Posted inଜାତୀୟ

ଜାନୁୟାରୀ ୨୨ପରେ ତ୍ରେତୟା ଯୁଗ କଥା ମନେପଡ଼ିଯିବ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୧।୧:କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ନୂଆ ବର୍ଷର ପ୍ରଥମ ଦିନ ସୋମବାର ୟୁପିରେ ମଥୁରା ପରିଦର୍ଶନ କରିଛନ୍ତି। ଏହି ସମୟରେ ରାଜନାଥ ସିଂ ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବୃନ୍ଦାବନରେ ବାଳିକାମାନଙ୍କ ପାଇଁ ‘ସମ୍ବିଦ ଗୁରୁକୁଳମ, ସୈନିକ ସ୍କୁଲ’ ଉଦ୍‌ଘାଟନ କରିଥିଲେ। ଏହା ପରେ ଭାଜପାର ଉଭୟ ବରିଷ୍ଠ ନେତା ତିନି ଦିନିଆ ଷଷ୍ଠୀପୂର୍ତ୍ତି ମହୋତ୍ସବଙ୍କୁ ସମ୍ବୋଧିତ କରିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ଯୋଗୀ କହିଛନ୍ତି, ଜାନୁୟାରୀ ୨୨ରେ ରାମଲଲାଙ୍କ ପ୍ରତିଷ୍ଠା ପରେ ତ୍ରେତୟା ଯୁଗ କଥା ମନେ ପଡ଼ିଯିବ।

ଏହି କାର୍ଯ୍ୟକ୍ରମରେ ସିଏମ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ, ଆଜି ବିଶ୍ୱରେ ଭାରତର ସମ୍ମାନ ବୃଦ୍ଧି ପାଇଛି। ଏକ ନୂତନ ଭାରତ ଦୃଶ୍ୟମାନ ହେଉଛି, ଯେଉଁମାନେ ଅଯୋଧ୍ୟାଙ୍କ ନାମ ନେବାକୁ ସଙ୍କୋଚ କରୁଥିଲେ, ସେମାନେ ବର୍ତ୍ତମାନ କହୁଛନ୍ତି ଯେ ଯଦି ନିମନ୍ତ୍ରଣ ମିଳିବ, ତେବେ ଆମେ ମଧ୍ୟ ସେଠାକୁ ଯିବୁ। ତେଣୁ ପରିବର୍ତ୍ତନ ଅଛି। ଏହାପୂର୍ବରୁ ଅଯୋଧ୍ୟା ଗଠନରେ ସେଠାକାର ରାସ୍ତାଗୁଡ଼ିକ ଗୋଟିଏ ରେଳ ଲାଇନ ସହିତ ସଂଯୁକ୍ତ ଥିଲା ଏବଂ ଟ୍ରେନ୍‌ଗୁଡ଼ିକ କାଁ ଭାଁ ବେଳେବେଳେ ଚାଲୁଥିଲା। ଆଜି ଅଯୋଧ୍ୟା ଭିତରେ ଆପଣ ୪ ଏବଂ ୬ ଲେନ୍‌ର ରାସ୍ତା ଦେଖିବାକୁ ମିଳିବ। ୨୨ ଜାନୁଆରୀ ପରେ ଅଯୋଧ୍ୟାକୁ ଯାଆନ୍ତୁ, ଆପଣ ତ୍ରେତୟା ଯୁଗ କଥା ମନେ ପକାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri