ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ: ସେବାୟତଙ୍କ ସହ କରିବେ ଆଲୋଚନା

ଭୁବନେଶ୍ୱର,୧।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଅପରାହ୍ନରେ ପୁରୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରଥଯାତ୍ରାର ଆଗାମୀ ନୀତିକାନ୍ତି ସମ୍ପର୍କରେ ଶ୍ରୀମନ୍ଦିର ସେବାୟତଙ୍କ ସହ ଆଲୋଚନା କରିବେ ବୋଲି ସୂଚନା ମିଳିଛି। ଶରଧାବାଲି ଅଘଟଣ ପରେ ଏହା ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ପୁରୀ ଗସ୍ତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ହଜିଯାଇଥିବା ମନି ପର୍ସକୁ ଫେରାଇଲେ ଫରେଷ୍ଟ ଗାର୍ଡ

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପେଟ୍ରୋଲ ପମ୍ପଠାରେ ପେଟ୍ରୋଲ ପକାଇବାକୁ ଯାଉଥିବା ବେଳେ ସେଠାରୁ ଫରେଷ୍ଟ ଗାର୍ଡ ପ୍ରଶାନ୍ତ ନାୟକଙ୍କୁ ଏକ...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri