Video: ଆଶୀର୍ବାଦ କଲେ ନବୀନ, ଭୁବନେଶ୍ୱରରୁ ମିଳିଲା ଟିକେଟ୍

ଭୁବନେଶ୍ୱର,୨୭।୩: ବୁଧବାର ବିଜୁ ଜନତା ଦଳ(ବିଜେଡି)ରେ ଯୋଗ ଦେଇଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ। ସହଯୋଗୀ ମାନଙ୍କୁ ଧରି ଶଙ୍ଖ ଭବନରେ ଯୋଗ ଦେବା ପରେ ନବୀନ ନିବାସ ଆସି ସେ ଦଳର ମୁଖିଆ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଖା କରିଛନ୍ତି। ନବୀନ ସମସ୍ତ କର୍ମକର୍ତ୍ତାଙ୍କୁ ଦଳକୁ ସ୍ୱାଗତ କରିଥିବା ବେଳେ ମନ୍ମଥଙ୍କ ଉପରେ ତାଙ୍କର ଆଶୀର୍ବାଦ ଥିବା କହିଛନ୍ତି।

ବିଜେଡି ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ବିଧାନସଭା ଏବଂ ଲୋକ ସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା ହୋଇଥିବା ବେଳେ ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରୁ ମନ୍ମଥଙ୍କୁ ପ୍ରାଥୀ କରାଯାଇଛି। ବିଜେଡିରେ ଯୋଗ ଦେବା ପରେ ମନ୍ମଥ କର୍ମୀ ମାନଙ୍କୁ ସମ୍ବୋଧନ କରି କହିଥିଲେ ଯେ, ସେ ବାପାଙ୍କ ଆଶୀର୍ବାଦ ନେଇ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା, କାର୍ତ୍ତିକ ପାଣ୍ଡିଆନ ଏବଂ ପ୍ରଣବ ପ୍ରକାଶ ଦାସଙ୍କ ଦ୍ୱାରା ଅନୁପ୍ରାଣିତ ହୋଇ ସେ ଲୋକଙ୍କ ସେବା, କାର୍ଯ୍ୟ କରିବାକୁ ବିଜେଡିରେ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ଟା ଯୁଦ୍ଧ ଜାହାଜ ପଠାଇଲା ଚାଇନା, ଛାନିଆ ହେଲେ ଟ୍ରମ୍ପ!

ବେଜିଂ,୨୨।୩: ତାଇୱାନର ଜାତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ (MND) ରବିବାର (ସ୍ଥାନୀୟ ସମୟ) ସକାଳ 6:00 ଟାରେ ତାଇୱାନର ଆଞ୍ଚଳିକ ଜଳସୀମା ନିକଟରେ ଛଅଟି ଚାଇନା ନୌସେନା ଜାହାଜ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

‘ ଆପଣମାନଙ୍କ ପାଇଁ ଟ୍ରଫି ୬…’, IPL ପୂର୍ବରୁ ପ୍ରଶଂସକମାନଙ୍କୁ ଏମିତି ପ୍ରତିଶ୍ରୁତି ଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୩: ମୁମ୍ବାଇ ଇଣ୍ଡିଆନ୍ସ ୨୯ ମାର୍ଚ୍ଚରେ IPL ୨୦୨୬ ଅଭିଯାନ ଆରମ୍ଭ କରିବ। ଦଳର ପ୍ରଥମ ମ୍ୟାଚ ୱାଙ୍ଖଡେରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ। ସବୁଦିନ ପରି,…

ଘର-ଘର LPG ସିଲିଣ୍ଡର ପହଞ୍ଚାଉଥିବା ବ୍ୟକ୍ତି ମାସକୁ କରନ୍ତି ୭୦ହଜାର ଟଙ୍କା ଯାଏ ରୋଜଗାର! କମିଶନ ବିଷୟରେ ଜାଣିଲେ ହୋଇଯିବେ ତାଜୁବ

ଏଲପିଜି ସିଲିଣ୍ଡର ଡେଲିଭରି କରୁଥିବା ବ୍ୟକ୍ତି କେତେ ରୋଜଗାର କରନ୍ତି? ଏଠାରେ ସେମାନଙ୍କର କମିଶନ ଏବଂ ମାସିକ ଆୟର ସମ୍ପୂର୍ଣ୍ଣ ବିବରଣୀ ଦିଆଯାଇଛି। ସାମ୍ପ୍ରତିକ ଦିନଗୁଡ଼ିକରେ, ଏଲପିଜି…

ଦୂର ହେବ LPG ସଙ୍କଟ: ଭାରତରେ ପହଞ୍ଚିଲା…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଏସୀୟ ଦେଶଗୁଡ଼ିକ ଗମ୍ଭୀର ଗ୍ୟାସ ଏବଂ ତୈଳ ଅଭାବର ସମ୍ମୁଖୀନ ହେଉଛନ୍ତି। ଭାରତ ମଧ୍ୟ ଏଲପିଜି ସଙ୍କଟ ଅନୁଭବ କରୁଛି।…

ଘରେ କେବେ ବି ରଖନ୍ତୁ ନି ଏପରି ଗଛ, ବଢ଼ିବ ଦୁର୍ଭାଗ୍ୟ

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ସାଙ୍ଗକୁ ପରିବେଶକୁ ଶୁଦ୍ଧି କରିବାରେ ଗଛର ଥାଏ ଅନେକ ଭୂମିକା। କିନ୍ତୁ ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି ବି କିଛି ଗଛ ରହିଛି; ଯାହାକୁ…

ଏପ୍ରିଲ ୧ରୁ ମହଙ୍ଗା ହେବ ବିମାନ ଯାତ୍ରା! ସଙ୍କେତ ଦେଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ,୨୨।୩: ଯଦି ଆପଣ ଆଗାମୀ ଦିନରେ ବିମାନ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ। କେନ୍ଦ୍ର ବେସାମରିକ ବିମାନ…

ଆଲୋଭେରା ଗଛ ଲଗାଇବାରେ କରନ୍ତୁନି ଏପରି ଭୁଲ, ନ ହେଲେ ଘରକୁ ମାଡ଼ିଆସିବ…

ଆଲୋଭେରାର ସ୍ବାସ୍ଥ୍ୟୋପଯୋଗୀ ଗୁଣ ଯଥେଷ୍ଟ ରହିଥିବା ହେତୁ ଅନେକେ ଏହାକୁ ଘରେ ଲଗାଇଥାନ୍ତି। ହେଲେ ଜାଣନ୍ତି କି ବାସ୍ତୁ ଅନୁଯାୟୀ, ଯଦି ଏହି ଗଛକୁ ଠିକ୍‌ ଦିଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri