Posted inଜାତୀୟ

ବିଜୟଙ୍କ ରାଲିରେ ଦଳାଚଟାକା, ଷ୍ଟାଲିନଙ୍କ ଉପରେ ଲଗାଇଲେ ବଡ ଅଭିଯୋଗ

ଚେନ୍ନାଇ,୩୦।୯: କରୁର ଦଳାଚକଟା ଦୁର୍ଘଟଣାରେ ୪୧ ଜଣଙ୍କ ମୃତ୍ୟୁ ଘଟଣାରେ ଚାପା ରାଜନୈତିକ ଷଡ଼ଯନ୍ତ୍ର ଥିବା ଇଙ୍ଗିତ ଦେଇ ଅଭିନେତା-ରାଜନେତା ବିଜୟ ମଙ୍ଗଳବାର ନିଜର ପ୍ରଥମ ଭିଡିଓ ବାର୍ତ୍ତାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି, “ମୋ ଜୀବନରେ ଏପରି ଦୁଃଖଦାୟୀ ପରିସ୍ଥିତି ଦେଖି ନାହିଁ। ଜନସାଧାରଣଙ୍କ ସୁରକ୍ଷା ପାଇଁ ମୁଁ ରାଜନୀତିକୁ ଦୂରେଇ ରଖି ନିରାପଦ ସ୍ଥାନ ବାଛି ପୋଲିସକୁ ଅନୁରୋଧ କରିଥିଲି। କିନ୍ତୁ ଯାହା ହେବା ଉଚିତ ନ ଥିଲା, ତାହା ଘଟିଲା।”

ପାଞ୍ଚଟି ଜିଲାରେ ପ୍ରଚାର ସଫଳ ହେବା ପରେ କରୁରରେ ଏପରି କାହିଁକି ଘଟିଲା ବୋଲି ପ୍ରଶ୍ନ ଉଠାଇ ବିଜୟ କହିଛନ୍ତି, “ଜନତା ସତ୍ୟ ଜାଣିଛନ୍ତି ଓ ସବୁ ଦେଖୁଛନ୍ତି। ଶୀଘ୍ର ସତ୍ୟ ପ୍ରକାଶ ପାଇବ।” ସେ ନିଜ ସମର୍ଥକଙ୍କ ଉପରେ ଲାଗିଥିବା ଅଭିଯୋଗକୁ ଖଣ୍ଡନ କରି ମୁଖ୍ୟମନ୍ତ୍ରୀ ଏମ.କେ. ଷ୍ଟାଲିନଙ୍କୁ ଅନୁରୋଧ କରିଛନ୍ତି, “ଯଦି ପ୍ରତିଶୋଧ ନେବାର ଇଚ୍ଛା ଅଛି, ମୋ ସମର୍ଥକଙ୍କୁ ନୁହେଁ, ମୋ ଉପରେ କାର୍ଯ୍ୟାନୁଷ୍ଠାନ ନିଅନ୍ତୁ।”


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

ଲିଭ୍‌ ଇନ୍‌ ରିଲେଶନଶିପ୍‌ରେ ମହିଳାଙ୍କୁ ସ୍ତ୍ରୀ ମାନ୍ୟତା ମିଳିବା ଆବଶ୍ୟକ: ହାଇକୋର୍ଟ

ଚେନ୍ନାଇ,୨୧ା୧: ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ଥିବା ମହିଳାଙ୍କୁ ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ ଅନୁଯାୟୀ ସ୍ତ୍ରୀର ମାନ୍ୟତା ପ୍ରଦାନ ସହ ସୁରକ୍ଷା ଦିଆଯିବା ଆବଶ୍ୟକ। ଫଳରେ...

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri