Posted inଜାତୀୟ

ପ୍ରମାଣ ବିନା କେବଳ ଅଭିଯୋଗକୁ ନେଇ କାହାକୁ ଗିରଫ କରାଯାଇ ପାରିବ ନାହିଁ: ମୁଖ୍ୟମନ୍ତ୍ରୀ ଯୋଗୀ

ଲକ୍ଷ୍ନø,୮ ।୧୦: ଲକ୍ଷ୍ମୀପୁର ଖେରି ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଆଶିଷ ମିଶ୍ରାଙ୍କୁ ପୋଲିସ ଏପର୍ଯ୍ୟନ୍ତ ଗିରଫ କରିବାରେ ସଫଳ ହୋଇନାହିଁ । ମାମଲାକୁ ନେଇ ପୋଲିସ ଖୋଜାଖୋଜି ଜାରି ରଖିଛି । କିଏ କହୁଛି ସେ ନେପାଳ ଚାଲିଯାଇଛନ୍ତି ତ ପୁଣି କୁହାଯାଉଛି ସେ ଉତ୍ତରାଖଣ୍ଡରେ ଅଛନ୍ତି । ପୋଲିସ ତାଙ୍କ ଘର ବାହାରେ ପଚରା ଉଚରା ପାଇଁ ନୋଟିସ ବି ଲଗାଇଛି । ହେଲେ ଇତି ମଧ୍ୟରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି କେବଳ ଅଭିଯୋଗକୁ ନେଇ କାହାକୁ ଗିରଫ କରାଯାଇ ପାରିବ ନାହିଁ । ଏଥିପାଇଁ ଆବଶ୍ୟକ କେବଳ ପ୍ରମାଣ । ପ୍ରମାଣ ଥିଲେ ଜଣଙ୍କୁ ଗିରଫ କରାଯାଇ ପାରିବ । ସୂଚନାଯୋଗ୍ୟ, ଅକ୍ଟୋବର ୩ରେ ଲକ୍ଷ୍ମୀପୁର ଖେରିରେ କୃଷକମାନେ କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ପ୍ରଦର୍ଶନ କରୁଥିବା ବେଳେ ହଠାତ୍ ସେମାନଙ୍କ ଉପରେ ଦୁଇଟି ଏସ୍‌ୟୁଭି ଗାଡି ମାଡିଯିବାରୁ ୮ଜଣଙ୍କର ମୃତ୍ୟୁ ହେବା ସହ ଆଉ କେତେଜଣ ଆହତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସିଧୁଙ୍କ ହତ୍ୟାର ୫ଦିନ ପରେ ପୁଣି ବଢ଼ିଲା ଭିଆଇପିଙ୍କ ସୁରକ୍ଷା

ଚଣ୍ଡିଗଡ଼,୨।୬: ପଞ୍ଜାବ ସରକାର ୪୨୪ଜଣ ବିଶିଷ୍ଟ ବ୍ୟକ୍ତିଙ୍କ ସୁରକ୍ଷା ବ୍ୟବସ୍ଥା ପ୍ରତ୍ୟାହାର କରିନେବାର ଦିନକ ପରେ ମନସା ଜିଲାରେ ଖ୍ୟାତନାମା ପଞ୍ଜାବୀ ରାପର ଗାୟକ ସିଧୁ...

ଚଳିତ ବର୍ଷ ଗଣତନ୍ତ୍ର ଦିବସରେ ସାମିଲ ହେଲେ ନାହିଁ କେହି ବିଦେଶୀ ଅତିଥି

ନୂଆଦିଲ୍ଲୀ,୨୬ ।୧: ପ୍ରତିବର୍ଷ ସାଧାରଣତନ୍ତ୍ର ଦିବସଠାରୁ ଚଳିତବର୍ଷ ସାଧାରଣତନ୍ତ୍ର ଦିବସ ଭିନ୍ନ ହୋଇଛି । କାରଣ ଏବର୍ଷ କେହି ବିଦଶୀ ଅତିଥି ସାଧାରଣତନ୍ତ୍ର ଦିବସରେ ଯୋଗ...

ଏହି ପାମ୍ପଡ଼ ଖାଇଲେ ହେବନି କରୋନା ସଂକ୍ରମଣ: ଭାଜପା ମନ୍ତ୍ରୀ

ନୂଆଦିଲ୍ଲୀ, ୨୫।୭: ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ଧରୁ ନ ଥିବାବେଳେ ଭାଜପାର ସଂସଦୀୟ ବ୍ୟାପାର ଏବଂ ଭାରି ଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ...

ସାରା ଦେଶରେ ଆଜିଠାରୁ ବନ୍ଦ ସିଙ୍ଗଲ ୟୁଜ ପ୍ଲାଷ୍ଟିକ

ନୂଆଦିଲ୍ଲୀ,୧ ।୭: ସାରା ଦେଶରେ ଶୁକ୍ରବାର ଅର୍ଥାତ୍ ଜୁଲାଇ ପହିଲାରୁ ସିଙ୍ଗଲ ୟୁଜ ପ୍ଲାଷ୍ଟିକ ବସ୍ତୁର ଉତ୍ପାଦନ, ବିକ୍ରି ଓ ବ୍ୟବହାର ଉପରେ ପ୍ରତିବନ୍ଧକ ଲାଗାଯାଇଛି...

ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରି ନ ଥିବା ରାଜ୍ୟଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ

ନୂଆଦିଲ୍ଲୀ,୧୧ ।୯: ସୁପ୍ରିମକୋର୍ଟ ଶୁକ୍ରବାର ଦିଲ୍ଲୀ, ପଶ୍ଚିମବଙ୍ଗ, ଓଡ଼ିଶା ସମେତ କିଛି ରାଜ୍ୟ ସରକାରଙ୍କୁ ନୋଟିସ ଜାରି କରିଛନ୍ତି । କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ...

ମଧ୍ୟରାତ୍ରରୁ ଏଲଓସିରେ ଫାୟରିଂ ବନ୍ଦ

ନୂଆଦିଲ୍ଲୀ,୨୫।୨: ଫେବୃୟାରୀ ୨୪-୨୫ ମଧ୍ୟରାତ୍ରରୁ ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖା (ଏଲ୍‌ଓସି)ରେ ଫାୟରିଂ ବନ୍ଦ ହୋଇଛି। ସୀମାରେ ଅସ୍ତ୍ରବିରତି ନେଇ ଦୁଇପକ୍ଷଙ୍କ ମଧ୍ୟରେ ସହମତି ପ୍ରକାଶ...

ହସିହସି କହୁଥିବା କଥା ଅପରାଧ ନୁହେଁ, ହାଇକୋର୍ଟ…

ନୂଆଦିଲ୍ଲୀ, ୨୬।୩ : ଦିଲ୍ଲୀ ହାଇକୋର୍ଟ ହେଟ୍‌ ସ୍ପିଚ୍‌ ମାମଲାର ବିଚାର କରି କହିଛନ୍ତି ଯେ, ହସିହସି କହୁଥିବା କଥା ଅପରାଧ ନୁହେଁ। ମାତ୍ର କିଛି...

ଏହି ଚା’ ପିଅନ୍ତୁ, ଓଜନ କମ୍‌ କରନ୍ତୁ

ଆଜିକାଲି ବ୍ୟସ୍ତବହୁଳ ଜୀବନଶୈଳୀ ଭିତରେ ଓଜନ ବୃଦ୍ଧି ଏକ ବଡ ସମସ୍ୟା ଭାବେ ଉଭା ହୋଇଛି। ଓଜନ କମାଇବା ପାଇଁ ବଜାରରେ ବିଭିନ୍ନ ପ୍ରକାର ଔଷଧ...

Advertisement
Archives

Model This Week