ସ୍କୁଲ ବହି ତ୍ରୁଟିକୁ ନେଇ ଆକ୍ସନରେ ମୁଖ୍ୟମନ୍ତ୍ରୀ: ୪ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୨୬।୬: ସ୍କୁଲ ବହି ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। କମିଟି ସୁପାରିସ ଅନୁଯାୟୀ ମୁଖ୍ୟମନ୍ତ୍ରୀ ୪ଜଣ ଅଧିକାରୀଙ୍କୁ ନିଲମ୍ବନ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟର ତତ୍କାଳୀନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ନିଲମ୍ବନ କରିଥିବା ବେଳେ ୩ଜଣ ସହକାରୀ ନିର୍ଦ୍ଦେଶକ ପ୍ରଲିପ୍ତା ମିଶ୍ର, ଦିଲୀପ ସାହୁ ଓ ଭାରତୀ ଟୁଡୁଙ୍କୁ ମଧ୍ୟ କାର୍ଯ୍ୟରୁ ନିଲମ୍ବନ କରିଛନ୍ତି। ଏପରିକି ୬ ସହକାରୀ ନିର୍ଦ୍ଦେଶକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବନ୍ଦିତା ପଟ୍ଟନାୟକ, ମାନସ ରାଉତ, ମନୋରଞ୍ଜନ ମହାପାତ୍ର, ପ୍ରଶାନ୍ତ ସାହୁ, ମାନସ ନାୟକ, ସୁଦର୍ଶନ ସନ୍ତରାଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ଏଥିସହ ତ୍ରୁଟି ସୁଧାରିବାକୁ କମିଟି ୧୪ଟି ସୁପାରିସ କରିଛି। ମାଷ୍ଟର ତ୍ରୁଟି ରେଜିଷ୍ଟର ପ୍ରସ୍ତୁତ ହେବ। SCERTରେ କ୍ବାଲିଟି ଆସ୍ୟୁରାନସ ସେଲ ଖୋଲାଯିବ। ଭାଷା, ଚିତ୍ର, ତଥ୍ୟ ଏଣିକି ଅନୁମୋଦନ ବିନା ପ୍ରିଣ୍ଟିଂ ପ୍ରେସକୁ ଯିବ ନାହିଁ ବୋଲି କମି ପକ୍ଷରୁ ସୁପାରିସ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଥରରେ ଛେଚି ଯୁବକଙ୍କୁ ହତ୍ୟା !: ନିର୍ମାଣାଧୀନ ଆବାସ ଘରୁ ରକ୍ତାକ୍ତ ମୃତଦେହ

ରାଇରଙ୍ଗପୁର,୧୧।୮: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳର ବାଢୁଣିଆ ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗାଁର ଏକ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

ଆସନ୍ତାକାଲି ସୂର୍ଯ୍ୟଗ୍ରହଣ: ଏମାନଙ୍କୁ ଲାଗିବ ଗ୍ରହଣ ଦୋଷ! ୧୨ ଅଗଷ୍ଟ ପୂର୍ବରୁ ଜାଣନ୍ତୁ ଶାସ୍ତ୍ରର ନିୟମ

୧୨ ଅଗଷ୍ଟ ୨୦୨୬ରେ ଶ୍ରାବଣ ଅମାବାସ୍ୟା ଦିନ ପୂର୍ଣ୍ଣ ସୂର୍ଯ୍ୟଗ୍ରହଣ ଲାଗିବାକୁ ଯାଉଛି। ଏହି ଗ୍ରହଣ ଗ୍ରୀନଲ୍ୟାଣ୍ଡ, ଆଇସଲ୍ୟାଣ୍ଡ ଏବଂ ସ୍ପେନ ସମେତ ବିଶ୍ୱର କିଛି ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri