ବିଧାନସଭାରେ ବଜେଟ୍‌ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଲେ ଧନ୍ୟବାଦ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ୩ ଲକ୍ଷ ୧୦ ହଜାର କୋଟିି ବଜେଟ୍‌ ଉପସ୍ଥାପନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାଜପା ସରକାର ଆସିବା ପରେ ରାଜ୍ୟରେ ଅନେକ କିଛି ପରିବର୍ତ୍ତନ ଘଟିଛି। ଗତବର୍ଷ ତୁଳନାରେ ୬.୯ ପ୍ରତିଶତ ବୃଦ୍ଧି ହୋଇଛି। ପ୍ରଶାସନିକ ଖର୍ଚ୍ଚ ପାଇଁ ୧ ଲକ୍ଷ ୧୪ ହଜାର କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି। ଓଡ଼ିଶାକୁ ପ୍ରାଧାନ୍ୟ ଦେଉଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ବଜେଟ ଉପସ୍ଥାପନ ପୂର୍ବରୁ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣ ଯୁଗ ଆଡ଼କୁ…

ବଜେଟ୍‌ ଉପସ୍ଥାପନ ପୂର୍ବରୁ ଟୁଇଟ୍‌ ଯୋଗେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ଆଜି ବିକାଶର ଏକ ସୁବର୍ଣ୍ଣ ଯୁଗ ଆଡ଼କୁ ଆତ୍ମବିଶ୍ୱାସର ସହ ଆଗକୁ ବଢ଼ୁଛି। ଅର୍ଥନୈତିକ ସର୍ଭେ ୨୦୨୫-୨୬ ରିପୋର୍ଟରେ ମୁଣ୍ଡପିଛା ଆୟ ବୃଦ୍ଧି, ଶିଳ୍ପ, ସେବା ଓ ମହିଳା ଶ୍ରମଶକ୍ତିରେ ଅଭିବୃଦ୍ଧି ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଆଶାର ଏକ ନୂତନ ସନ୍ଦେଶ ଆଣିଛି। ଏହା କେବଳ ଏକ ପରିସଂଖ୍ୟାନ ନୁହେଁ ବରଂ ସାଢ଼େ ୪କୋଟି ଓଡ଼ିଆଙ୍କ ସଂକଳ୍ପ ଓ ପରିଶ୍ରମର ପ୍ରତିଫଳନ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri