Posted inଜାତୀୟ

ଜାତିଗତ ଜନଗଣନା: ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ୧୦ ଦଳର ୧୧ ନେତା ଚର୍ଚ୍ଚାରେ ନୀତୀଶ

ନୂଆଦିଲ୍ଲୀ,୨୩ ।୮: ଜାତିଗତ ଜନଗଣନାକୁ ନେଇ ସୋମବାର ବିହାରର ୧୦ ଦଳର ୧୧ ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାକୁ ସାଉଥ୍ ବ୍ଲକରେ ଥିବା ମୋଦିଙ୍କ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି । ଏମାନଙ୍କ ମଧ୍ୟରେ ଆଗରେ ଅଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ଆର୍‌ଜେଡି ନେତା ତେଜସ୍ୱୀ ଯାଦବ, ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଜିତନ ରାମ ମାଝି, ବିଆଇପିର ମୁକେଶ ସାହାଣି । ସବୁଠାରୁ ବଡ କଥା ହେଲା ଏମାନଙ୍କ ମଧ୍ୟରେ ରହିଛନ୍ତି ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଜନକ ରାମ । ଏମାନେ ବିହାର ଭବନରୁ ବାହାରି ସାଉଥ୍ ବ୍ଲକରେ ଥିବା ମୋଦିଙ୍କ କାର୍ଯ୍ୟାଳୟରେ ପହଞ୍ଚି ସାରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯିଏ ଯେତେ ବିରୋଧ କଲେ ବି ସିଏଏ ହେବନି ପ୍ରତ୍ୟାହାର: ଶାହ

ନୂଆଦିଲ୍ଲୀ,୨୧।୧: ଦେଶର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଲାଗୁ ହୋଇଛି। ଏହାକୁ କେତେକ ବିରୋଧ କରୁଛନ୍ତି। ତେବେ ଯିଏ ଯେତେ ବିରୋଧ କଲେ ବି ସିଏଏ...

ଆତଙ୍କବାଦୀଙ୍କ ପାଖରେ ଚାଇନା ପିସ୍ତଲ…

ଶ୍ରୀନଗର, ୨୭।୬ : ଜମ୍ମୁ-କଶ୍ମୀର ପୋଲିସ ଏବଂ ସୁରକ୍ଷାକର୍ମୀ ମିଳିତ ଅପରେଶନରେ ଜଣେ ଆତଙ୍କବାଦୀ ଗିରଫ ହୋଇଛନ୍ତିି। ଗିରଫ ଆତଙ୍କବାଦୀ କୋଟି ଡୋଡା ଅଞ୍ଚଳର ବାସିନ୍ଦା...

କରୋନା ରିଭ୍ୟୁ ମିଟିଂ: ଅନ୍ତର୍ଜାତୀୟ ବିମାନ ଯାତ୍ରାକୁ ନେଇ ସମୀକ୍ଷା କରିବାକୁ କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭ ।୧୧: ଦକ୍ଷିଣ ଆଫ୍ରିକାରେ ଦେଖାଦେଇଥିବା କରୋନାର ନୂଆ ଭାରିଏଣ୍ଟ ଓମିକ୍ରୋନର ଭୟାବହତାକୁ ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଅଧିକାରୀଙ୍କ ସହ ଦୁଇ ଘଣ୍ଟା...

ଜାହାଙ୍ଗୀରପୁରୀ ହିଂସା ମାମଲା: କୋର୍ଟରେ ୨ ହଜାର ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୧୪।୭: ଜାହାଙ୍ଗୀରପୁରୀ ହିଂସା ମାମଲାରେ ଗୁରୁବାର ଦିଲ୍ଲୀ ପୋଲିସ ରୋହିଣୀ କୋର୍ଟରେ ୨୦୬୩ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଛି। ମୋଟ ୩୭ ଅଭିଯୁକ୍ତଙ୍କ ବିରୋଧରେ ଏହି...

ପଞ୍ଜାବ ବିଧାନସଭାରେ ଆସ୍ଥା ଭୋଟ ଲୋଡ଼ିଲେ ମାନ୍‌

ଚଣ୍ଡିଗଡ଼,୨୮।୯(ପି.ଟି.): ପଞ୍ଜାବରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ସରକାର ଭାଙ୍ଗିବା ପାଇଁ ବିରୋଧୀ ଦଳ ଭାଜପା ଉଦ୍ୟମ ଚଳାଇଥିବାବେଳେ କଂଗ୍ରେସ ଏହାକୁ ସାଥ୍‌ ଦେଉଥିବା ଅଭିଯୋଗ...

ନିଜର ଚିକିତ୍ସା ପାଇଁ କଣ୍ଢେଇର ଗୋଡ଼ ପ୍ଲାଷ୍ଟର କଲେ ୧୧ମାସର ଶିଶୁ

ନୂଆଦିଲ୍ଲୀ,୩୦।୮: ଛୋଟବେଳେ ସବୁ ପିଲାଙ୍କର କୌଣସି ଏକ ଖେଳନା ସହ ଅକର୍ଷଣ ରହିଥାଏ। ସେହି ଖେଳନା ବିନା ସେମାନେ କୌଣସି କାର୍ଯ୍ୟ କରି ନ ଥାନ୍ତି।...

କନଷ୍ଟେବଳରୁ ସିଧା ଡିଏସ୍‌ପି ହେଲେ ମହିଳା…

ପାଟନା, ୨୭।୮ : ବିହାର ପୋଲିସର ମହିଳା କନଷ୍ଟେବଳ ବବଲି କୁମାରୀଙ୍କ କାହାଣୀ ପ୍ରତ୍ୟେକଙ୍କ ପାଇଁ ଏକ ପ୍ରେରଣା ପାଲଟିଛି। ବବୁଲି କେବଳ ଏକ କାମ...

ଶେଷରେ ମୁଣ୍ଡ ନୁଆଁଇବେ ଉଦ୍ଧବ ଠାକ୍‌ରେ!

ମୁମ୍ବାଇ,୧୨।୭: ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବାକୁ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ଆପାତତଃ ରାଜି ହୋଇଛନ୍ତି। ଦଳର ଏମ୍‌ପିଙ୍କ ସହ...

Advertisement
Archives

Model This Week