Posted inଜାତୀୟ

ଓୱାଇସିଙ୍କ ଚ୍ୟାଲେଞ୍ଜକୁ ଗ୍ରହଣ କଲେ ଯୋଗୀ

ଲକ୍ଷ୍ନୌ,୪ ।୭: ଉତ୍ତର ପ୍ରଦେଶରେ ଜିଲା ପଞ୍ଚାୟତ ଅଧ୍ୟକ୍ଷ ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା) ବହୁ ସଂଖ୍ୟାରେ ବିଜୟ ଲାଭ କରି ଏବେ ଉତ୍ସାହିତ ଅଛି । ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ଏହାପରେ ଭାଜପାକୁ ଶକ୍ତି ମିଳି ଯାଇଛି ବୋଲି ଆଲୋଚନା ହେଉଛି । ଏହି ଫଳାଫଳକୁ ଦେଖି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଉତ୍ତର ପ୍ରଦେଶରେ ଆସନ୍ତା ବିଧାନସଭା ନିର୍ବାଚନ ବି ଭାଜପା ଜିତିବ । ଏହା ପୂର୍ବରୁ ଏଆଇଏମ୍‌ଆଇଏମ୍ ମୁଖ୍ୟ ଅସଦୁଦ୍ଦିନ ଓୱାଇସି ଯେଉଁ ଚ୍ୟାଲେଞ୍ଜ ଦେଇଥିଲେ ଯୋଗୀ ତାକୁ ଗ୍ରହଣ କରି ନେଇଛନ୍ତି । ସୂଚନାଯୋଗ୍ୟ, ଓୱାଇସି କହିଥିଲେ କି ୨୦୨୨ରେ ସେ କୌଣସି ପ୍ରକାରେ ଯୋଗୀ ଆଦିତ୍ୟନାଥଙ୍କୁ ମୁଖ୍ୟମନ୍ତ୍ରୀ ହେବାକୁ ଦେବେ ନାହିଁ । ଏବେ ଯୋଗୀ କହିଛନ୍ତି ଓୱାଇସି ଦେଶର ଜଣେ ବଡ ନେତା । ଯଦି ସେ ଏଭଳି ଚ୍ୟାଲେଞ୍ଜ ଦେଉଛନ୍ତି ଭାଜପା ଏହାକୁ ଗ୍ରହଣ କରି ନେଉଛି । ଆସନ୍ତା ବର୍ଷ ବିଧାନସଭା ନିର୍ବାଚନରେ ଭାଜପା ହିଁ ବିଜୟ ଲାଭ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri