ଏନ୍‌ଇଇଟି ଓ ଜେଇଇ ପରୀକ୍ଷା ଘୁଞ୍ଚାଇବାକୁ ନବୀନଙ୍କ ଦାବି: କେନ୍ଦ୍ରକୁ ଲେଖିଲେ ଚିଠି

ଭୁବନେଶ୍ୱର, ୨୫।୮(ବ୍ୟୁରୋ): ଏନ୍‌ଇଇଟି ଓ ଜେଇଇ ପରୀକ୍ଷା ଘୁଞ୍ଚାଇବାକୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ପରୀକ୍ଷା ଘୁଞ୍ଚାଇବାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ସେ ଅନୁରୋଧ କରିଛନ୍ତି। କରୋନା ଯୋଗୁ ପରୀକ୍ଷା କେନ୍ଦ୍ରକୁ ଯାଇ ପରୀକ୍ଷା ଦେବା ଛାତ୍ରୀଛାତ୍ରଙ୍କ ପାଇଁ ନିରାପଦ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଚିଠିରେ ଲେଖିଛନ୍ତି।
ଆହୁରି ମଧ୍ୟ ସେ ଲେଖିଛନ୍ତି, ବିଭିନ୍ନ ସ୍ଥାନରେ ଶଟ୍‌ଡାଉନ୍‌ ଓ ଲକ୍‌ଡାଉନ ଯାରି ରହିଥିବା ଯୋଗୁ ଯାତାୟାତରେ ସମସ୍ୟା ସୃଷ୍ଟି ହେବ। ଓଡ଼ିଶାର ଆଦିବାସୀ ଅଞ୍ଚଳର ପିଲାଙ୍କ ଲାଗି ପରୀକ୍ଷା ଦେବାରେ ବି ସମସ୍ୟା ହେବ। ଦୁର୍ଗମ ଅଞ୍ଚଳରୁ ଯାଇ ଦୂରରେ ପରୀକ୍ଷା ଦେବାରେ ସେମାନଙ୍କ ପାଇଁ ଅସୁବିଧା ହେବ।
ଏଥିସହ ଓଡ଼ିଶାର ସମସ୍ତ ୩୦ଟି ଜିଲାରେ ପରୀକ୍ଷା କେନ୍ଦ୍ର କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ୩୦ଟି ଜିଲାରେ ପରୀକ୍ଷା କେନ୍ଦ୍ର ହେଲେ ପିଲାମାନେ ୨/୩ ଘଣ୍ଟାରେ ଯାଇ ଫେରି ପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀଙ୍କ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: ଓଡିଶାବାସୀଙ୍କ କଲେ ମଙ୍ଗଳକାମନା,ମନ୍ଦିରର ପୂର୍ଣ୍ଣାଙ୍ଗ ବିକାଶ ପାଇଁ…

ପୁରୁଷୋତ୍ତମପୁର, ୨୮।୭(ସବିତା ମିଶ୍ର): ରାଜ୍ୟ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ମଙ୍ଗଳବାର ରାତ୍ରିରେ ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଆରାଧ୍ୟାଦେବୀ ମା’…

ରେମାଳ ନଦୀର ପ୍ରଖର ସୁଅରେ ଭାସିଗଲେ ଯୁବତୀ: ମିଳୁନି ପତ୍ତା, କେଶଦୁରାପାଳ ଗାଁରେ ଶୋକାକୂଳ…

ଆନନ୍ଦପୁର, ୨୮।୭(ସୁଶାନ୍ତ କୁମାର ସାହୁ): ଲଗାଣ ବର୍ଷା ଯୋଗୁ ଫୁଲିଉଠିଥିବା ରେମାଳ ନଦୀରେ ଭାସିଯାଇ ଜଣେ ୨୫ ବର୍ଷୀୟା ଯୁବତୀ ନିଖୋଜ ହୋଇଯାଇଛନ୍ତି। ଘସିପୁରା ବ୍ଲକ୍ ଅନ୍ତର୍ଗତ…

ଲଗାଣ ବର୍ଷା ଯୋଗୁ ଭୁଶୁଡ଼ି ପଡ଼ିଲା ମାଟି କାନ୍ଥ, ଚାଲିଗଲା ୩ ବର୍ଷର ଶିଶୁପୁତ୍ର ଜୀବନ,ଶୋକାକୂଳ…

ରିଆମାଳ, ୨୮।୭(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ କଂସର ଫାଣ୍ଡି ଦୁଧିଆନାଳି ଗ୍ରାମପଞ୍ଚାୟତର ବେଲମୁଣ୍ଡା ଗ୍ରାମରେ ଲଗାଣ ବର୍ଷା ଯୋଗୁ ଘରର କାନ୍ଥ ପଡ଼ି…

ବୁଧବାର ବରଗଡ଼ରେ ସ୍କୁଲ ଛୁଟି, ଜିଲା ଶିକ୍ଷା ବିଭାଗର ଘୋଷଣା:

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ)- ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ବରଗଡ଼ ଜିଲାର ସମସ୍ତ ସ୍କୁଲକୁ ଆସନ୍ତାକାଲି ଅର୍ଥାତ୍ ବୁଧବାର ବନ୍ଦ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି…

ବଢୁଛି ବୈତରଣୀ ଜଳସ୍ତର: ବନ୍ୟା ଆଶଙ୍କାରେ ହାଟଡିହୀର ୯ ପଞ୍ଚାୟତବାସୀ, ସ୍ଥାନାନ୍ତର ହେଲେଣି…

ହାଟଡିହୀ/ଛେନାପଦୀ,୨୮।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିବା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବୈତରଣୀ ନଦୀର ଜଳସ୍ତର…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଛାତ୍ର ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ଗିରଫ ଛାତ୍ରଙ୍କୁ ମୁକ୍ତ କର…

ନୂଆଦିଲ୍‌ଲୀ,୨୮।୭: ମଙ୍ଗଳବାର, ସୁପ୍ରିମକୋର୍ଟ ଛାତ୍ର ପ୍ରଦର୍ଶନରେ ସାମିଲ ଥିବା ପ୍ରତିବାଦକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଭିନ୍ନ ଆବେଦନର ଶୁଣାଣି ସମୟରେ, କୋର୍ଟ କହିଛନ୍ତି ଯେ ଦିଲ୍ଲୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri