ମଙ୍ଗଳବାର ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାରଠୁ ମୁମ୍ବାଇ ଗସ୍ତରେ ଯିବେ। ଆସନ୍ତା ୧୪ରେ ମୁମ୍ବାଇରେ ଅନୁଷ୍ଠିତ ହେବାକୁ ଥିବା ଓଡ଼ିଶା ଇନଭେଷ୍ଟର୍ସ ମିଟ୍‌ରେ ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ସମେତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଶିଳ୍ପ ସଚିବ ହେମନ୍ତ ଶର୍ମା ମଧ୍ୟ ଉପସ୍ଥିତ ରହିବେ ।ଏହା ପରେ ୧୫ରେ ଓଡ଼ିଶା ଫେରିବେ ବୋଲି ଜଣାପଡିଛି।

ଚଳିତ ବର୍ଷ ନଭେମ୍ବର ୩୦ ତାରିଖରୁ ଡିସେମ୍ବର ୪ ଯାଏ ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ-୨୦୨୨ ହେବାକୁ ଯାଉଛି । ଏହି ସମ୍ମିଳନୀକୁ ନିବେଶକଙ୍କୁ ନିମନ୍ତ୍ରଣ କରିବା ସହ ରାଜ୍ୟରେ ଥିବା ପୁଞ୍ଜିନିବେଶ ସୁଯୋଗର ପ୍ରଚାର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ଏହି ଗସ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଅନ୍ତିମ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ

ପାରଳାଖେମୁଣ୍ଡି,୨୪ା୨(ଡି.ଏନ୍‌.ଏ.): ଆଜି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ l ପଞ୍ଚମ ପର୍ଯ୍ୟାୟରେ ଗଜପତି ଜିଲାର ଗୋଷାଣୀ ବ୍ଲକର ଦୁଇଟି...

ଅର୍ଥ ବିଭାଗରେ ଅଦଳବଦଳ

ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ଅଧୀନରେ କାର୍ଯ୍ୟରତ ଓଡ଼ିଶା ଟ୍ୟାକ୍ସେସନ୍‌ ଏଣ୍ଡ ଆକାଉଣ୍ଟସ୍‌ ସର୍ଭିସ-୨ର ୫୪ ଜଣ ଅଧିକାରୀଙ୍କୁ ଅଦଳବଦଳ କରାଯାଇଛି। ଏ...

ପୁନରୁଦ୍ଧାର ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ, ୨୫।୫: ବାତ୍ୟା ‘ୟାସ୍‌’ ମୁକାବିଲା ଲାଗି ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଏଡ଼ିଜି) ଯଶୱନ୍ତ ଜେଠୱା ସୋମବାର ବାଲେଶ୍ୱର ଓ ଭଦ୍ରକ ଜିଲା...

ଓଡ଼ିଶାରୁ ସର୍ବାଧିକ କୋଇଲା ସେସ୍‌ ସଂଗୃହୀତ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଖଣି ଥିବା ରାଜ୍ୟରୁ ସ୍ବତନ୍ତ୍ର ଟିକସ ଆଦାୟ ହୋଇଥାଏ। ଏହି ଟିକସ ଦେଶର ଅର୍ଥନୀତିକୁ ସମୃଦ୍ଧ କରିଥାଏ। ହେଲେ ଖଣି ଥିବା ରାଜ୍ୟର ସେପରି...

ଏମ୍ସର ଅବାନ୍ତର ନିଷ୍ପତ୍ତି

ଭୁବନେଶ୍ୱର, ୨୧।୨(ବ୍ୟୁରୋ):ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ର ସମସ୍ତ କର୍ମଚାରୀ ଓ ଫାକଲ୍ଟି ଏଣିକି ହିନ୍ଦୀ ଭାଷାରେ କାଗଜପତ୍ରରେ ଦସ୍ତଖତ କରିବା ସହ ବିଭିନ୍ନ ରେକର୍ଡ...

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ

ବାସୁଦେବପୁର,୨୮ା୧୨(ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ସୁଗୋ ଓ ପଦ୍ମପୁର ପଞ୍ଚାୟତର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସୋମବାର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ସମୀକ୍ଷା କରିଛନ୍ତି।...

ବନ୍ୟପ୍ରାଣୀ ବୋର୍ଡ ପୁନର୍ଗଠିତ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ରାଜ୍ୟ ବନ୍ୟପ୍ରାଣୀ ବୋର୍ଡ ମଙ୍ଗଳବାର ପୁନର୍ଗଠିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଅଧ୍ୟକ୍ଷ ଥିବାବେଳେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ...

ଜୟପୁରରେ ପ୍ରତିଷ୍ଠା ହେବ ସ୍ବତନ୍ତ୍ର ଜେଲ

ଜୟପୁର,୮ା୮(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରରେ ସ୍ବତନ୍ତ୍ର ଜେଲ ପ୍ରତିଷ୍ଠା ଦାବି ଦୀର୍ଘଦିନରୁ ହୋଇଆସୁଛି। ଏଥିପାଇଁ ଜେଲ ଏଡିଜି ମହେନ୍ଦ୍ର ପ୍ରତାପ ଗତ ୫ ତାରିଖରେ ଜେଲ୍‌...

Advertisement
Archives

Model This Week