ଏଥର ସ୍ବାଧିନତା ଦିବସରେ ପତାକା ଉତ୍ତୋଳନ କରିବେନି ମୁଖ୍ୟମନ୍ତ୍ରୀ ବିଜୟନ

ଥିରୁଭାନନ୍ତପୁରମ,୧୪।୮: କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ଏଥର ସ୍ବାଧିନତା ଦିବସରେ ପତାକା ଉତ୍ତୋଳନ କରିବେ ନାହିଁ ବୋଲି ଜଣାପଡିଛି। ତାଙ୍କ ସ୍ଥାନରେ ମନ୍ତ୍ରୀ କଡାକମପାଲ୍ଲୀ ସୁରେନ୍ଦ୍ରନ ଥିରୁଭାନନ୍ତପୁରମଠାରେ ଆୟୋଜିତ କାର୍ଯ୍ୟକ୍ରମରେ ପତାକା ଉତ୍ତୋଳନ କରିବେ। ବିଜୟନ କେରଳର କୋଝିକୋଡେ ବିମାନ ଦୁର୍ଘଟଣା ସ୍ଥଳକୁ ଯାଇଥିବାରୁ ନିଜକୁ କ୍ୱାରାଣ୍ଟାଇନରେ ରଖିଛନ୍ତି। ସୂଚନାଯୋଗ୍ୟ, କିଛିଦିନ ତଳେ କେରଳର କୋଝିକୋଡେ ବିମାନ ବନ୍ଦରରେ ହୋଇଥିବା ଦୁର୍ଘଟଣାରେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଥିବା ୨୨ ଅଧିକାରୀ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଥିବା ଶୁକ୍ରବାର ଜଣାପଡିଛି। ଆଉ ଏହା ଜଣାପଡିବା ପରେ ମୁଖ୍ୟମନ୍ତ୍ରୀ ବିଜୟନ ନିଜକୁ କ୍ୱାରାଣ୍ଟାଇନ କରିଛନ୍ତି। କେବଳ ମୁଖ୍ୟମନ୍ତ୍ରୀ ନୁହେଁ ସେଠାକୁ ଯାଇଥିବା ସମସ୍ତ ବ୍ୟକ୍ତି ନିଜନିଜକୁ ସେଲ୍ଫ କ୍ୱାରାଣ୍ଟାଇନରେ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରର ପୁଅ ଘରକୁ ଫେରିଲେ: ମମତା

କୋଲକାତା,୧୧।୬: ପଶ୍ଚିମବଙ୍ଗରେ ନିର୍ବାଚନ ହାରିବା ପରେ ଭାଜପାକୁ ପୁଣି ଥରେ ଏକ ବଡ଼ ଝଟ୍‌କା ଲାଗିଛି। ଭାଜପାର ବରିଷ୍ଠ ନେତା ମୁକୁଲ ରୟ ପୁଅ ଶୁଭ୍ରାଂଶୁଙ୍କ...

ରାମ ମନ୍ଦିର ନିର୍ମାଣ : ଗୋଟିଏ ମାସରେ ଟ୍ରଷ୍ଟର ଖାତାକୁ ଆସିଲାଣି ୧ହଜାର କୋଟି ଟଙ୍କା

ଲକ୍ଷ୍ନୌ,୧୨ ।୨: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ପାଣ୍ଠି ଏକାଠି କରିବା କାର୍ଯ୍ୟ ଯୋରସୋରରେ ଚାଲିଛି । ସାରା ଦେଶରେ ପାଖାପାଖି ଦେଢ ଲକ୍ଷ...

ଦିଲ୍ଲୀରେ ସ୍ଥାପିତ ହେଲା ୧୦ ହଜାର ଶଯ୍ୟା ବିଶିଷ୍ଟ କୋଭିଡ୍‌ କେୟାର ସେଣ୍ଟର

ନୂଆଦିଲ୍ଲୀ, ୫।୭: ରାଜଧାନୀ ଦିଲ୍ଲୀରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ୧୦ ହଜାର...

ପାର୍ଲାମେଣ୍ଟ ପର୍ଯ୍ୟନ୍ତ ପଦଯାତ୍ରା କଲେ ବିରୋଧୀ, ଲୋକଙ୍କ କଣ୍ଠରୋଧ କରୁଛନ୍ତି ସରକାର, କହିଲେ ରାହୁଲ…

ନୂଆଦିଲ୍ଲୀ,୧୨।୮: ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଶେଷ ହୋଇଛି। ବର୍ତ୍ତମାନ ବିରୋଧୀ ଦଳମାନେ ପାର୍ଲାମେଣ୍ଟ ବାହାରେ ସରକାରଙ୍କୁ ଘେରି ରହିବାକୁ କରିଛନ୍ତି। ଗୁରୁବାର ଦିନ ବିରୋଧୀ ଦଳ...

ଟିଏମ୍‌ସିରେ ପତ୍ନୀ ଯୋଗ ଦେବାରୁ ଛାଡ଼ପତ୍ର ପଠାଇଲେ ସ୍ବାମୀ

କୋଲକାତା,୨୧।୧୨: ଭାଜପା ଏମ୍‌ପି ସୌମିତ୍ର ଖାନଙ୍କ ପତ୍ନୀ ସୁଜାତା ମଣ୍ଡଳ ଖାନ ସୋମବାର ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ଯୋଗ ଦେଇଛନ୍ତି। ଏହାର ପ୍ରଭାବ କେବଳ ରାଜ୍ୟର...

କମିଶନରଙ୍କ ସ୍ଥାନରେ କରୋନା ଯୋଦ୍ଧା କଲେ ପତାକା ଉତ୍ତୋଳନ

ବାରାଣସୀ,୧୫।୮: ଦେଶ ପାଳନ କରିଛି ୭୪ତମ ସ୍ବାଧିନତା ଦିବସ। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କଠାରୁ ମୁଖ୍ୟମନ୍ତ୍ରୀଙ୍କ ପର୍ଯ୍ୟନ୍ତ ସମସ୍ତେ ବିଭିନ୍ନ ସ୍ଥାନରେ ଗର୍ବର ସହ ଜାତୀୟ ପତାକା...

ପ୍ରତିଦିନ ଗୋଟିଏ ସିଝାଅଣ୍ଡା ନପୁଂସକତାରୁ ରଖେ ଦୂରେଇ…

ସମ୍ପ୍ରତି ପରିବର୍ତ୍ତିତ ଜୀବନ ଶୈଳୀରେ ତଥା ମାନସିକ ଚାପ ଯୋଗୁ କେତେକଙ୍କଠାରେ ନପୁଂସକତା ଦେଖିବାକୁ ମିଳୁଛି। ଆୟୁର୍ବେଦରେ ଏହାର ଘରୋଇ ଉପଚାର ସମ୍ପର୍କରେ ଉଲ୍ଲେଖ କରାଯାଇଛି।...

ପାକିସ୍ତାନର ଭାଷା କହୁଛି କଂଗ୍ରେସ: ଶିବରାଜ

ନୂଆଦିଲ୍ଲୀ,୧।୯: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଦିଗ୍‌ବିଜୟ ସିଂଙ୍କ ବିବାଦୀୟ ବୟାନର ଉତ୍ତର ରଖିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ।...

Advertisement


Archives

Model This Week