ବ୍ରହ୍ମପୁରରେ ସୁଭଦ୍ରା ଦ୍ବିତୀୟ କିସ୍ତି ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଛତ୍ରପୁର, ୭ା୩(ସନ୍ତୋଷ ପାଢ଼ୀ)- ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଶନିବାର ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ଗଞ୍ଜାମ ଜିଲାର ବ୍ରହ୍ମପୁର ବିବେକ ବିହାରଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭାରମ୍ଭ କରିବେ। ବିବେକ ବିହାରରେ ସକାଳ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି । କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମତ୍ସ୍ୟ, ପ୍ରାଣୀ ସମ୍ପଦ ଉନ୍ନୟନ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ବ୍ରହ୍ମପୁର ଏମ୍‌ପି ଡ. ପ୍ରଦୀପ କୁମାର ପାଣିଗ୍ରାହୀ, ଆସିକା ଏମ୍‌ପି ଅନୀତା ଶୁଭଦର୍ଶିନୀଙ୍କ ସହ ଜିଲାର ସମସ୍ତ ବିଧାୟକ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିବା ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ ବନ୍ଦ ରହିବ ୨୦୫ ସ୍କୁଲ, ୨୬୫ ଅଙ୍ଗନୱାଡି କେନ୍ଦ୍ର, ଜାଣନ୍ତୁ

ଭଦ୍ରକ,୨୦।୮(ସନାତନ ରାଉତ): ଭଦ୍ରକ ଜିଲାରେ ଜାରି ରହିଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଶୁକ୍ରବାର ୪ ବ୍ଲକର ୨୦୫ ସ୍କୁଲ ଓ ୨୬୫ ଅଙ୍ଗନୱାଡି କେନ୍ଦ୍ର ବନ୍ଦ…

ଭଷ୍ମାରେ ଭୟାବହ ସଡ଼କ ଦୁର୍ଘଟଣା: ଟ୍ରଲର ଚକା ତଳେ ଚାଲିଗଲା ମହିଳାଙ୍କ ସମେତ ୨ ଶିଶୁଙ୍କ ଜୀବନ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ରାଉରକେଲା-ସମ୍ବଲପୁର ବିଜୁ ଏକ୍ସପ୍ରେସ୍‌ୱେ’ର ସୁନ୍ଦରଗଡ଼ ଜିଲା ଭଷ୍ମା ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଏକ ମର୍ମନ୍ତୁଦ ସଡ଼କ…

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ମମତାରାଣୀ ତ୍ରିପାଠୀ ବରଗଡ଼ର ନୂତନ CDAO

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ନୂତନ ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ଭାବେ ଗୁରୁବାର ମମତାରାଣୀ ତ୍ରିପାଠୀ ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବତନ…

ଭାତ ଖାଇବା ବେଳେ ଗଡ଼ିଲା ମୁଣ୍ଡ: ସାମାନ୍ୟ କଳିରୁ ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନ ଭାଇ

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ତଥା ରକ୍ତାକ୍ତ ଘଟଣା ସାମ୍ନାକୁ ଆସିଛି।…

ଗାଧୋଇବା ବେଳେ ଭାସିଗଲେ ୩ ଯୁବକ, ଆଉ ତା’ପରେ…

ସମ୍ବଲପୁର,୨୦।୮,ସମ୍ବଲପୁର ଜିଲା ମାନେଶ୍ବର ମାଳତି ଯୋରରେ ଗୁରୁବାର ଏକ ଦୁଖଃଦ ଘଟଣା ଘଟିଛି। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର…

କେତୁଙ୍କ ଘରେ ବୁଧଙ୍କ ପ୍ରବେଶ, ୩ ରାଶିଙ୍କ ଘରେ ପଡିଯିବ ଅକାଳ! ଆଖି ପିଛୁଳାକେ ଚାଲିଯିବ ସବୁ ଟଙ୍କା…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହ ଏବଂ ନକ୍ଷତ୍ରମାନଙ୍କର ଚାଲି ପରିବର୍ତ୍ତନ ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ। ବୁଧ ଏବଂ କେତୁଙ୍କ ସ୍ଥିତି ଓ ନକ୍ଷତ୍ର…

ବ୍ରହ୍ମପୁରର ସୁନା ପୁଅ: ମହାକାଶ ବିଜ୍ଞାନରେ ଗବେଷଣା କରି ସୁନାମ ଆଣିଛନ୍ତି ବିଶ୍ୱଜିତ

ବ୍ରହ୍ମପୁର,୨୦।୮(ସୁବାସ ଚନ୍ଦ୍ର ପାଢ଼ୀ): ମହାକାଶ ବିଜ୍ଞାନ କ୍ଷେତ୍ରରେ ଅସାଧାରଣ ଗବେଷଣା କରି ବ୍ରହ୍ମପୁର ସହର ପାଇଁ ସୁନାମ ଆଣିଛନ୍ତି ହିଲପାଟଣା ନିବାସୀ ହୃଷିକେଶ ଦାଶ ଓ ସଂଯୁକ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri