ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା ହେବାକୁ ଯାଉଛି । ସୋମବାରଠାରୁ ସୁନ୍ଦରଗଡ଼ ଠାରେ ଅନୁଷ୍ଠିତ ହେବାକୁଥିବା ୧୪ ବର୍ଷରୁ କମ ବାଳକ ଏବଂ ବାଳିକା ବିଭାଗ ସିଏମ ଟ୍ରଫି ଆନ୍ତଃ ଜିଲା ଫୁଟବଲ ପ୍ରତିଯୋଗିତା ପାଇଁ ଗତକାଲି ରାତିରେ କେନ୍ଦୁଝ ଜିଲା ଦଳ ସୁନ୍ଦରଗଡ଼ ଯାତ୍ରା କରିଥିବାର ଜଣାପଡିଛି ।

ଅଙ୍କିତ ବେହେରାଙ୍କ ନେତୃତ୍ୱରେ ୨0 ଜଣିଆ କେନ୍ଦୁଝର ବାଳକ ବିଭାଗରେ ସ୍ଥାନ ପାଇଥିବା ଅନ୍ୟ ଖେଳାଳୀମାନେ ହେଲେ ଆୟୁଷ ମହାକୁଢ଼, ଗୁମନ ଭୁଞ୍ଜି, ସୁବ୍ରତ ବେହେରା, କିଷାନ ସିଦୁ, ଆଶିଷ ନାଏକ, ରୋଶନ ନାଏକ, ସିଦୁ ମୁଣ୍ଡା, ଟିକେଶ୍ୱର ଗୋପ, ରୋଶନ ନାଏକ, ଓମପ୍ରକାଶ ମୁଣ୍ଡା, ଓମପ୍ରକାଶ ମାଝୀ, ଶୁଭମ ପ୍ରଧାନ, ମନୋଜ ଗାଗରାଇ, ସନିଆ ମୁଣ୍ଡା, କ୍ରିଷ୍ଣା ମୁଣ୍ଡା, ଡାକ୍ତର ମୁଣ୍ଡା, କ୍ରିଷ୍ଣା ମୁଣ୍ଡା, ପିଣ୍ଟୁ ନାଏକ ଏବଂ ଆକାଶ ଓଡିୟା । ଦଳ ସହ ମ୍ୟାନେଜର ଭାବେ ଜିନ୍ଦଲ ଫାଉଣ୍ଡେସନର ସୀତାରାମ ମୁଣ୍ଡା ଏବଂ କୋଚ ଭାବେ ଶଙ୍ଖ ମାରାଣ୍ଡି ଦଳ ସହ ଯାତ୍ରା କରିଛନ୍ତି ।

ସେହିପରି ପୂଜା ଓରାମଙ୍କ ନେତୃତ୍ୱରେ ୨୦ ଜଣିଆ କେନ୍ଦୁଝର ଜିଲା ବାଳିକା ଦଳରେ ସ୍ଥାନ ପାଇଥିବା ଅନ୍ୟ ଖେଳାଳିମାନେ ହେଲେ ଅନନ୍ୟା ଟୋପ୍ନ, ଇତିଶ୍ରୀ ନାଏକ, ପୂର୍ଣ୍ଣିମା ଲୋହାର, ସ୍ୱପ୍ନା ଭୂୟାଁ, ସୋନାଲି ଓରାମ, ସୁବର୍ଣ୍ଣିକା ଚମ୍ପିୟା, ଆୟୁଷ୍କା ମାଝୀ, ନିହାରିକା ମୁଣ୍ଡା, ଗୀତା ମୁଣ୍ଡା, ଶୀତଲ ମୁଣ୍ଡା, ପାର୍ବତୀ ମୁଣ୍ଡା, ସୁପ୍ରିୟା ମହାନ୍ତ, ଶ୍ରାବଣୀ ମହାନ୍ତ, ନିହାରିକା ମହାକୁଢ଼, ପ୍ରୀତି ମୁଣ୍ଡା, ଅର୍ଚ୍ଚିତା ବେହେରା, ସୋନାଲି ମହାନ୍ତ ଏବଂ ସଜନୀ ଲୋହାର ।

ଦଳ ସହ ମ୍ୟାନେଜର ଭାବେ ବଳରାମ ସିଦୁ ଓ କୋଚ ଭାବେ ଟାଟା ଷ୍ଟିଲ ଫାଉଣ୍ଡେସନର ରାନୀ କଲା ଦଳ ସହ ଯାତ୍ରା କରିଛନ୍ତି । କେନ୍ଦୁଝର ଦଳ ଆସନ୍ତାକାଲି ସକାଳେ ଉଦଘାଟନୀ ଖେଳରେ ସୁନ୍ଦରଗଡ଼ ଷ୍ଟାଡିୟମ ଠାରେ ବାଲେଶ୍ୱର ଜିଲାକୁ ଭେଟିବ ବୋଲି କେନ୍ଦୁଝର ଜିଲା କ୍ରୀଡା ସଂସ୍ଥା ସାଧାରଣ ସମ୍ପାଦକ ସଂଗ୍ରାମ କେଶରୀ ପଟ୍ଟନାୟକ ସୂଚନା ଦେଇଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

ଅନ୍-ସ୍କ୍ରିନ୍ ମାର୍କିଂ ବିବାଦ ଉପରେ CBSEର ୟୁଟର୍ନ, ପ୍ରଥମେ ଖାରଜ ପରେ ଏବେ ତ୍ରୁଟି ସ୍ବୀକାର କଲା

ନୂଆଦିଲ୍ଲୀ,୩୧।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଏହାର ଅନ୍-ସ୍କ୍ରିନ୍ ମାର୍କିଂ (OSM) ସିଷ୍ଟମକୁ ନେଇ ବିବାଦ ସମ୍ପର୍କରେ ଏକ ବଡ଼ ୟୁ-ଟର୍ଣ୍ଣ ନେଇଛି । ଉତ୍ତର…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri