ଲଘୁଚାପ ବର୍ଷା ପ୍ରଭାବରେ କ୍ଷୟକ୍ଷତି, ମୁକାବିଲା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୯: ମଙ୍ଗଳବାର ବିଧାନସଭା ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ହୋଇଥିବା କ୍ଷୟକ୍ଷତି ଓ ଏହାର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି ।

ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଏସ ଆର ସି ତଥା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ ମୁଖ୍ୟମନ୍ତ୍ରୀଙ୍କୁ ସ୍ଥିତି ଓ ନିଆଯାଇଥିବା ପଦକ୍ଷେପ ସମ୍ବନ୍ଧ ରେ ଅବଗତ କରାଇଥିଲେ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସମୁଦ୍ର କୁ ଠିକ୍ ଭାବେ ଜଳ ନିଷ୍କାସନ ହୋଇପାରୁନଥିବାରୁ ବହୁ ସ୍ଥାନ ରେ ଜଳବନ୍ଦୀ ସମସ୍ୟା ଦେଖାଦେଇଛି । ବିଶେଷ କରି କୋରାପୁଟ ଓ ମାଲକାନଗିରି ଜିଲ୍ଲାବାସୀ ବର୍ଷା ଯୋଗୁଁ ଅଧିକମାତ୍ରାରେ ପ୍ରଭାବିତ ହୋଇଛନ୍ତି । ଅନେକ ଜାଗା ରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଜଳବନ୍ଦୀ ସମସ୍ୟା ମଧ୍ୟ ଘଟିଛି।ଓଡରାଫ୍, ଏନ ଡି ଆର ଏଫ ଏବଂ ଅଗ୍ନିଶମ ବାହିନୀ ସହାୟତାରେ ଲୋକ ଙ୍କ ଅସୁବିଧା କୁ ତତ୍ପରତା ର ସହ ଦୂର କରିବା ପାଇଁ ସେ ବିଭାଗ କୁ ନିର୍ଦ୍ଦେଶ ଦେଇଥିଲେ । ରିଲିଫ ସାମଗ୍ରୀ ବ୍ୟାପକ ମାତ୍ରା ରେ ମହଜୁଦ ରଖି ପ୍ରଭାବିତ ଲୋକଙ୍କୁ ଯୋଗାଇବାପାଇଁ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

ଇସ୍ରାଏଲ ଚାପରେ ଇରାନ ସହ ଯୁଦ୍ଧ ଆରମ୍ଭ କରିଛି ଆମେରିକା: ଇସ୍ତଫା ଦେଲେ ଟ୍ରମ୍ପଙ୍କ…

ୱାଶିଂଟନ,୧୭।୩: ଆମେରିକା ପ୍ରଶାସନରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଛି। ଇରାନ ସହ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଡୋନାଲ୍ଡ ଟ୍ରମ୍ପଙ୍କ ନ୍ୟାସନାଲ କାଉଣ୍ଟର ଟେରରିଜମ ସେଣ୍ଟର…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ବିଦ୍ୟାଳୟ ପାଠାଗାର ବହିକିଣା ଅନିୟମିତତା ପ୍ରସଙ୍ଗ: ଆର୍‌ଟିଆଇ ଆବେଦନ ପରେ …

ନନ୍ଦପୁର,୧୭ା୩ (ତୁଷାର କାନ୍ତ ମହାନ୍ତି)-ଏକ ନିର୍ଦ୍ଦିଷ୍ଟ ପ୍ରକାଶନ ସଂସ୍ଥାରୁ ସ୍କୁଲ ପରିଚାଳନା କମିଟିର ଅଜାଣତରେ ବିଦ୍ୟାଳୟ କମ୍ପୋଜିଟ ପାଣ୍ଠିରେ ପାଠାଗାର ବହି କିଣାରେ ଅନିୟମିତତା ପ୍ରସଙ୍ଗ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri