କଟକ ବ୍ରିଜ ଭୁଶୁଡ଼ିବା ଘଟଣାରେ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, ୫ ଲକ୍ଷର ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର, ୩ା୫(ସୁନିତ୍‌ ମିଶ୍ର): କଟକ ଖାନ୍‌ନଗରଠାରେ ବ୍ରିଜ୍‌ ନିର୍ମାଣ ସମୟରେ ଭୁଶୁଡ଼ି ପଡ଼ିବା ଯୋଗୁ ୩ ଜଣଙ୍କ ଜୀବନ ଯିବା ସହ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଅଘଟଣ ବିଷୟରେ ଜାଣିବା ପରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିବିଶେଷଙ୍କ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଆହତଙ୍କ ପାଇଁ ମାଗଣାରେ ଚିକିତ୍ସା ସୁବିଧା ଯୋଗାଇଦେବା ସାଙ୍ଗକୁ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଟିରୁ ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ତାଙ୍କ ‘ଏକ୍ସ’ ହ୍ୟାଣ୍ଡେଲ ଜରିଆରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ବାରବାଟୀ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟ୍‌କା: ICC ଲଗାଇଲା ଜରିମାନା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୧୨: ରାୟପୁରରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ଦିନିକିଆରେ ସ୍ଲୋ ଓଭର-ରେଟ ବଜାୟ ରଖିବା ପାଇଁ ଆଇସିସି ଟିମ ଇଣ୍ଡିଆକୁ ସେମାନଙ୍କ...

ରାଜ୍ୟରେ ଡାକ୍ତର ମରୁଡ଼ି : ୫୨୪୮ ପଦବୀ ପୂରଣ ପାଇଁ…

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ଡାକ୍ତର ମରୁଡ଼ି ପଡ଼ିଛି। ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଏ ନେଇ ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ...

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌...

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri