Posted inଜାତୀୟ

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପାଳିତ କୁକୁରକୁ ନେଇ ଚର୍ଚ୍ଚା

ସୋସିଆଲ ମିଡିଆରେ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ କୁକୁର ‘ଗୁଲ୍ଲୁ’ର ଫଟୋ ଭାଇରାଲ ହେବାରେ ଲାଗିଛି। ନିକଟରେ ଗୋରଖନାଥ ମନ୍ଦିରରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥନା କରିଥିଲେ ଏବଂ ସେ ବାହାରକୁ ଆସିବା ପରେ କଳା ଲାବ୍ରାଡୋର କୁକୁର ‘ଗୁଲ୍ଲୁ’ ତାଙ୍କୁ ଅଭିବାଦନ କରିବାକୁ ଦୌଡିଥିଲା। ଏହା ଦେଖି ମୁଖ୍ୟମନ୍ତ୍ରୀ କୁକୁରକୁ ବିସ୍କୁଟ ଖାଇବାକୁ ଦେଇଥିଲା। ମନ୍ଦିର ପରିସରରେ ଥିବା ସୂତ୍ରରୁ ପ୍ରକାଶ ଯେ, ଯୋଗୀ ଆଦିତ୍ୟନାଥ ‘ଗୁଲ୍ଲୁ’କୁ ବହୁତ ଭଲ ପାଆନ୍ତି ଏବଂ ଯେତେବେଳେ ସେ ମନ୍ଦିର ପରିଦର୍ଶନ କରନ୍ତି, ସେତେବେଳେ ‘ଗୁଲ୍ଲୁ’ସର୍ବଦା ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଯାଏ। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କର କାଲୁ ନାମକ ଏକ କଳା କୁକୁର ଥିଲା। ଡିସେମ୍ବର ୨୦୧୬ରେ କାଲୁକୁ ଗୋରକ୍ଷ ମନ୍ଦିରକୁ ଅଣାଯାଇଥିଲା ଏବଂ ଏହାର ତିନି ମାସ ପରେ ଅର୍ଥାତ୍‌ ମାର୍ଚ୍ଚ ୨୦୧୭ରେ ଯୋଗୀ ଆଦିତ୍ୟନାଥ ମୁଖ୍ୟମନ୍ତ୍ରୀ ହୋଇଥିଲେ। ଯୋଗୀଙ୍କ ପୂର୍ବରୁ ରାଜା ବାବୁ ନାମକ ଏକ କୁକୁର ଥିଲା, ଯାହାର ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫୋକସରେ ପୌର -ପଞ୍ଚାୟତ ନିର୍ବାଚନ: ତାମ୍ପରାରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ, ମିଶିକି ନେଲେ ଏହି ଶପଥ

ଛତ୍ରପୁର, ୨୩।୭ (ଦିଲ୍ଲୀପ ସାମଲ/ ଦ୍ୱାରିକାପଟ୍ଟନାୟକ): ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନକୁ ସାମ୍ନାରେ ରଖି ଛତ୍ରପୁର ନିର୍ବାଚନମଣ୍ଡଳୀରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ବିଜୁ…

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛଇ। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

ଜି ଉଦୟଗିରି ଆଡପମଣ୍ଡପରେ ଜଗନ୍ନାଥ- ବଳଭଦ୍ରଙ୍କ ରାମ, ବଳରାମ ବେଶ

ଜି ଉଦୟଗିରି ୨୩।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ବୁଧବାର ସନ୍ଧ୍ୟାରେ ଜି ଗୁଣ୍ଡିଚା ମନ୍ଦିରର ଆଡପ ମଣ୍ଡପରେ ଶ୍ରୀ ଜଗନ୍ନାଥଙ୍କୁ ଶ୍ରୀରାମ ବେଶ ଓ…

ଜୀବନ ସହ ସଂଘର୍ଷ କରୁଛନ୍ତି ପିଣ୍ଟୁ: ଚିକିତ୍ସା ପାଇଁ ସହଯୋଗର ହାତ ବଢେଇଲା ବିଜେଡି ପ୍ରତିନିଧି ଦଳ

ଗଞ୍ଜାମ, ୨୩।୭: (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତ ଅରଣ ପୁର ଗ୍ରାମର ଅଭି ତରାଇଙ୍କ ପୁଅ ପିଣ୍ଟୁ ତରାଇ ମସ୍ତିଷ୍କ ରୋଗରେ…

୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍‌

ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର…

ଖାଇବାକୁ ପାଉନାହାନ୍ତି ଆମିର ଖାନଙ୍କ ଭାଇ, ସ୍ତ୍ରୀ ଆଣିଲେ ଶାରୀରିକ ଶୋଷଣର ଅଭିଯୋଗ

ନୂଆଦିଲ୍ଲୀ,୨୩।୭: ‘କରିଶ୍ମା କା କରିଶ୍ମା’, ‘ଶରାରତ୍’ ଏବଂ ‘ବଡ଼େ ଅଚ୍ଛେ ଲଗତେ ହୈଁ’ ଭଳି ସୋ’ରେ ନିଜ ଭୂମିକା ପାଇଁ ଜଣାଶୁଣା ଅଭିନେତ୍ରୀ ଇଭା ଗ୍ରୋଭର, ନିକଟରେ…

ଗାଁରେ ବଢିଲା ଉତ୍ତେଜନା: ୭ ଆଦିବାସୀ ନେତାଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ

ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri