Posted inଜାତୀୟ

ନୀତୀଶ କୁମାର ଜଣେ ନିଷ୍ଠୁର ମୁଖ୍ୟମନ୍ତ୍ରୀ: ସୁଶୀଲ ମୋଦି

ପାଟନା,୧୮।୧୨: ବିହାର ମଦମୃତ୍ୟୁକୁ ନେଇ ରାଜନୀତି ତେଜିବାରେ ଲାଗିଛି। ଭାଜପା ନେତା ତଥା ରାଜ୍ୟ ସଭା ଏମ୍‌ପି ସୁଶୀଲ ମୋଦି ଏକ ଖବରଦାତା ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଟାର୍ଗେଟ୍‌ କରିଛନ୍ତି।
ସୁଶୀଲ ଛପ୍ରାଠାରେ ହୋଇଥିବା ମଦ୍ୟପାନ ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରକୁ ଭେଟିବା ପରେ କହିଛନ୍ତି, ବିହାରରେ ମୃତ୍ୟୁ ସଂଖ୍ୟା ୧୦୦ ଅତିକ୍ରମ କରିଛି କିନ୍ତୁ ନୀତୀଶ ସରକାର ଏହି ସଂଖ୍ୟା ଲୁଚାଉଛନ୍ତି। ପୋଲିସର ଭୟ ଯୋଗୁ ଲୋକମାନେ ପୋଷ୍ଟମର୍ଟମ ନ କରି ନିଜ ପରିବାର ସଦସ୍ୟଙ୍କ ଶେଷ ରୀତିନୀତି କରୁଛନ୍ତି। ପୋଲିସ ଷ୍ଟେଶନରୁ ବିଷାକ୍ତ ମଦ ଯୋଗାଇ ଦିଆଯାଉଛି। ଯିଏ ମଦ ପିଇବ ସେ ମରିବ ବୋଲି ପ୍ରଶାସନ ବ୍ୟବସ୍ଥା କରିଛି। ବିହାର ମୁଖ୍ୟମନ୍ତ୍ରୀ ଜଣେ ନିଷ୍ଠୁର ମୁଖ୍ୟମନ୍ତ୍ରୀ। ସେ ଲୋକଙ୍କ ପାଇଁ ଆଦୌ ସଚେତନ ନାହାନ୍ତି।
ସୂଚନାଯୋଗ୍ୟ,ବିଷାକ୍ତ ମଦ ପିଇବା କାରଣରୁ ଛାପ୍ରା ଏବଂ ବିହାରର ଅନ୍ୟାନ୍ୟ ଜିଲାର ଲୋକଙ୍କ ମୃତ୍ୟୁ ପାଇଁ କ୍ଷତିପୂରଣ ଦେବାକୁ ମନା କରି ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କହିଥିଲେ, ମଦ ଏକ ଖରାପ ଜିନିଷ। ଯିଏ ପିଇବ, ସେ ମରିବ।


Enter your email to get our daily news in your inbox.

All Right Reserved By Dharitri.Com

ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ…

ହଠାତ୍‌ ଚଳନ୍ତା କାର୍‌ରେ ଲାଗିଲା ନିଆଁ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୨୨।୫:ଜାତୀୟ ରାଜପଥ ହୁମା ହାଟ ପଡ଼ିଆ ନିକଟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଧରାତିରେ ଏକ ଚଳନ୍ତା କାର୍‌ରେ ହଠାତ ନିଆଁ ଲାଗିଯିବାରୁ ତାହା ହୁତୁହୁତୁ ହୋଇ…

୨ ସାହି ମଧ୍ୟରେ ମହାଭାରତ: ଥାନା ସମ୍ମୁଖରେ ମାରପିଟ ହୋଇ…

ରାୟଗଡ଼ା,୨୩।୫( ସୁଜାତା ପାଢ଼ୀ): ରାୟଗଡ଼ ସହର ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀର ଲୋକଙ୍କ ମଧ୍ୟରେ ମାରପିଟ ସହ ଅଶାନ୍ତି ଦେଖାଦେଇଛି । ଦୁଇ ସାହି ମଧ୍ୟରେ ବଚ୍‌ସା…

ଶୁଭିଲା ପ୍ରଚଣ୍ଡ ଶବ୍ଦ : ହଠାତ୍‌ ଘର କାନ୍ଥ ଫାଟି ଆଁ କରିଲା, ଜୀବନ ବିକଳରେ ଦୌଡ଼ି ଆସିଥିଲେ ପରିବାର ଲୋକେ

ଆନନ୍ଦପୁର, ୨୩।୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲାରୁ ଲୁହାପଥର ଚାଲାଣ ପାଇଁ ଜେଏସଡବ୍ଲୁ କମ୍ପାନୀ ପକ୍ଷରୁ ଏମ୍ପ୍ରୋକନ ଠିକା ସଂସ୍ଥା ଦ୍ୱାରା ୨୦ ନମ୍ବର ଜାତୀୟ ରାଜପଥ…

ସକାଳୁ ସକାଳୁ ବଡ଼ ଝଟକା! ପୁଣି ବଢ଼ିଲା ପେଟ୍ରୋଲ- ଡିଜେଲ ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୨୩।୫: ମେ ୨୩ ତାରିଖରୁ ନୂତନ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଲାଗୁ ହୋଇଛି। ପେଟ୍ରୋଲ ମୂଲ୍ୟ ୯୧ ପଇସା ଏବଂ ଡିଜେଲ ୮୬ ପଇସା…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ଭାରତର ଡାଟା ସେଣ୍ଟର ପରିକଳ୍ପନାକୁ ବିପଦ ରୌଦ୍ରତାପ: ପ୍ରଶ୍ନ ଘେରରେ…

ନୂଆଦିଲ୍ଲୀ, ୨୩ା୫:ଭାରତ ଭଳି ଏକ କ୍ରମବର୍ଦ୍ଦିଷ୍ଣ ଅର୍ଥନୈତିକ ରାଷ୍ଟ୍ରରେ ବିଭିନ୍ନ କ୍ଷେତ୍ରର ସମ୍ପ୍ରସାରଣ କରାଯାଉଥିବାବେଳେ ଡିଜିଟାଲ ବ୍ୟବସ୍ଥାର ଭିତ୍ତିଭୂମି ବୃଦ୍ଧି ଦେଶକୁ ବିଭିନ୍ନ ଦିଗରେ ରୂପାନ୍ତରିତ କରିଛି।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri