କରୋନାରେ ପ୍ରାଣ ହରାଇଥିଲେ ୨ ସାମ୍ବାଦିକ: ପରିବାରକୁ ୧୫ ଲକ୍ଷ ଟଙ୍କା ଲେଖାଏ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୭(ବ୍ୟୁରୋ): କରୋନାରେ ମୃତ ଦୁଇ ସାମ୍ବାଦିକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହାୟତା ରାଶି ଘୋଷଣା କରିଛନ୍ତି। ଉଭୟ ସାମ୍ବାଦିକଙ୍କ ପରିବାର ପିଛା ୧୫ ଲକ୍ଷ ଟଙ୍କା ଲେଖାଏ ମଞ୍ଜୁର କରାଯାଇଛି। ଗଞ୍ଜାମର ଦିବଙ୍ଗତ ସାମ୍ବାଦିକ ପ୍ରିୟଦର୍ଶୀ ପଟ୍ଟନାୟକ ଓ ଗଜପତିର କେ.ସିଏଚ୍‌ ରତ୍ନମ୍‌ଙ୍କ ପରିବାରକୁ ଏହି ରାଶି ଦିଆଯାଇଥିବା ନେଇ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବରରେ ଓସିଏସ୍‌ ପ୍ରିଲିମିନାରି ପରୀକ୍ଷା

କଟକ ଅଫିସ,୧ା୩:ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ସୋମବାର ନିଯୁକ୍ତି କ୍ୟାଲେଣ୍ଡର ପ୍ରକାଶ ପାଇଛି। ଏହି କ୍ୟାଲେଣ୍ଡର ଅନୁଯାୟୀ ୨୦୨୨-୨୩ ଶିକ୍ଷାବର୍ଷରେ ଓପିଏସ୍‌ସି ପକ୍ଷରୁ ହେବାକୁ...

୭୫ତମ ସ୍ବାଧୀନତା ଦିବସ : ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ସୁନ୍ଦରଗଡ଼ ଅଫିସ,୧୫।୮: ସୁନ୍ଦରଗଡ଼ରେ ଜିଲାସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଶଙ୍କରାସ୍ଥିତ ରିଜର୍ଭ ପୋଲିସ ପଡ଼ିଆରେ ଆୟୋଜିତ ଏହି ସମାରୋହରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ...

ଉଲଗ୍ନ କରି ଚଲାଇଲେ ରାସ୍ତାରେ

ସାରସକଣା,୧ା୪- ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅନ୍ତର୍ଗତ ପାକଟିଆଠାରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୋଖରୀ ଖନନକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ଆକ୍ରମଣକାରୀମାନେ ତାଙ୍କୁ ଉଲଗ୍ନ...

ଅଦୃଶ୍ୟ ଶତ୍ରୁ ସହ ଲଢ଼େଇ କରୁଛି ଭାରତ: ମୋଦି

ନୂଆଦିଲ୍ଲୀ,୧୪।୫: ଦେଶରେ କରୋନା ପ୍ରକୋପ ଜାରି ରହିଛି। ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ସାଢ଼େ ୯କୋଟିରୁ ଊର୍ଦ୍ଧ୍ୱ ଚାଷୀଙ୍କ ଖାତାକୁ ୧୯,୦୦୦ କୋଟି...

କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଭାଜପା ଏମ୍‌ପିମାନଙ୍କ ଅନୁରୋଧ: ଶ୍ରୀମନ୍ଦିର, ସୂର୍ଯ୍ୟମନ୍ଦିରକୁ ଆଦର୍ଶ ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦିଅ

ଭୁବନେଶ୍ୱର,୧୦ା୮(ବ୍ୟୁରୋ) : କଳା, ସଂସ୍କୃତି ଓ ପର୍ଯ୍ୟଟନର ଭୂମି ଓଡ଼ିଶା। ଐତିହ୍ୟ ଓ କାରୁକାର୍ଯ୍ୟରେ ପ୍ରସିଦ୍ଧି ଲାଭ କରିଥିବା କୋଣାର୍କ ସୂର୍ଯ୍ୟମନ୍ଦିର ଏବଂ ଜଗନ୍ନାଥ ଧାମ୍‌...

ବଜାର ବନ୍ଦ, ସରକାର ନେଉନାହାନ୍ତି

ଭୁବନେଶ୍ୱର, ୮।୬(ବ୍ୟୁରୋ): କରୋନା ସଂକ୍ରମଣ କେବଳ ସ୍ବାସ୍ଥ୍ୟ ନୁହେଁ, ଆର୍ଥିକ ଅବସ୍ଥାକୁ ମଧ୍ୟ ଦୋହଲାଇ ଦେଇଛି। ଉଭୟ କ୍ଷେତ୍ରରୁ ଜୀବନ ଧାରଣ ପ୍ରତି ଭୟଙ୍କର ସଙ୍କଟ...

ମୃତ୍ୟୁ ସହ ସଂଗ୍ରାମ କରୁଛି ମାଈହାତୀ

ଦେବଗଡ଼,୨ା୧୨(ଡି.ଏନ.ଏ): ଦେବଗଡ ବନଖଣ୍ଡ ଓ ଦେବଗଡ ବନାଞ୍ଚଳ କଂସର ସେକ୍ସନ ଅନ୍ତର୍ଗତ ବିରିୟାମ ଗ୍ରାମର ଏକ ନାଳରେ ପଡି ଜୀବନମୃତ୍ୟୁ ସହ ସଂଗ୍ରାମ କରୁଛି ଏକ...

କରୋନା ଆକ୍ରାନ୍ତ ଟିଏମ୍‌ସି ବିଧାୟକଙ୍କ ପରଲୋକ

କୋଲକାତା,୧୭।୮: ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ଏଗ୍ରା ବିଧାୟକ ସମରେଶ ଦାସଙ୍କ ସୋମବାର ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ୍ୟୁ ବେଳକୁ ତାଙ୍କୁ...

Advertisement
Archives

Model This Week