ଜାନୁଆରୀ ୨୬ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର,୨୨ା୧: ଆସନ୍ତା ଜାନୁଆରୀ ୨୬ ତାରିଖରେ ସରକାରୀ ଛୁଟି ଦିବସ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସରକାରୀ ଛୁଟି ଥିବାରୁ ଆସନ୍ତା ସୋମବାର ଜାନୁଆରୀ ୨୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ।

ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦ ପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା…

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

Plane Crash: ଭୟଙ୍କର ବିମାନ ଦୁର୍ଘଟଣା, ୧୩ ମୃତ, ଦେଖନ୍ତୁ ଭୟଙ୍କର Video

ଲିମା,୨।୮: ଶନିବାର ଦକ୍ଷିଣ ଆମେରିକୀୟ ଦେଶ ପେରୁରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି, ଯାହା ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି। ରିପୋର୍ଟ ଅନୁଯାୟୀ ବିମାନଟି…

ସକାଳୁ ସକାଳୁ ଥରିଲା ରାଜଧାନୀ, ଭୂକମ୍ପର ତୀବ୍ରତା ଥିଲା…

ନୂଆଦିଲ୍ଲୀ,୨।୮: ରାଜଧାନୀ ଦିଲ୍ଲୀରେ ରବିବାର (୨ ଅଗଷ୍ଟ) ଭୋର ପ୍ରାୟ ୪ଟା୧୪ ସମୟରେ ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ୨.୯ ତୀବ୍ରତାର ଭୂମିକମ୍ପର ପ୍ରଭାବ…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri