Posted inଜାତୀୟ

ଆକ୍ସନ ମୁଡରେ ଯୋଗୀ

ଲକ୍ଷ୍ନୌ,୨୬ ।୩: ଚଳିତ ବିଧାନସଭା ନିର୍ବାଚରେ ବହୁମାତ୍ରାରେ ଭୋଟ ପାଇ ବିଜୟ ଲାଭ କରିବା ପରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଦ୍ୱିତୀୟଥର ଲାଗି ଯୋଗୀ ଆଦିତ୍ୟନାଥ ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି । ଲକ୍ଷ୍ନୌର ଅଟଳ ବିହାରି ବାଜପେୟୀ ଇକାନା ଷ୍ଟାଡିୟମରେ ଏକ ଐତିହାସିକ ଶପଥ ଗ୍ରହଣ ଉତ୍ସବରେ ଯୋଗୀ ଓ ତାଙ୍କ ମନ୍ତ୍ରୀମଣ୍ଡଳ ଶପଥ ନେଇଛନ୍ତି । ତେବେ ଶପଥ ଗ୍ରହଣ ଉତ୍ସବ ସରୁ ସରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ କ୍ୟାବିନଟ ବୈଠକ ଡାକିଥିଲେ । ଅବଶ୍ୟ ଏହି ବୈଠକରେ ସେମିତି କିଛି ନିଷ୍ପତ୍ତି ନିଆଯାଇ ନାହିଁ । ଏହି ବୈଠକରେ କେବଳ ମନ୍ତ୍ରୀମାନଙ୍କର ପରିଚୟ ହୋଇଛି । ଶନିବାର ସକାଳ ୧୦ଟାରେ ଯୋଗୀ ସରକାର ୨.୦ର କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ । ଅନୁମାନ କରାଯାଉଛି କି ଏହି ବୈଠକ ପରେ ସରକାର କିଛି ବଡ ନିଷ୍ପତ୍ତି ନେଇ ପାରନ୍ତି । ଏହାପରେ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରିବସ୍ତରର ଉର୍ଦ୍ଧ୍ୱରେ ଅଧିକାରୀଙ୍କ ସହ ଯୋଜନା ଭବନରେ ବୈଠକ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୪ ହେବାକୁ ଯାଉଛି ବିଶ୍ୱର ସବୁଠାରୁ ମହଙ୍ଗା ଇଲେକ୍ସନ, ୨୦୧୯ ତୁଳନାରେ ଖର୍ଚ୍ଚ ହେଉଛି ୨ ଗୁଣା ଅଧିକ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବ ରେକର୍ଡ ଭାଙ୍ଗିବା ଏବଂ ବିଶ୍ୱର ସବୁଠାରୁ ମହଙ୍ଗା ର୍ନିବାଚନ ଇଭେଣ୍ଟ ହେବାକୁ ଯାଉଛି। ଏନଜିଓ ସେଣ୍ଟର ଫର...

ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ କଂଗ୍ରେସ ମନିଫେଷ୍ଟୋ ଉପରେ ପ୍ରଶ୍ନ ଉଠାଉଛନ୍ତି। କିଛି ଦିନ ପୂର୍ବେ...

‘୨୦୨୫ ସୁଦ୍ଧା ଭାଜପା ସଂରକ୍ଷଣ ଉଚ୍ଛେଦ କରିବ’: ରେବନ୍ଥ ରେଡ୍ଡୀଙ୍କ ବଡ଼ ଦାବି

ହାଇଦ୍ରାବାଦ,୨୫।୪: ମୁସଲମାନମାନଙ୍କ ପାଇଁ କୋଟାକୁ ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଚାଲିଥିବା ରାଜନୈତିକ ଵାକଯୁଦ୍ଧ ମଧ୍ୟରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ ଅଭିଯୋଗ କରିଛନ୍ତି...

ପ୍ରଥମେ ଖବରଦାତା ସମ୍ମିଳନୀ-ପରେ ରାଲି, ଏବେ ରୋଡ ଶୋ’…ଏଏପିର ପ୍ରଚାର ସମ୍ଭାଳିବେ ସୁନୀତା କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଗିରଫ ହୋଇ ଜେଲ୍‌ ଯିବା ପରେ ତାଙ୍କ ପତ୍ନୀ ସୁନୀତା କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ଆସୁଛନ୍ତି। ସେ...

ହୋଟେଲରେ ନିଆଁ ଲାଗି ୬ ମୃତ, ୧୨ ଆଇସିୟୁରେ ଭର୍ତ୍ତିି

ପାଟନା,୨୫ା୪: ଗୁରୁବାର ପାଟନାରେ ଥିବା ଏକ ହୋଟେଲରେ ନିଆଁ ଲାଗିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଏହି...

ଭାଜପାରେ ଯୋଗଦେଲେ ପ୍ରସିଦ୍ଧ ୟୁଟ୍ୟୁବର: ମା’ଙ୍କ କଥାରେ ଧରିଲେ ପଦ୍ମ

ନୂଆଦିଲ୍ଲୀ,୨୫।୪: ବିହାରର ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କାଶ୍ୟପ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ସେ ଦିଲ୍ଲୀରେ ଦଳର ଜାତୀୟ ସଭାପତି ଜେପି ନଡାଙ୍କୁ ଭେଟି ପଦ୍ମ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂରେ ନଜର ଆସିବେ ହେଭିଓ୍ବେଟ ନେତା, ଭାଗ୍ୟ ପରୀକ୍ଷା କରିବେ ରାହୁଲ-ଶଶୀ ଥରୁର୍‌

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନକୁ ନେଇ ଦେଶରେ ସୃଷ୍ଟି ହୋଇଛି ଏକ ଭିନ୍ନ ପରିବେଶ । ପ୍ରଥମ ପର୍ଯ୍ୟାୟ ପରେ ସବୁ ରାଜନୈତିକ ଦଳ ଏବେ...

ପ୍ରଧାନ ବିଚାରପତି କଲେ ବଡ଼ ଘୋଷଣା, ହ୍ବାଟ୍ସଆପ୍‌ରେ ଓକିଲଙ୍କୁ ମାମଲା ସମ୍ପର୍କିତ ସୂଚନା ପ୍ରଦାନ କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୫।୪: ଭାରତର ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୁଡ଼ ଘୋଷଣା କରିଛନ୍ତି ଯେ ସୁପ୍ରିମକୋର୍ଟ ହ୍ବାଟ୍ସଆପ୍‌ ଜରିଆରେ ଓକିଲଙ୍କ ସହ ଶୁଣାଣି ହେବାକୁ ଥିବା ମାମଲା, ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri