Posted inରାଜ୍ୟ

ଆସନ୍ତା ୨୨ରେ ମୟୂରଭଞ୍ଜ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୨ରେ ମୟୂରଭଞ୍ଜ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବା ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ । ଏଥିପାଇଁ ଜିଲାର ୨୬ ବ୍ଲକରେ ପ୍ରସ୍ତୁତି ଜୋରସୋର୍‌ରେ ଚାଲିଥିବା ଜଣାପଡ଼ିଛି। ଗସ୍ତବେଳେ ପ୍ରାୟ ଦୁଇ ହଜାର କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବାର କାଯର୍ର୍‌ୟକ୍ରମ ପ୍ରସ୍ତୁତ ହୋଇଛି।

ଡିସେମ୍ବର ଶେଷ ସପ୍ତାହରେ ପଞ୍ଚାୟତ ଭୋଟ ପାଇଁ ବିଜ୍ଞପ୍ତି ଜାରି ହେବାର ସମ୍ଭାବନା ରହିଛି । ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ପ୍ରାୟ ସବୁ ଜିଲା ଗସ୍ତ କରିବାର କାର୍ଯ୍ୟକ୍ରମ ପ୍ରସ୍ତୁତ ହୋଇଛି। ୨୦୧୭ ତ୍ରିସ୍ତରୀୟ ପଞ୍ଚାୟତ ଭୋଟରେ ମୟୂରଭଞ୍ଜରେ ଭାଜପା ବେଶ ଭଲ ପ୍ରଦର୍ଶନ କରିଥିଲା । ୨୦୧୯ରେ ମଧ୍ୟ ବିଜେଡି ଆଶାନୁରୂପକ ଫଳ ପାଇନି। ଏହାକୁ ଦୃଷ୍ଟିରେ ରଖି ବିଜେଡି ଏଥର ଭଲ ଫଳ ପାଇବାକୁ ଆଗୁଆ ସବୁପ୍ରକାର ପ୍ରସ୍ତୁତି ଚଳାଇଛି ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri