Posted inଜାତୀୟ

ଭାଜପା ବିରୋଧରେ ନୀତୀଶଙ୍କ ‘ଦିଲ୍ଲୀ ମିଶନ’, ବିରୋଧୀ ନେତାଙ୍କୁ ଏକାଠି କରିବାର ମାଷ୍ଟର ପ୍ଲାନ!

ପାଟନା,୩ ।୯: ଜନତା ଦଳ ୟୁନାଇଟେଡ(ଜେଡିୟୁ) ପକ୍ଷରୁ ବିହାରର ପ୍ରଦେଶ କାର୍ଯ୍ୟାଳୟରେ ଶୁକ୍ରବାରଠାରୁ ୩ ଦିବସୀୟ ବୈଠକ ଚାଲିଛି । ଜେଡିୟୁ କାର୍ଯ୍ୟାଳୟର କର୍ପୁରି ସଭାଗାରରେ ଏହି ବୈଠକ ହେଉଛି । ଶନିବାର ଦିନ ୩ଟା ୪୫ରେ ଜେଡିୟୁର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ଇତିମଧ୍ୟରେ ଖବର ଆସିଛି କି ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମିଶନ ୨୦୨୪କୁ ଦୃଷ୍ଟିରେ ରଖି ଦିଲ୍ଲୀ ଗସ୍ତ କରିବେ । କୁହାଯାଉଛି ଦିଲ୍ଲୀରେ ବିରେଧୀ ନେତାଙ୍କୁ ଏକାଠି କରି କଥାବାର୍ତ୍ତା କରାଯିବ ।

ମିଳିଥିବା ସୂଚନା ଅନୁଯାୟୀ, ନୀତୀଶ କୁମାର ୫ ସେପ୍ଟେମ୍ବରରେ ପାଟନାରୁ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ୭ ସେପ୍ଟେମ୍ବର ପର୍ଯ୍ୟନ୍ତ ସେ ଦିଲ୍ଲୀରେ ରହିବେ । ସେଠାରେ ସେ ବିରୋଧୀ ନେତାଙ୍କ ସହ ସାକ୍ଷାତ୍ କରିବେ । ୨୦୨୪ ଲୋକ ସଭା ନିର୍ବାଚନକୁ ଆଖି ଆଗରେ ରଖି ବିରୋଧୀଙ୍କୁ ଗୋଟିଏ ମଞ୍ଚକୁ ଆଣିବାକୁ ଚେଷ୍ଟା କରାଯିବ । ନୀତୀଶଙ୍କ ଦିଲ୍ଲୀ ଗସ୍ତ ପଛରେ ଏହି ପ୍ଲାନ ରହିଥିବା କୁହାଯାଉଛି । ଆହୁରି ମଧ୍ୟ କୁହାଯାଉଛି କି ଭାଜପା ବିରୋଧରେ ବିରୋଧୀଙ୍କୁ ଏକାଠି କରିବା ହେଉଛି ଜେଡିୟୁର ମାଷ୍ଟର ପ୍ଲାନ ।


Enter your email to get our daily news in your inbox.

All Right Reserved By Dharitri.Com

ସିଏଏକୁ ସମର୍ଥନ କରୁଥିବା ହିନ୍ଦୁ ପରିବାରକୁ ପାଣି ବନ୍ଦ ଘଟଣା: ଟୁଇଟ କରିଥିବା ଏମ୍‌ପିଙ୍କ ନାଁରେ ମାମଲା ରୁଜୁ

ମଲ୍ଲାପୁରମ୍‌,୨୪।୧: କର୍ନାଟକର ଜଣେ ଭାଜପା ଏମ୍‌ପି ଶୋଭା କରାଣ୍ଡଲାଜେ କେରଳର ମଲ୍ଲାପୁରମ୍‌ରେ ନାଗରିକତ୍ୱ ସଂଶୋଧିତ ଆଇନ(ସିଏଏ)କୁ ସମର୍ଥନ କରୁଥିବା ହିନ୍ଦୁମାନଙ୍କୁ ପିଇବା ପାଣି ଯୋଗାଣ ବନ୍ଦ...

ନିର୍ବାଚନରେ ଉପହାର ପ୍ରଦାନ ବନ୍ଦ କରିବା ଅସମ୍ଭବ ବୋଲି କହିଲା ଏଏପି…

ନୂଆଦିଲ୍ଲୀ, ୧୬।୮ : ନିର୍ବାଚନରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରଦାନ କରାଯାଉଥିବା ଉପହାର ବ୍ୟବସ୍ଥାକୁ ବନ୍ଦ କରିବା ଅସମ୍ଭବ। ଏହା ଜଙ୍ଗଲୀ ହଂସର ପିଛା...

ଭାରତରୁ ପ୍ରଥମଥର ଲଣ୍ଡନ ରପ୍ତାନୀ ହେଲା ସବୁଠୁ ରାଗ ଲଙ୍କା, ମୋଦି କହିଲେ…

ନୂଆଦିଲ୍ଲୀ,୩୦ା୭: ନାଗାଲାଣ୍ଡର ‘କିଙ୍ଗ୍‌ ଚିଲି’ ବା ଭୂତ ଜ୍ୱାଳା କୁହାଯାଉଥିବା ଲଙ୍କା ପ୍ରଥମଥର ଲଣ୍ଡନକୁ ରପ୍ତାନୀ ହୋଇଛି। ଏହାକୁ ବିଶ୍ୱର ସବୁଠୁ ରାଗ ଲଙ୍କା ବୋଲି...

ଗାନ୍ଦରବଲରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୧।୧୦: ଜମ୍ମୁ-କଶ୍ମୀର ଗାନ୍ଦରବଲ ଜିଲାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମଙ୍ଗଳବାର ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚିଥିବା...

୪୧ ସହରରେ ହେବ କରୋନା ଔଷଧର ଫ୍ରି ଡେଲିଭରୀ…

ନୂଆଦିଲ୍ଲୀ, ୨୦।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏପରିସ୍ଥଳେ ଡକ୍ଟର ରେଡ୍ଡୀ ଲାବୋରେଟୋରୀ ପକ୍ଷରୁ ପ୍ରସ୍ତୁତ ହୋଇଥିବା କରୋନା ଔଷଧ ଆଭିଗନର...

ଭାରତ-ଚାଇନା କମାଣ୍ଡରସ୍ତରୀୟ ବୈଠକ ମାର୍ଚ୍ଚ ୧୧ରେ…

ଲଦାଖ,୧୦।୩ : ପୂର୍ବ ଲଦାଖରେ ଭାରତ ଏବଂ ଚାଇନା ମଧ୍ୟରେ ଚାଲିଥିବା ବିବାଦର ସମାଧାନ ପାଇଁ ମାର୍ଚ୍ଚ ୧୧ରେ ଦୁଇ ଦେଶର ୧୫ ତମ ରାଉଣ୍ଡ...

ବିକାଶ ଦୁବେଙ୍କ ଲଭ୍‌ଷ୍ଟୋରୀ: ଶାଶୁ-ଶ୍ୱଶୁରଙ୍କୁ ବନ୍ଧୁକ ଦେଖାଇ କରିଥିଲେ ବିବାହ

ଲକ୍ଷ୍ନୌ, ୧୧।୭: ଗ୍ୟାଙ୍ଗଷ୍ଟର ବିକାଶ ଦୁବେଙ୍କ ଏନ୍‌କାଉଣ୍ଟର ପରେ ତାଙ୍କୁ ନେଇ ଚର୍ଚ୍ଚା ଥମିବାର ନାଁ ଧରୁନି। ଏବେ ତାଙ୍କ ଲଭ୍‌ଷ୍ଟୋରୀ ନେଇ ସୋସିଆଲ ମିିଡ଼ିଆରେ...

ଆମ ଆଦମୀ ପାର୍ଟିଠାରୁ ୯୭ କୋଟି ଟଙ୍କା ଆଦାୟ କରିବାକୁ ନିର୍ଦ୍ଦେଶ ଦେଲେ ଦିଲ୍ଲୀ ଲେଫ୍ଟନାଣ୍ଟ ଗଭର୍ନର

ନୂଆଦିଲ୍ଲୀ,୨୦।୧୨: ଦିଲ୍ଲୀ ଲେଫ୍ଟନାଣ୍ଟ ଗଭର୍ନର ବିନୟ କୁମାର ସକ୍ସେନା ଆମ ଆଦମୀ ପାର୍ଟିଠାରୁ ୯୭ କୋଟି ଟଙ୍କା ଆଦାୟ କରିବାକୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ...

Advertisement
Archives

Model This Week