Posted inଜାତୀୟ

ଧୁମଧାମରେ ପାଳନ ହେବ ଯୋଗୀ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉତ୍ସବ

ଲକ୍ଷ୍ନୌ,୧୬ ।୩: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ୧ବର୍ଷ ପୂର୍ତ୍ତି ୨୫ ମାର୍ଚ୍ଚରେ ପାଳନ ହେବାକୁ ଯାଉଛି । ଯୋଗୀ ସରକାର ଏକ ବର୍ଷ ପୂରଣ କରିଥିବା ଖୁସିରେ ଭାରତୀୟ ଜନତା ପାର୍ଟି(ଭାଜପା) ସଙ୍ଗଠନର ପ୍ରସ୍ତୁତି ଖୁବ ଧୁମଧାମରେ ଚାଲିଛି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିଜେ ଲକ୍ଷ୍ନୌରେ ପ୍ରେସ କନଫରେନ୍ସ କରି ଯୋଗୀ ଦ୍ୱିତୀୟ କାର୍ଯ୍ୟକାଳ ୧ ବର୍ଷ ପୁରଣ ହେବା ପରେ ସରକାର ସେମାନଙ୍କ ଉପଲବ୍ଧିର ସୂଚନା ଦେବେ । ଏହାସହ ସରକାରଙ୍କ ମନ୍ତ୍ରୀ, ଏମପି, ବିଧାୟକ ଭିନ୍ନ ଭିନ୍ନ ଜିଲାକୁ ଯାଇ ସରକାରଙ୍କ ଉପଲବ୍ଧି କଥା କହିବେ । ବିରୋଧୀ ଏହାକୁ ନେଇ ସରକାରଙ୍କୁ ପ୍ରଶ୍ନ କରିବେ ।
ସୂଚନାଯୋଗ୍ୟ, ୨୦୨୨ରେ ହୋଇଥିବା ବିଧାନସଭା ନିର୍ବାଚନରେ ଭାଜପା ପୂର୍ଣ୍ଣ ବହୁମତ ସହ ଶାସନ କ୍ଷମତାକୁ ପୁଣିଥରେ ଫେରିଥିଲା । ଉତ୍ତର ପ୍ରଦେଶ ଇତିହାସରେ ଏହା ୩୭ ବର୍ଷ ପରେ ହୋଇଥିଲା ଯେତେବେଳେ ଗୋଟିଏ ଦଳ ଦ୍ୱିତୀୟଥର ଲାଗି ପୁଣିଥରେ ସରକାର ଗଠନ କରିଥିଲା । ଏହି ସରକାରଙ୍କୁ ଏବେ ୨୫ ମାର୍ଚ୍ଚରେ ୧ ବର୍ଷ ପୂରଣ ହେବ । ଏହାକୁ ସାରା ରାଜ୍ୟରେ ଧୁମଧାମରେ ପାଳନ କରାଯିବାକୁ ଆୟୋଜନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?