ଜାନୁୟାରୀ ୧୩ରୁ ହକି ବିଶ୍ୱକପ୍‌: ମୁଖ୍ୟମନ୍ତ୍ରୀ କିଣିଲେ ପ୍ରଥମ ଟିକେଟ୍‌

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ଆସନ୍ତା ବର୍ଷ ଜାନୁୟାରୀ ୧୩ରୁ ଓଡ଼ିଶାରେ ଆରମ୍ଭ ହେବ ହକି ବିଶ୍ୱକପ୍‌। ଏଥିଲାଗି ଦର୍ଶକ ଭାବେ ପ୍ରଥମ ଟିକେଟ୍‌ କିଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ହକି ଇଣ୍ଡିଆ ଅଧ୍ୟକ୍ଷ ଦିଲୀପ ତିର୍କି ବୁଧବାର ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଟିକେଟ ଦେଇଛନ୍ତି। ଟିକେଟ୍‌କୁ ପାଇ ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିଛନ୍ତି। ଏଥିସହ ସାରା ବିଶ୍ୱ ହକି ବିଶ୍ୱକପ୍‌ ଦେଖିବା ଲାଗି ଅପେକ୍ଷା କରି ରହିଛି ବୋଲି କହିଛନ୍ତି। ତେବେ ହକି ବିଶ୍ୱକପ୍‌ ୧୩ରେ ଆରମ୍ଭ ହୋଇ ଜାନୁୟାରୀ ୨୯ରେ ଶେଷ ହେବ। ପ୍ରଥମ ଦିନ ଇଂଲଣ୍ଡ ଏବଂ ଓ୍ବେଲ୍ସ, ଇଣ୍ଡିଆ ଏବଂ ସ୍ପେନ୍‌ ମଧ୍ୟରେ ମୁକାବିଲା ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri