛି ଦିନ ମଧ୍ୟରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ପ୍ରାୟତଃ ସ୍ଥିର ରହିଛି । ଦେଶର ବଡ଼ ବଡ଼ ସହରରେ ସକ୍ରିୟ ମାମଲା କମିବା ଆରମ୍ଭ ହେଲାଣି । ରୋଗୀମାନଙ୍କ ଲକ୍ଷଣ ସାମାନ୍ୟ ରହୁଛି। ଖୁବ କମ ରୋଗୀଙ୍କୁ ହସ୍ପିଟାଲ ଯିବାକୁ ପଡ଼ୁଛି । ଏ ସବୁ ସୂଚନା ଉତ୍ସାହପ୍ରଦ ହେଲେ ମଧ୍ୟ ଆମ ସମସ୍ତଙ୍କୁ ସଂପୂର୍ଣ୍ଣ ସତର୍କ ଓ ପ୍ରସ୍ତୁତ ରହିବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri