Posted inଜାତୀୟ

କଂଗ୍ରେସର ୫ ଗ୍ୟାରେଣ୍ଟି ଉପରେ ମୋହର ଲଗାଇଲା କର୍ନାଟକ କ୍ୟାବିନେଟ

ବେଙ୍ଗାଲୁରୁ,୨।୬: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା ଶୁକ୍ରବାର କହିଛନ୍ତି, କଂଗ୍ରେସ ନିର୍ବାଚନ ପୂର୍ବରୁ ଯେଉଁ ୫ଟି କଥା ଦେଇଥିଲା ଏ ସବୁକୁ ଚଳିତ ଆର୍ଥିକ ବର୍ଷରେ ଲାଗୁ କରାଯିବ। ଜୁନ ୨ ଶୁକ୍ରବାର ସିଦ୍ଦାରାମାୟା କହିଛନ୍ତି, ନିର୍ବାଚନ ସମୟରେ ଓ ଏହା ପୂର୍ବରୁ ଆମେ ୫ଟି ଗ୍ୟାରେଣ୍ଟି ଘୋଷଣା କରିଥିଲୁ। ଆମର ଅଧ୍ୟକ୍ଷ(କର୍ନାଟକ) ଡି କେ ଶିବକୁମାର ଓ ମୁଁ ଗ୍ୟାରେଣ୍ଟି କାର୍ଡ ଉପରେ ସାଇନ କରିଥିଲୁ ଓ କଥା ଦେଇଥିଲୁ କି ଆମେ ସମସ୍ତ କଥାକୁ ପୂରଣ କରିବୁ ବା ଲାଗୁ କରିବୁ ଏହା ସୁନିଶ୍ଚତ ହେବ ଯେ ଏହା ଲୋକଙ୍କ ପର୍ଯ୍ୟନ୍ତ ପହଞ୍ଚିବ। ଆମେ ଗ୍ୟାରେଣ୍ଟ କାର୍ଡ ବି ବାଣ୍ଟିଥିଲୁ। ଏହି ଗ୍ୟାରେଣ୍ଟି ଗୁଡିକ ମଧ୍ୟରେ ଥିଲା-ପ୍ରତ୍ୟେକ ଘରକୁ ୨୦୦ ୟୁନିଟ ମାଗଣା ବିଜୁଳି (ଗୃହ ଜ୍ୟୋତି ଯୋଜନା)।
ପ୍ରତ୍ୟେକ ପରିବାରର ମହିଳା ମୁଖ୍ୟଙ୍କୁ ଦୁଇ ହଜାର ଟଙ୍କା ସହାୟତା (ଗୃହ ଲକ୍ଷ୍ମୀ ଯୋଜନା)
ଦାରିଦ୍ର ସୀମାରେଖା ତଳେ ରହୁଥିବା ପରିବାରର ପ୍ରତ୍ୟେକ ସଦସ୍ୟଙ୍କୁ ପ୍ରତି ମାସରେ ୧୦ କିଲୋଗ୍ରାମ ମାଗଣା ଚାଉଳ (ଅନ୍ନ ଭାଗ୍ୟ ଯୋଜନା)
ବେରୋଜଗାରୀ ସ୍ନାତକମାନଙ୍କୁ ପ୍ରତି ମାସରେ ୩୦୦୦ଟଙ୍କା ଏବଂ ଦୁଇ ବର୍ଷ ପାଇଁ ଡିପ୍ଲୋମା ଧାରକମାନଙ୍କୁ (ୟୁଭା ନିଧି ଯୋଜନା) ପ୍ରତି ମାସରେ ୧୫୦୦ଟଙ୍କା ।
ସର୍ବସାଧାରଣ ବସରେ ମହିଳାମାନଙ୍କ ପାଇଁ ମାଗଣା ଯାତ୍ରା ସୁବିଧା (ଶକ୍ତି ଯୋଜନା)।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri