ଓଡ଼ିଶୀ ନୃତ୍ୟଶିଳ୍ପୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ଓଡ଼ିଶୀ ନୃତ୍ୟାଙ୍ଗନା ତଥା ଗୁରୁ କେଳୁଚରଣ ମହାପାତ୍ରଙ୍କ ଧର୍ମପତ୍ନୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ଘୋଷଣା କରିଛନ୍ତି।

ଆଜି ପୁରୀରେ ତାଙ୍କର ଶେଷକୃତ୍ୟ କରାଯିବ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିଳ୍ପସଂସ୍ଥାରେ ସ୍ଥାନୀୟ ନିଯୁକ୍ତିକୁ ଅଣଦେଖା: ଦଳମତ ନିର୍ବିଶେଷରେ ବିଧାୟକଙ୍କ ଅଭିଯୋଗ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ରାଜ୍ୟର ଜମି, ଜଳ, ଜଙ୍ଗଲକୁ ବ୍ୟବହାର କରି ସଂଖ୍ୟାଧିକ କମ୍ପାନୀ ଶିଳ୍ପ ସମୃଦ୍ଧ ହୋଇଛନ୍ତି। ହେଲେ ସେହି ପରିମାଣରେ ରାଜ୍ୟର ମାନବ ସମ୍ବଳକୁ ନିଯୁକ୍ତି...

୭ରେ ‘କାଳିଆ’ ଅଯୋଗ୍ୟ ହିତାଧିକାରୀଙ୍କ ତାଲିକା: ସହାୟତା ରାଶି ଫେରସ୍ତ ନେଇ ରୋଡ୍‌ମ୍ୟାପ ପ୍ରସ୍ତୁତ

ଭୁବନେଶ୍ୱର,୧ା୯(ବ୍ୟୁରୋ)- ସେପ୍ଟେମ୍ବର ୭ରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ‘କାଳିଆ’ ଅଯୋଗ୍ୟ ହିତାଧିକାରୀଙ୍କ ନାମ ଘୋଷଣା କରାଯିବ। ଏଥିପାଇଁ ଆବଶ୍ୟକ ବ୍ଲକ ଏବଂ...

କରୋନାରୁ ମୁକ୍ତି ପାଇଁ ବିଦ୍ୟୁତ୍‌ କର୍ମଚାରୀଙ୍କ ସୁରକ୍ଷା ଦାବିକଲା ଓଡ଼ିଶା ବିଦ୍ୟୁତ୍‌ ଶ୍ରମିକ ମହାସଂଘ

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ଓଡ଼ିଶାରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପରେ ସାରା ରାଜ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ଏହି ପରିପ୍ରେକ୍ଷୀରେ ବିଦ୍ୟୁତ୍‌ କର୍ମଚାରୀମାନେ...

ସବ୍‌ପ୍ଲଟ୍‌୍‌ ମାଲିକଙ୍କୁ ବିଜ୍ଞପ୍ତି କଣ୍ଟା

ଭୁବନେଶ୍ୱର,୫ା୧୨(ବ୍ୟୁରୋ): ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶିତ ଏକ ବିଜ୍ଞପ୍ତି ଅନୁଯାୟୀ ଲେ’ ଆଉଟ ପ୍ଲାନ ଅନୁମୋଦନ ହୋଇ ନ ଥିବା ପ୍ଲଟ୍‌ର ସବ୍‌ପ୍ଲଟ୍‌(ଛୋଟ ଜମି)ଗୁଡ଼ିକରେ...

ଖୋଲିବ ଶ୍ରୀମନ୍ଦିର: କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ଦେଖାଇ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ବାହାର ଭକ୍ତ

ପୁରୀ ଅଫିସ,୧୨।୧୨: ଖୋଲିବ ଶ୍ରୀମନ୍ଦିର। ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଭକ୍ତ। ଏନେଇ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ନିଆଯାଇଥିବା ଶନିବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ...

ଏସ୍‌ସିବି ମେଡିକାଲରେ ବିଦ୍ୟୁତ୍‌ ବିଭ୍ରାଟ ସାଢ଼େ ୯ ଘଣ୍ଟା କଲବଲ ହେଲେ ରୋଗୀ

କଟକ ଅଫିସ, ୧୩ା୬: ବୁଧବାର ପୂର୍ବାହ୍ନ ୧୦ଟାରୁ ସନ୍ଧ୍ୟା ସାଢେ ୭ଟା ପର୍ଯ୍ୟନ୍ତ ଏସ୍‌ସିବି ମେଡିକାଲ ସର୍ଜରୀ ୱାର୍ଡର ଦୃଶ୍ୟ ଅତ୍ୟନ୍ତ ଦୁଃଖଦାୟକ ଥିଲା। କାହା...

ରାଜ୍ୟରେ ସୁସ୍ଥ ହେଲେ ୧୪୬୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୫ ା୧୧(ବ୍ୟୁରୋ)- ରାଜ୍ୟରେ ଗୁରୁବାର ଆଉ ୧୪୬୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୬୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ବାଲଶ୍ୱରରୁ ୧୧୦,...

ସେସୁ : ଆଦାୟ ହେଲାଣି ୬୭.୨୯ କୋଟି ବକେୟା

ଭୁବନେଶ୍ୱର,୩ା୨(ବ୍ୟୁରୋ): ସେସୁ ପକ୍ଷରୁ ବକେୟା ବିଲ୍‌ ଆଦାୟ ଏବଂ ଖିଲାପକାରୀଙ୍କ ବିଜୁଳି ସଂଯୋଗ ବିଚ୍ଛିନ୍ନ କାର୍ଯ୍ୟ ଜାରି ରହିଛି। ଏହିକ୍ରମରେ ରବିବାର ୬୫୨ଜଣ ଉପଭୋକ୍ତାଙ୍କ ବିଜୁଳି...

Advertisement


Archives

Model This Week

Why Dharitri