Posted inଜାତୀୟ

ଚାଷୀଙ୍କୁ ମିଳିବ ବୋନସ: ଏହି ରାଜ୍ୟ ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୬।୮: ହରିଆଣାରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ତେବେ ନିର୍ବାଚନ କେବେ ହେବ ସେନେଇ ଅପରାହ୍ନ ୩ଟାରେ ନିର୍ବାଚନ ଆୟୋଗ ତାରିଖ ଘୋଷଣା କରିବେ। ଏହାର ମାତ୍ର ୬ ଘଣ୍ଟା ପୂର୍ବରୁ ହରିୟାଣା ସିଏମ ନାୟବ ସିଂ ସଇନି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ଏଥିରୁ ରାଜ୍ୟର ୫ ଲକ୍ଷ୨୦ ହଜାର କୃଷକ ଉପକୃତ ହେବେ। ଚଣ୍ଡିଗଡ଼ରେ ଖରିଫ ୨୦୨୪ ଫସଲ ପାଇଁ ସିଏମ ନାୟବ ସଇନି ଚାଷୀଙ୍କୁ ବୋନସ ରାଶି ପ୍ରଦାନ କରିଛନ୍ତି।

ସୂଚନାନୁସାରେ, ହରିୟାଣା ମୁଖ୍ୟମନ୍ତ୍ରୀ ନାୟବ ସିଂ ସଇନି ଚଣ୍ଡିଗଡ଼ରେ ଏକ ଖବରଦାତା ସମ୍ମିଳନୀ କରିଥିଲେ ଏବଂ ଏହି ସମୟରେ ଖରିଫ -୨୦୨୪ ଫସଲ ପାଇଁ ବୋନସ ରାଶି ଜାରି କରିଛନ୍ତି। ପ୍ରତି ଏକର ଭିତ୍ତିରେ ଚାଷୀଙ୍କୁ ବୋନସ ଦିଆଯାଇଛି ବୋଲି ସିଏମ କହିଛନ୍ତି। ମେ, ଜୁନ ଏବଂ ଜୁଲାଇରେ କମ ବର୍ଷା ହେତୁ ଫସଲ ନଷ୍ଟ ହୋଇଯାଇଛି ଏବଂ ଏହି କାରଣରୁ ସରକାର ବର୍ତ୍ତମାନ ଚାଷୀଙ୍କୁ ବୋନସ ରାଶି ପ୍ରଦାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋହଲି ଗୋଟିଏ ‘ଲାଇକ’ ବଦଳାଇ ଦେଲା ଏହି ଯୁବତୀଙ୍କ ଜୀବନ: ଏବେ…

ନୂଆଦିଲ୍ଲୀ,୩୦।୭:ସୋସିଆଲ ମିଡିଆ ଜଗତରେ ଗୋଟିଏ ‘ଲାଇକ’ କାହାର ଜୀବନ ବଦଳାଇପାରେ। ଏହାର ଏକ ପ୍ରମୁଖ ଉଦାହରଣ ହେଉଛନ୍ତି ଲିଜ। ଜଣେ ଦକ୍ଷିଣ ଆଫ୍ରିକାରେ ଜନ୍ମିତ ଜର୍ମାନ ମଡେଲ,…

ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ବିନା ଅନୁମତିରେ ମୁଖ୍ୟାଳୟ ଛାଡ଼ି ପାରିବେନି କୌଣସି ଅଧିକାରୀ

ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ): ଆସନ୍ନ ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ଖୋର୍ଦ୍ଧା ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ଜିଲାପାଳ ଅମ୍ରିତ ଋତୁରାଜ ସୂଚନା ଦେଇଛନ୍ତି। ଏ…

ପେଲେଟ୍ ଗନ୍ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ, SOP ନେଇ କେନ୍ଦ୍ରକୁ…

ନୂଆଦିଲ୍ଲୀ,୩୦।୭: ସୁପ୍ରିମକୋର୍ଟ ପେଲେଟ୍ ଗନ୍ ବ୍ୟବହାର ନେଇ SOP ସମ୍ପର୍କରେ କେନ୍ଦ୍ର ସରକାରଙ୍କ ଠାରୁ ଜବାବ ମାଗିଛନ୍ତି । କୋର୍ଟ ସୂଚିତ କରିଥିଲେ ଯେ ପେଲେଟ୍ ଗନ୍…

ଶ୍ରାବଣ ମାସ ପାଇଁ ଚଳଚଞ୍ଚଳ ଗାଁଠୁ ସହର: ଆଖଣ୍ଡଳମଣି ପୀଠ ସହ ଋଷିକୂଲ୍ୟା ନଦୀ ଘାଟ ସଫେଇ କଲେ ଯୁବଗୋଷ୍ଠୀ

ଗଞ୍ଜାମ,୩୦।୭(ବିଦ୍ୟାଧର ସାହୁ ): ଆସିଗଲା ଶ୍ରାବଣ ମାସ । ଜଳ ଭାର ନେଇ ବିଭିନ୍ନ ଶୈବ ପୀଠ ମୁଖେ ବାହାରିବେ କାଉଡିଆ । ଭୋଲ ବମ ହରହର…

ମହିଳା ସଶକ୍ତିକରଣ ସମ୍ପର୍କିତ ‘ଶକ୍ତିଶ୍ରୀ’ କର୍ମଶାଳା

ଦିଗପହଣ୍ଡି,୩୦ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ ମହିଳା ସଶକ୍ତିକରଣ ସମ୍ପର୍କିତ ଶକ୍ତିଶ୍ରୀ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ…

ମଦରେ ବିଷ ମିଶାଇ ସ୍ବାମୀଙ୍କୁ ହତ୍ୟା; ୧୨ ଫୁଟ୍ ଗଭୀର ଗାତରେ ପୋତିଦେଲେ, ୨ ବର୍ଷ ପରେ ଖୋଲିଲା

ଗାନ୍ଧୀନଗର,୩୦।୭: ଚଳଚ୍ଚିତ୍ରଗୁଡ଼ିକ ମନୋରଞ୍ଜନ ପାଇଁ ପ୍ରସ୍ତୁତ ହୋଇଥିବା ବେଳେ କିଛି ଚତୁର ବ୍ୟକ୍ତି ଏହାକୁ ଆଧାର କରି ଅପରାଧ ଘଟାଇବା ପାଇଁ ନୂତନ ଉପାୟ ବାହାର କରିଛନ୍ତି।…

ଧୋଇନେଲା ଆପ୍ରୋଚ୍‌ ରାସ୍ତା: ୮ ଗାଁ ଯୋଗାଯୋଗରୁ ବିଚ୍ଛିନ୍ନ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ୩ ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। ଏହାକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲା ଜରୁରିକାଳୀନ ପରିଚାଳନା…

ଶୌଚ ସାରି ଫେରୁଥିଲେ ରୁକୁଣୀ, ହଠାତ୍‌ ଉପରେ ପଡ଼ିଲା କାନ୍ଥ: ଆଉ ତା’ପରେ…

ଗୁଣପୁର, ୩୦।୭( ସୁଜାତା ପାଢ଼ୀ): ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ବ୍ଲକ ଅମ୍ବାଦଳା ଥାନା ଅଧିନ ବାଘ ଡ଼ଙ୍ଗରି ଗ୍ରାମର ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଷୁଡି ପଡିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri