Posted inଜାତୀୟ

ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ସମାରୋହରେ ସାମିଲ ହେବେ ନାହିଁ ନୀତୀଶ

ପାଟନା,୨୫ ।୭: ଦେଶର ସର୍ବୋଚ୍ଚ ସମ୍ବିଧାନିକ ପଦ ପାଇଁ ଦ୍ରୌପଦୀ ମୁର୍ମୁ ସୋମବାର ଅର୍ଥାତ୍ ଜୁଲାଇ ୨୫ରେ ଶପଥ ନେବାକୁ ଯାଉଛନ୍ତି । ଶପଥ ଗ୍ରହଣ ସମାରୋହ ସକାଳ ପ୍ରାୟ ୧୦ଟା ୧୫ରେ ସଂସଦର ସେଣ୍ଟ୍ରାଲ ହଲରେ ଅନୁଷ୍ଠିତ ହେବ । ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଲୋକ ସଭା ଅଧ୍ୟକ୍ଷ ଓମ ବିର୍ଲା, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ସଂସଦ ସଦସ୍ୟ, ସରକାରଙ୍କ ପ୍ରମୁଖ ଅଧିକାରୀ ବି ସମାରୋହରେ ସାମିଲ ହେବେ । ହେଲେ ବିହାର ମୁଖ୍ୟମନ୍ତ୍ରୀ ଏହି ସମାରୋହରେ ସାମିଲ ହେବେ ନାହିଁ ବୋଲି ଜଣାପଡିଛି ।

ବିହାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ନୀତୀଶ କୁମାରଙ୍କର ଦିଲ୍ଲୀ ଯିବାର କୌଣସି ଯୋଜନା ନାହିଁ । ସୋମବାର ସେ ନିଜ ବାସଭବନରେ ଏକ ଛୋଟିଆ ବୈଠକରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ସୂଚନାଯୋଗ୍ୟ, ନୀତୀଶ କୁମାର ବି ବିଦାୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବିଦାୟ ସମ୍ବର୍ଦ୍ଧନାରେ ଯୋଗ ଦେଇ ନ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡିଲେ ୭ ଆତଙ୍କବାଦୀ

ଶ୍ରୀନଗର,୧୯।୬: ଜମ୍ମୁ-କଶ୍ମୀରର ପମ୍ପୋର ଏବଂ ଶୋପିଆନରେ ଶୁକ୍ରବାର ସକାଳୁ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଗୁଳିରେ ୭ ଆତଙ୍କବାଦୀ ଟଳିପଡିଥିବା ସୂଚନା ମିଳିଛି।...

ପିଇବା ପାଣି ପାଇଁ ହିଂସାକାଣ୍ଡ: ୧୨ ରାଜ୍ୟରେ ଗଡ଼ିଛି ୫୦ ମୁଣ୍ଡ; ମଧ୍ୟପ୍ରଦେଶ-ମହାରାଷ୍ଟ୍ରରେ ସର୍ବାଧିକ

ନୂଆଦିଲ୍ଲୀ,୨୩।୧୦: ପିଇବା ପାଣି ଏବେ ମୁଖ୍ୟ ସମସ୍ୟା ଭାବେ ଦେଖାଦେଇଛି। ଏହାକୁ ନେଇ ୨୦୧୭ରେ ଦେଶର ୧୨ଟି ରାଜ୍ୟରେ ୫୦ ଜଣଙ୍କୁ ହତ୍ୟା କରାଯାଇଥିବା ଜାତୀୟ...

ଜାକିଆଙ୍କୁ ସୁପ୍ରିମ୍‌ କୋର୍ଟରେ ଝଟ୍‌କା, ପ୍ରଧାନମନ୍ତ୍ରୀଙ୍କୁ କ୍ଲିନ୍‌ ଚିଟ୍‌ ଦେବା ମାମଲା ଖାରଜ…

ନୂଆଦିଲ୍ଲୀ, ୨୪।୬ : ଗୁଜୁରାଟ ଦଙ୍ଗାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କ୍ଲିନ୍‌ ଚିଟ୍‌ ଦେଇଥିବା ଏସଆଇଟି ରିପୋର୍ଟକୁ ସୁପ୍ରିମକୋର୍ଟ ସମର୍ଥନ କରିଛନ୍ତି। ଏହି ରିପୋର୍ଟ ବିରୋଧରେ...

ତୃତୀୟ ଲହର ଟାର୍ଗେଟରେ କରୋନା ଯୋଦ୍ଧା, ୧୦୦୦ରୁ ଅଧିକ ଡାକ୍ତର ଆକ୍ରାନ୍ତ…

ନୂଆଦିଲ୍ଲୀ, ୬।୧ : ଦେଶରେ କରୋନା ମହାମାରୀର ତୃତୀୟ ଲହର ଆରମ୍ଭ ହୋଇଥିବାବେଳେ ଏହା ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ତୃତୀୟ ଲହର...

ରାଜଧାନୀରୁ ହଟିଲା ଲକ୍‌ଡାଉନ୍‌: ଜାଣନ୍ତୁ କ’ଣ ଖୋଲା କ’ଣ ବନ୍ଦ

ନୂଆଦିଲ୍ଲୀ,୨୮।୫: ଦିଲ୍ଲୀବାସୀଙ୍କ ପାଇଁ ଏକ ଖୁସି ଖବର। ଦେଶର ରାଜଧାନୀରେ କ୍ରମାଗତ ଭାବେ କରୋନା ପଜିଟିଭ୍‌ ହାର ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି...

ଗାୟକ କେକେଙ୍କ ମୃତ୍ୟୁକୁ ନେଇ ମାମଲା ରୁଜୁ, ଶରୀର ଓ ମୁଣ୍ଡରେ ଲାଗିଛି ଆଘାତ!

କୋଲକାତା,୧ ।୬: ବଲିଉଡର ଆଗଧାଡିର ଗାୟକ କେକେ ଓରଫ କୃଷ୍ଣା କୁମାର କୁନ୍ନାଥଙ୍କର ମଙ୍ଗଳବାର ଅର୍ଥାତ୍ ମେ’ ୩୧ରେ ପରଲୋକ ହୋଇଯାଇଛି । କୋଲକାତାରେ ଏକ...

ରାଜ ଠାକରେ ଅସୁସ୍ଥ

ମୁମ୍ବାଇ,୩୧ ।୫: ମହାରାଷ୍ଟ୍ର ନବ ନିର୍ମାଣ ସେନାର ମୁଖ୍ୟ ରାଜ ଠାକରେ ମଙ୍ଗଳବାର ଅସୁସ୍ଥ ହୋଇ ପଡିଛନ୍ତି । ତାଙ୍କୁ ମୁମ୍ବାଇର ଲିଲାବତୀ ହସ୍ପିଟାଲରେ ଭର୍ତ୍ତି...

୨୦୨୨ରେ ୩୧ ହଜାର ମହିଳା ବିରୋଧୀ ଅପରାଧ

ନୂଆଦିଲ୍ଲୀ,୨।୧(ପି.ଟି.): ୨୦୨୨ରେ ଜାତୀୟ ମହିଳା କମିଶନ(ଏନ୍‌ସିଡବ୍ଲ୍ୟୁ)କୁ ପାଖାପାଖି ୩୧,୦୦୦ ମହିଳା ବିରୋଧୀ ଅପରାଧ ଅଭିଯୋଗ ମିଳିଛି। ୨୦୧୪ରୁ ଏପର୍ଯ୍ୟନ୍ତ ଏହା ସର୍ବାଧିକ ହିଂସା ଅଭିଯୋଗ। ୨୦୨୧ରେ...

Advertisement
Archives

Model This Week