ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୮।୨: ପୁରୀ ଶ୍ରୀମନ୍ଦିରରେ ସୋମବାର ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କରୋନା ମହାମାରୀ ପରେ ମୁଖ୍ୟମନ୍ତ୍ରୀ ପ୍ରଥମ ଥର ପାଇଁ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଶ୍ରୀଜିଉଙ୍କୁ ଦର୍ଶନ ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, କୋଭିଡ୍‌ ମହାମାରୀ ପରେ ପ୍ରଥମ ଥର ପାଇଁ ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ନେଲି। ଶ୍ରୀମନ୍ଦିର ବିକାଶରେ ଜଡିତ ସମସ୍ତଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ।
ପୁରୀ ଗସ୍ତରେ ଯିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଥିଲେ, କୋଭିଡ୍‌ କଟକଣା ମଧ୍ୟରେ ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିର ଖୋଲିବା ପରେ ପୁରୀ ଗସ୍ତ ପରି ମହାପ୍ରଭୁଙ୍କ ଦର୍ଶନ କରିବାକୁ ନେଇ ମୁଁ ଉତ୍ସାହିତ। ସବୁ ତାଙ୍କରି ଇଚ୍ଛା। ଜୟ ଜଗନ୍ନାଥ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ଯୋଗାଇବାକୁ ବାଧ୍ୟ କରୁଥିଲେ ଆର୍ମଡ ଡିସିପି

ଭୁବନେଶ୍ୱର,୬।୪(ବ୍ୟୁରୋ): ଝିଅ ଯୋଗାଇବାକୁ ମୋ ସ୍ବାମୀଙ୍କୁ ବାଧ୍ୟ କରୁଥିଲେ ଓଏସ୍‌ଏପି ଡିସିପି ବିଜୟ କୁମାର ସାହୁ। ଏଥିପାଇଁ ତାଙ୍କୁ ମାନସିକ ଚାପ ମଧ୍ୟ ପକାଉଥିଲେ। ଝିଅ...

ବିଳମ୍ବିତ ହେଉଛି ବିକାଶ

ବଇଣ୍ଡା,୧୯ା୭:  ବିକାଶର ମାର୍ଗ ବା ରାଜପଥ ପ୍ରଶସ୍ତ ହେବ। ସେଥିପାଇଁ ୩ ବର୍ଷ ତଳୁ କ୍ଷେତ୍ର ପ୍ରସ୍ତୁତ କରାଗଲା। ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା...

ଚୋରି ବାଇକ୍‌ ଜବତ, ୨ ଗିରଫ

ବଡ଼ବିଲ,୧।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ମୃଣାଳ କଲୋନୀରୁ ଗତ ରବିବାର ପୂର୍ବାହ୍ନରେ ଚୋରି ହୋଇଥିବା ଏକ ବାଇକ୍‌କୁ ପୋଲିସ ଜବତ କରିବା ସହ...

ନଦୀ କୂଳରେ ଥାଇ ମଧ୍ୟ ପାଣି ପାଇଁ ହନ୍ତସନ୍ତ

ଗୁଡଭେଲା,୨ା୫(ଡି.ଏନ.ଏ.): ତୁଷୁରା ସହରଟି ନଦୀ କୂଳରେ ଥାଇ ମଧ୍ୟ ପିଇବା ପାଇଁ ସହରବାସୀ ହନ୍ତସନ୍ତ ହେଉଛନ୍ତି। ସହରକୁ ସ୍ଥାନୀୟ ସୋନଗଡ ନଦୀରୁ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ...

ଦ୍ରୌପଦୀଙ୍କୁ ପ୍ରାର୍ଥୀ କରି ଓଡ଼ିଶାକୁ ଭଲ ପାଇବାର ଶ୍ରେଷ୍ଠ ଉଦାହରଣ ଦେଇଛନ୍ତି ମୋଦି: ଭାଜପା

ଭୁବନେଶ୍ୱର,୨୨।୬(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନରେ ଓଡ଼ିଶାକୁ ବାରମ୍ବାର ସମ୍ମାନିତ କରାଯାଇଛି। ଏବେ ଓଡ଼ିଶାର ଜଣେ ଆଦିବାସୀ ମହିଳାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରି ମୋଦି ସରକାର...

ପଶ୍ଚିମ ଓଡ଼ିଶା ଛଟପଟ: ୪୦ ଡିଗ୍ରୀରେ ଜଳୁଛି ୧୦ ସହର

ଭୁବନେଶ୍ୱର,୨୫।୫(ବ୍ୟୁରୋ): ତାତିରୁ ମିଳୁନି ତ୍ରାହି। ଝାଞ୍ଜି ପବନରେ ଅସ୍ତବ୍ୟସ୍ତ ସାରା ରାଜ୍ୟ। ବିଶେଷକରି ପଶ୍ଚିମ ଓଡ଼ିଶା ତାତିରେ ଛଟପଟ ହେଉଛି। ଯଦିଓ ରାଜ୍ୟର କେତେକ ଅଞ୍ଚଳରେ...

ଆଜି ଗର୍ଭଗୃହ ଯାଞ୍ଚ କରିବେ ବିଶେଷଜ୍ଞ

ପୁରୀ ଅଫିସ,୬ା୭: ଘୋଷଯାତ୍ରାରେ ଯାଇ ଏବେ ଆଡ଼ପମଣ୍ଡପରେ ମହାପ୍ରଭୁ। ନଅଦିନ ବ୍ୟାପୀ ଜନ୍ମବେଦିରେ ଅବସ୍ଥାନ କରିବେ। ଏହି ସମୟ ମଧ୍ୟରେ ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ କରାଯିବ।...

ଡେଙ୍ଗୁରା ପିଟି ଚେତାବନୀ

ଅନୁଗୋଳ ଅଫିସ, ୧୪।୪-ଗଁ।କୁ ବାହାର ଲୋକ ଆସିଲେ ସ୍କୁଲ ଘରେ ହୋଇଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିବାକୁ ହେବ। ନଚେତ ୨ ହଜାର ଟଙ୍କା ଜରିମାନା ଆଦାୟ...

Advertisement
Archives

Model This Week