Posted inଜାତୀୟ

ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ସମାରୋହ ପାଇଁ ନୀତୀଶଙ୍କୁ ମିଳିଲା ନିମନ୍ତ୍ରଣ

ପାଟନା,୧୧।୧: ଅଯୋଧ୍ୟାରେ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ସମାରୋହ ପାଇଁ ପ୍ରସ୍ତୁତି ଚାଲିଛି। ୨୨ ଜାନୁଆରୀରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବ। ପ୍ରାଣ ପ୍ରତିଷ୍ଠା ସମାରୋହର ନିମନ୍ତ୍ରଣକୁ ନେଇ ଅନେକ ଆଲୋଚନା ମଧ୍ୟ ହୋଉଛି । ଏଥି ସହିତ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ମଧ୍ୟ ଏହି କାର୍ଯ୍ୟକ୍ରମରେ ସାମିଲ ହେବାକୁ ନିମନ୍ତ୍ରଣ କରାଯାଇଛି। ଏହି ପରିପ୍ରେକ୍ଷୀରେ ଜେଡିୟୁ ମୁଖ୍ୟ ମୁଖପାତ୍ର କେସି ତ୍ୟାଗି ଗୁରୁବାର କହିଛନ୍ତି , ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ନିମନ୍ତ୍ରଣ ମିଳିଛି ଏବଂ ସେ ଯୋଗ ଦେବେକି ନାହିଁ ଏ ପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନେଇ ନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ସେବା ଜରିଆରେ ନିଆରା ଉଦାହରଣ ସୃଷ୍ଟି କରିଥିଲେ ଡା. ନାରାୟଣୀ ପଣ୍ଡା: ମହିଳା ଦିବସରେ ବୁଜିଲେ ଆଖି

ସମ୍ବଲପୁର,୮।୩(ପ୍ରମୋଦ ବହିଦାର): ସମ୍ବଲପୁରର ବିଶିଷ୍ଟ ସ୍ତ୍ରୀ ରୋଗ ବିଶେଷଜ୍ଞ ତଥା ଜଣାଶୁଣା ସମାଜସେବୀ ଡା. ନାରାୟଣୀ ପଣ୍ଡାଙ୍କର ରବିବାର ପୂର୍ବାହ୍ନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ…

ବିଳମ୍ବିତ ରାତିରେ  ଘରେ ପଶିଗଲା ଆମ୍ବୁଲାନ୍ସ 

ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା  ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ…

ଫାଇନାଲ ପୂର୍ବରୁ ଅଚାନକ ରିଟାୟର ଘୋଷଣା କଲେ ଏହି ଖେଳାଳି, କ୍ରିକେଟ ଜଗତରେ ହଇଚଇ!

ନୂଆଦିଲ୍‌ଲୀ,୮।୩: ନ୍ୟୁଜିଲାଣ୍ଡର ଷ୍ଟାର ଫାଷ୍ଟ ବୋଲର ଲିଆ ତାହୁହୁ ODI ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସେ କିୱି ଦଳର ଜଣେ ସଫଳ ଫାଷ୍ଟ ବୋଲର। ୨୦୨୬ରେ…

ଇରାନ ଯୁଦ୍ଧକୁ ନେଇ ଭାରତର ବଡ଼ ନଷ୍ପତ୍ତି, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୮।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀକୁ ନେଇ ଚାଲିଥିବା ସଙ୍କଟ ମଧ୍ୟରେ, ଭାରତ ସରକାର ପାରସ୍ୟ ଉପସାଗରରେ ଫସି ରହିଥିବା ଜାହାଜଗୁଡ଼ିକୁ ସୁରକ୍ଷା…

ଆଜି ଆସିବ ସୁଭଦ୍ରା ଚତୁର୍ଥ କିସ୍ତି

ଭୁବନେଶ୍ୱର,୮।୩ ଅନ୍ତର୍ଜାତୀୟ ମହିଳା ଦିବସରେ ଆଜି ଆସିବ ସୁଭଦ୍ରା କିସ୍ତି। ହିତାଧିକାରୀଙ୍କ ଆକାଣ୍ଟକୁ ଯିବ ଯୋଜନାର ଚତୁର୍ଥ କିସ୍ତି। ଉପକୃତ ହେବେ ରାଜ୍ୟର କୋଟିଏ ୨ ଲକ୍ଷରୁ…

ଟି-୨୦ ଫାଇନାଲ ଭାରତୀୟ ଅଧିନାୟକଙ୍କ ପାଇଁ ସତର୍କ ଘଣ୍ଟି! ସୂର୍ଯ୍ୟଙ୍କ ଶେଷ ହୋଇଯିବ…

ନୂଆଦିଲ୍‌ଲୀ,୮।୩: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ, ଟିମ ଇଣ୍ଡିଆ ଇତିହାସ ରଚିବାଠାରୁ ମାତ୍ର ଗୋଟିଏ ପାଦ ଦୂରରେ ଅଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ ଫାଇନାଲ…

ଧାମରା ରେଳପଥରେ ଅଘଟଣ: ଟ୍ରେନରେ କଟିଗଲେ ଯୁବକ

ତିହିଡି଼,୮।୩(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥରେ ତିହିଡି଼ ଥାନା ଦୋଳସାହି ପଞ୍ଚାୟତ ଅଧୀନ ଗାଜିପୁର ନିକଟରେ ଶନିବାର ରାତିରେ ଏକ ଅଘଟଣ ଘଟିଛି। ରେଳପଥରେ ଟ୍ରେନରେ କଟି…

IND VS NZ: ଫାଇନାଲ ମ୍ୟାଚ ଉପରେ ୪,୫୦୦ ପୋଲିସ କର୍ମଚାରୀଙ୍କ ସହ ନଜର ରଖିବ ୩୦୦ ସିସିଟିଭି କ୍ୟାମେରା

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ T20 ବିଶ୍ୱକପ ୨୦୨୬ର ଫାଇନାଲ ମ୍ୟାଚ ୮ ମାର୍ଚ୍ଚରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ନରେନ୍ଦ୍ର ମୋଦି ଷ୍ଟାଡିୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri