ସମ୍ବଲପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ: ‘ବବିଙ୍କୁ ଭୋଟ ଦେଇ ସେବା କରିବାର ସୁଯୋଗ ଦେବେ’

ଭୁବନେଶ୍ବର,୨୨।୫: ରାଜ୍ୟରେ ତୃତୀୟ ପର୍ଯ୍ୟୟ ମତାଦାନକୁ ଆଉ ଖୁବ କମ୍‌ ଦିନ ବାକି ରହିଛି। ୨୫ ତାରିଖରେ ହେବାକୁ ଥିବା ଏହି ନିର୍ବାଚନରେ ଢେଙ୍କାନାଳ, କେନ୍ଦୁଝର, କଟକ, ପୁରୀ, ଭୁବନେଶ୍ବର ଓ ସମ୍ବଲପୁର ସମେତ ୬ ଲୋକ ସଭା ଆସନରେ ମତଦାନ ହେବ। ଏସବୁ ମଧ୍ୟରେ ସମସ୍ତ ଦଳ ପକ୍ଷରୁ ନିର୍ବାଚନ ପ୍ରଚାରକୁ ଜୋରଦାର କରାଯାଉଛି। ସମ୍ବଲପୁର ଲୋକ ସଭା ଆସନରେ ବିଜେଡି ଏମ୍‌ପି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କୁ ଭୋଟ ଦେବାକୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିବେଦନ କରିଛନ୍ତି। ସମ୍ବଲପୁରୀ ଭାଷାରେ ସମ୍ବଲପୁର ଲୋକଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା ଜାରି କରି ନବୀନ ପଟ୍ଟନାୟକ ବହୁ ସଂଖ୍ୟାରେ ଭୋଟ ଦେବାକୁ ଅନୁରୋଧ କରିଛନ୍ତି।

ବିଜେଡି ସୁପ୍ରିମୋ କହିଛନ୍ତି ‘ମା’ ସମଲାଇ ମନ୍ଦିର ରୂପାନ୍ତରୀକରଣରେ ବବି ବାବୁଙ୍କର ଅବଦାନ ରହିଛି। ଏବେ ତାଙ୍କୁ ମା’ ସମଲେଇ ସେହି ଅଞ୍ଚଳର ସେବା କରିବା ଲାଗି ସୁଯୋଗ ଦେଇଛନ୍ତି। ସେ ଆପଣଙ୍କ ସହ ସବୁବେଳେ ରହିବେ। ସମ୍ବଲପୁରର ଉନ୍ନତି କରିବେ। ଏଣୁ ଆପଣମାନେ ପ୍ରଣବ ପ୍ରକାଶ ଦାସଙ୍କୁ ଆଶୀର୍ବାଦ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

ବଡ଼ ଦାବି କଲେ ରାଘବ ଚଢ଼ା: ୩ ବର୍ଷରେ ୧୯,୦୦୦ କୋଟି ଲୁଟିଲେଣି ବ୍ୟାଙ୍କ!

ନୂଆଦିଲ୍ଲୀ,୧୭।୫: ସଂସଦରେ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ଏବଂ ସାଧାରଣ ଜନତାଙ୍କୁ ନେଇ ଏକ ବଡ଼ ପ୍ରସଙ୍ଗ ଉଠିଛି। ସର୍ବନିମ୍ନ ଜମା ରାଶି ନ ରଖିପାରିବାରୁ ଦେଶର ବ୍ୟାଙ୍କଗୁଡ଼ିକ ଗ୍ରାହକଙ୍କଠାରୁ…

ଇରାନର ଦ୍ୱିତୀୟ ଶକ୍ତିଶାଳୀ ନେତା ବି ନିହତ! ଇସ୍ରାଏଲ୍‌ କଲା ଦାବି

ତେହରାନ,୧୭।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ହତ୍ୟା ପରେ ଇସ୍ରାଏଲ ଏବେ ତେହରାନର ଦ୍ୱିତୀୟ ସବୁଠାରୁ ଶକ୍ତିଶାଳୀ ନେତା ତଥା ଇରାନର ସର୍ବୋଚ୍ଚ ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri