ହୋଲି ପରେ ଶପଥ ଗ୍ରହଣ

ଲକ୍ଷ୍ନୌ,୧୨ ।୩: ଚଳିତ ବର୍ଷ ବିଧାନସଭା ନିର୍ବାଚନରେ ଉତ୍ତର ପ୍ରଦେଶରେ ଭାରତୀୟ ଜନତା ପାର୍ଟି(ଭାଜପା) ବହୁମତରେ ବିଜୟ ଲାଭ କରିଛି । ଏହାସହ ମୁଖ୍ୟମନ୍ତ୍ରୀ ଥିବା ଯୋଗୀ ଆଦିତ୍ୟନାଥ ଏହାକୁ ନେଇ କିଛି ରେକର୍ଡ କରିଛନ୍ତି । ୩୭ ବର୍ଷ ପରେ ଦଳ ଦ୍ୱିତୀୟଥର ଶାସନ କ୍ଷମତା ଫେରି ପାଇବାରେ ରେକର୍ଡ କରିଛି । ଏହାରି ଭିତରେ ଏବେ ସମସ୍ତଙ୍କ ନଜର ଶପଥ ଗ୍ରହଣ ସମାରୋହ ଉପରେ ଏବଂ ମନ୍ତ୍ରିମଣ୍ଡଳ ସଂମ୍ପ୍ରସାରଣ ଉପରେ । ସମାଚାର ଏଜେନ୍ସି ଏଏନ୍‌ଆଇର ସୂଚନା ଅନୁଯାୟୀ, ଯୋଗୀ ରବିବାର ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ଏହି ସମୟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟିବେ । ଏହି ସାକ୍ଷାତ୍‌କାରର ଉଦ୍ଦେଶ୍ୟ ରହିଛି ଏମାନଙ୍କୁ ଶପଥ ଗ୍ରହଣ ସମାରୋହକୁ ନିମନ୍ତ୍ରଣ କରିବା । ତେବେ ଯୋଗୀ ଆଦିତ୍ୟନାଥ ମୁଖ୍ୟମନ୍ତ୍ରୀ ଭାବେ ହୋଲି ପରେ ଶପଥ ଗ୍ରହଣ କରିବେ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ମାର୍କେଟ୍‌ କ୍ରାଶ୍‌: ୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୩।୬: ଦକ୍ଷିଣ କୋରିଆ ବଜାରରେ ତୀବ୍ର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ପଡ଼ିଛି। BSE ସେନସେକ୍ସ ପ୍ରାୟ ୬୦୦-୭୦୦ ପଏଣ୍ଟ ହ୍ରାସ ପାଇଛି। NSE ନିଫ୍ଟି …

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ,…

ଉଦ୍ୟାନ ପରିସର ସଫା କଲେ ବିଧାୟକ: କହିଲେ, ସ୍ବଚ୍ଛତା ଅଭିଯାନ ନୁହେଁ, ଏକ ସାମାଜିକ ଦାୟିତ୍ୱ

ଛତ୍ରପୁର,୨୩।୬(ଦିଲ୍ଲୀପ ସାମଲ): ‘ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ’ ଅଭିଯାନ ଅନ୍ତର୍ଗତ ଆଜି ଛତ୍ରପୁର ପୌରପରିଷଦର ଏକାମ୍ର ନଗରସ୍ଥିତ ଶିଶୁ ଉଦ୍ୟାନରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି…

ବିଧାନସଭା ଭିତରେ ଷ୍ଟାଲିନଙ୍କ ନକଲ କଲେ ମୁଖ୍ୟମନ୍ତ୍ରୀ ବିଜୟ, ତାଳିରେ କମ୍ପିଲା ଗୃହ, ଦେଖନ୍ତୁ VIDEO

ଚେନ୍ନାଇ,୨୩।୬: ତାମିଲନାଡୁ ବିଧାନସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଭାଷଣର ଶେଷ ଭାଗ ମଧ୍ୟ ସେତିକି ଚର୍ଚ୍ଚାରେ ରହିଥିଲା, ଯେତିକି ତାଙ୍କର ସମ୍ପୂର୍ଣ୍ଣ ସମ୍ବୋଧନ ଥିଲା। ଭାଷଣ…

ହତ୍ୟା ରହସ୍ୟ ଉନ୍ମୋଚିତ: ଏହି କାରଣରୁ ମହିଳାଙ୍କୁ ଜୀବନରୁ ମାରିଦେଇଥିଲେ ରମାକାନ୍ତ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଶମ ପ୍ରଶାଖା ଛକ କେନାଲ ଘାଟ ନିକଟର ରବିବାର ଉଦ୍ଧାର ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚିତ ହୋଇଛି। ମୃତ…

ସାରକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ: କହୁ କହୁ କହିଦେଲେ ଗତ ବର୍ଷ କ’ଣ …

ଭୁବନେଶ୍ୱର, ୨୩।୬: ଚଳିତ ଖରିଫ ଋତୁରେ ରାଜ୍ୟରେ ସାର ଯୋଗାଣକୁ ନେଇ କୌଣସି ଅସୁବିଧା ହେବନାହିଁ ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସ୍ପଷ୍ଟ କରିଛନ୍ତି।…

ଆକ୍ସନ ମୋଡ୍‌ରେ ପୋଲିସ: ବିପୁଳ ଦେଶୀମଦ ଜବତ

ଦାରିଙ୍ଗବାଡି, ୨୩।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପୋଲିସ ପକ୍ଷରୁ ବସଷ୍ଟାଣ୍ଡ ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ମହୁଲ ପୋଚ ଜବତ ଓ ତାକୁ…

ଘର କାମ କରୁଥିଲେ ଶୋଭାରାଣୀ, ଲାଗିଲା କରେଣ୍ଟ୍‌: ଆଉ ତା’ପରେ..

ଖଇରା,୨୩।୬(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମହାତିପୁର ପଞ୍ଚାୟତ ଅଧୀନ ଚକ ଗ୍ରାମର ବୈକୁଣ୍ଠ ସାମଲ (୩୫)ଙ୍କ ପତ୍ନୀ ଶୋଭାରାଣୀ ମଙ୍ଗଳବାର ବିଦ୍ୟୁତ ସଂସ୍ପର୍ଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri