Posted inଜାତୀୟ

୨୦୨୪ ଲୋକ ସଭା ନିର୍ବାଚନ ପ୍ରଚାର ମୋଡର ଆରମ୍ଭ ଯୋଗୀଙ୍କ ଶପଥ ଗ୍ରହଣ ସମାରୋହ

ଲକ୍ଷ୍ନୌ,୨୫ ।୩: ମାର୍ଚ୍ଚ ୧୦ରେ ୫ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ଜଣାପଡିବା ପରେ ୪ଟି ରାଜ୍ୟରେ ଭାରତୀୟ ଜନତା ପାର୍ଟି(ଭାଜପା) ବିଜୟ ଲାଭ କରିଥିଲା । ଦେଶର ସବୁଠାରୁ ବଡ ରାଜ୍ୟ ଉତ୍ତର ପ୍ରଦେଶରେ ଭାଜପାର ଐତିହାସିକ ବିଜୟ ହୋଇଥିଲା । ଏହାପରେ ରାଜଧାନୀ ଦିଲ୍ଲୀରେ ବସିଥିବା ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ନେତା ଓ କର୍ମକର୍ତ୍ତାଙ୍କୁ ଧନ୍ୟବାଦ ଦେଇଥିଲେ । କେବଳ ସେତିକି ନୁହେଁ ମୋଦି କହିଥିଲେ ଏହି ଫଳାଫଳ ଆସନ୍ତା ୨୦୨୪ ଲୋକ ସଭା ନିର୍ବାଚନର ପରିଣାମ ସମ୍ପର୍କରେ ସୂଚନା ବି ଦେଇଛି ।
ସୂନାଯୋଗ୍ୟ, ଶୁକ୍ରବାର ଆୟୋଜିତ ହେଉଛି ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଶପଥଗ୍ରହଣ ସମାରୋହ । ଏହି ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ସମେତ କେତେଜଣ କେନ୍ଦ୍ରମନ୍ତ୍ରୀ, କିଛି ରାଜ୍ୟର ମୁଖ୍ୟମନ୍ତ୍ରୀ, ଭାଜପା କର୍ମୀ, ସାଧୁସନ୍ଥ ଓ ବଲିଉଡ ସେଲିବ୍ରିଟିମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । କେବଳ ସେତିକି ନୁହେଁ ଏହି ସମାରୋହକୁ ବିରୋଧି ଦଳ ନେତାଙ୍କୁ ବି ନିମନ୍ତ୍ରଣ ଦିଆଯାଇଛି । ଏହାକୁ ଦେଖି ଏବେ ଅନୁମାନ କରାଯାଉଛି କି ୨୦୨୪ ଲୋକ ସଭା ନିର୍ବାଚନର ଏହା ପ୍ରଚାର ମୋଡ । ଯୋଗୀଙ୍କ ଶପଥ ଗ୍ରହଣ ଉତ୍ସବରୁ ଭାଜପା ଏହା ଆରମ୍ଭ କରିବାର ସଙ୍କେତ ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri